
ପୁରୀ (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ସମ୍ବିଧାନ ହେଉଛି ଆମ ଦେଶର ସର୍ବୋଚ୍ଚ ଆଇନ।ଯାହା ସରକାର ଓ ନାଗରିକଙ୍କ ଅଧିକାର ଏବଂ କର୍ତ୍ତବ୍ୟ ପାଇଁ ଆସ୍ଥା ସ୍ଥାପନ କରିଥାଏ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା।ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇ ଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଓ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଆମ ସମ୍ବିଧାନ ର ପ୍ରସ୍ତୁତି, ଗରୀମା ଓ ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରି ଆମ ସମ୍ବିଧାନ ବିଶ୍ବ ର ସବୁଠାରୁ ଦୀର୍ଘ ଲିଖିତ ଜାତୀୟ ସମ୍ବିଧାନ ବୋଲି କହିଥିଲେ।ଆମ ସମ୍ବିଧାନ ଏକ ସାର୍ବଭୌମ, ସମାଜବାଦୀ,















