• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାୟଗଡ଼ ବ୍ଲକ କଇଁପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ବିନା ସୂଚନା ଫଳକ, ଚୋରା ପାଣି ଓ ବିଦ୍ୟୁତରେ ନିର୍ମାଣ ଚାଲିଛି ବହୁତଳ କୋଠା

Proprietor Abhimanyu Maharana by Proprietor Abhimanyu Maharana
November 27, 2026
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ରାୟଗଡ଼ ବ୍ଲକ କଇଁପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ବିନା ସୂଚନା ଫଳକ, ଚୋରା ପାଣି ଓ ବିଦ୍ୟୁତରେ ନିର୍ମାଣ ଚାଲିଛି ବହୁତଳ କୋଠା
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଆଦବାସୀ ଅଧ୍ୟୁଷିତ ଅଞ୍ଚଳ ରେ ବିନା ସୂଚନା ଫଳକ, ଚୋରା ପାଣି ଓ ବିଦ୍ୟୁତରେ ନିର୍ମାଣ ଚାଲିଛି ଏକ ବହୁତଳ କୋଠା. ଏଥିନେଇ ଏ ଅଞ୍ଚଳର ସର୍ଵ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି. ଘଟଣାରୁ ପ୍ରକାଶ ଯେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ କଇଁପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ଭିତରେ ଚାଲିଥିବା ଏକ ବହୁତଳ କୋଠା ନିର୍ମାଣ କାର୍ଯ୍ୟକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ସନ୍ଦେହ ପ୍ରକାଶ ପାଇଛି । ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରି ବିନା ସୂଚନା ଫଳକରେ ଏହି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ଚୋରା ବିଦ୍ୟୁତ୍ ଏବଂ ଡାକ୍ତରଖାନାର ସରକାରୀ ପାଣି ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି।ସୂଚନା ଅନୁଯାୟୀ, କଇଁପୁର ଡାକ୍ତରଖାନା ପାଚେରୀ ଭିତରେ ଏକ କୋଠା ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି ।

ତେବେ ସରକାରୀ ନିୟମ ଅନୁସାରେ ଯେକୌଣସି ନିର୍ମାଣ ସ୍ଥଳରେ କାର୍ଯ୍ୟର ନାମ, ଅଟକଳ ମୂଲ୍ୟ, କାର୍ଯ୍ୟ ଆରମ୍ଭ ଓ ଶେଷ ତାରିଖ ଏବଂ ଠିକାଦାରଙ୍କ ବିବରଣୀ ସମ୍ବଳିତ ‘ସୂଚନା ଫଳକ’ ଲଗାଇବା ବାଧ୍ୟତାମୂଳକ ଅଟେ। ମାତ୍ର ଏଠାରେ କୌଣସି ସୂଚନା ଫଳକ ଲଗାଯାଇ ନଥିବାରୁ ଏହା କେଉଁ ବିଭାଗ ଦ୍ୱାରା ଓ କେତେ ଟଙ୍କା ବ୍ୟୟରେ ନିର୍ମାଣ ହେଉଛି, ତାହା ସାଧାରଣ ଲୋକଙ୍କୁ ଅଛପା ରହିଛି । ଅନ୍ୟପକ୍ଷରେ, ଏହି ନିର୍ମାଣ କାର୍ଯ୍ୟ ପାଇଁ କୌଣସି ବୈଧ ବିଦ୍ୟୁତ୍ ମିଟର ନଥାଇ ଅବୈଧ ଭାବେ ହୁକିଂ କରି ଚୋରା ବିଦ୍ୟୁତ୍ ବ୍ୟବହାର କରାଯାଉଥିବା ଅଭିଯୋଗ ଉଠିଛି। କେବଳ ସେତିକି ନୁହେଁ, ଡାକ୍ତରଖାନାକୁ ଆସୁଥିବା ରୋଗୀ ଓ ସ୍ୱାସ୍ଥ୍ୟକେନ୍ଦ୍ରର ବ୍ୟବହାର ପାଇଁ ଥିବା ସରକାରୀ ଜଳ ଯୋଗାଣ ପ୍ରକଳ୍ପରୁ ପାଣି ନେଇ କୋଠା ନିର୍ମାଣ କାର୍ଯ୍ୟରେ ଲଗାଯାଉଛି।

ଏହାଦ୍ୱାରା ଡାକ୍ତରଖାନାରେ ଜଳସଙ୍କଟ ଦେଖାଦେବା ସହ ସରକାରୀ ରାଜସ୍ୱର କ୍ଷତି ହେଉଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଗଜପତି ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ରାୟଗଡ଼ ବିଡିଓ ଏବଂ TPSODL ବିଦ୍ୟୁତ୍ ବିଭାଗର ପ୍ରବର୍ତ୍ତନ ଦଳ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସାଧାରଣରେ ଦାବି ହୋଇଛି । ତଦନ୍ତ ପରେ ଦୋଷୀ ଠିକାଦାର ଓ ଏହି କାର୍ଯ୍ୟରେ ସହୋଜଗ ଯୋଗଦେଇଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରକୁ ଫେରିଲେ ହବିଷ୍ୟାଳୀ ମା ମାନେ :  ଜିଲ୍ଲାପାଳ ଙ୍କ କୃତଜ୍ଞତା ଜ୍ଞାପନ

ଘରକୁ ଫେରିଲେ ହବିଷ୍ୟାଳୀ ମା ମାନେ : ଜିଲ୍ଲାପାଳ ଙ୍କ କୃତଜ୍ଞତା ଜ୍ଞାପନ

November 27, 2026
ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ହତାରୁ ପୋଷ୍ଟ ଅଫିସ ନଉଠାଇବାକୁ ଦାବି

ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ହତାରୁ ପୋଷ୍ଟ ଅଫିସ ନଉଠାଇବାକୁ ଦାବି

November 27, 2026
ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ

ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ

November 27, 2026
ବୃନ୍ଦାବତୀ ନିବାସ ରେ ସୁନ୍ଦରାକାଣ୍ଡ ଅନୁଷ୍ଠିତ

ବୃନ୍ଦାବତୀ ନିବାସ ରେ ସୁନ୍ଦରାକାଣ୍ଡ ଅନୁଷ୍ଠିତ

November 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରକୁ ଫେରିଲେ ହବିଷ୍ୟାଳୀ ମା ମାନେ :  ଜିଲ୍ଲାପାଳ ଙ୍କ କୃତଜ୍ଞତା ଜ୍ଞାପନ

ଘରକୁ ଫେରିଲେ ହବିଷ୍ୟାଳୀ ମା ମାନେ : ଜିଲ୍ଲାପାଳ ଙ୍କ କୃତଜ୍ଞତା ଜ୍ଞାପନ

November 27, 2026
ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ହତାରୁ ପୋଷ୍ଟ ଅଫିସ ନଉଠାଇବାକୁ ଦାବି

ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ହତାରୁ ପୋଷ୍ଟ ଅଫିସ ନଉଠାଇବାକୁ ଦାବି

November 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version