• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

Proprietor Abhimanyu Maharana by Proprietor Abhimanyu Maharana
November 28, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନମନସ୍କତା, ସୃଜନଶୀଳ ଚିନ୍ତାଧାରା ଓ ନବସୃଜନ କ୍ଷମତାର ବିକାଶ ଲକ୍ଷ୍ୟରେ ବାଲିଗୁଡ଼ା ଶିକ୍ଷା ବିଭାଗ ପକ୍ଷରୁ ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ-୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବ୍ଲକ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ବିଜ୍ଞାନ ପ୍ରଦର୍ଶନୀରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହ ଓ ଉଦ୍ଦୀପନାର ସହ ଅଂଶଗ୍ରହଣ କରି ନିଜ ନିଜର ବୈଜ୍ଞାନିକ ପ୍ରତିଭା ପ୍ରଦର୍ଶନ କରିଥିଲେ । ଚଳିତ ବର୍ଷର ପ୍ରଦର୍ଶନୀର ମୁଖ୍ୟ ବିଷୟବସ୍ତୁ ‘ଏକ ନିରନ୍ତର ଏବଂ ବିକଶିତ ଭାରତ ପାଇଁ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ନବସୃଜନ’ ରଖାଯାଇଥିଲା ।

ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର ଅଧ୍ୟାପକ ପ୍ରଦୀପ୍ତ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଓ ଧୂପ ପ୍ରଜ୍ଜ୍ୱଳନ ପୂର୍ବକ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା, ପଦ୍ମଲୋଚନ ପଣ୍ଡା ଏବଂ ବ୍ଲକ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୟାନିଧି ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଏଭଳି ବୈଜ୍ଞାନିକ ପ୍ରୟାସକୁ ଉତ୍ସାହିତ କରିଥିଲେ ।

ପ୍ରଦର୍ଶନୀରେ ବାଲିଗୁଡ଼ା ବ୍ଲକ୍‌ର ମୋଟ ୫୧ ଟି ବିଦ୍ୟାଳୟ ଅଂଶଗ୍ରହଣ କରିଥିବାବେଳେ ସେମାନଙ୍କ ପକ୍ଷରୁ ୯୭ ଟି ବିଜ୍ଞାନଭିତ୍ତିକ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଛାତ୍ର ଛାତ୍ରୀ ମାନେ ନିଜ ନିଜର ପ୍ରକଳ୍ପ ମାଧ୍ୟମରେ ବିଜ୍ଞାନର ବିଭିନ୍ନ ଦିଗ, ନୂତନ ଚିନ୍ତାଧାରା ଓ ଦୈନନ୍ଦିନ ଜୀବନରେ ବିଜ୍ଞାନର ଉପଯୋଗିତାକୁ ସୁନ୍ଦର ଭାବେ ଉପସ୍ଥାପନ କରିଥିଲେ । ମୋଟ ୭ଟି ଉପ-ଥିମ୍‌କୁ ଆଧାର କରି ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକ ମଧ୍ୟରୁ ପ୍ରତ୍ୟେକ ଉପ-ଥିମ୍‌ରୁ ଗୋଟିଏ ଲେଖାଏଁ, ମୋଟ ୭ଟି ଶ୍ରେଷ୍ଠ ପ୍ରକଳ୍ପ ଚୟନ କରାଯାଇଥିଲା ।

ଏହି ପ୍ରଦର୍ଶନୀ ଛାତ୍ରଛାତ୍ରୀଙ୍କୁ କେବଳ ପାଠ୍ୟପୁସ୍ତକରେ ସୀମିତ ନରଖି ନିଜସ୍ୱ ଚିନ୍ତାଧାରାରୁ ନୂତନ ପ୍ରକଳ୍ପ ତିଆରି କରିବା ଏବଂ ନିଜର ଦକ୍ଷତାକୁ ସମସ୍ତଙ୍କ ସମ୍ମୁଖରେ ଉପସ୍ଥାପନ କରିବାର ଏକ ସୁଯୋଗ ପ୍ରଦାନ କରିଥିଲା । ଏଥିରେ ସାମିଲ ହୋଇ ଛାତ୍ରଛାତ୍ରୀମାନେ ଖୁସି ଓ ଉତ୍ସାହ ପ୍ରକାଶ କରିଥିବା ସହ ଏଭଳି କାର୍ଯ୍ୟକ୍ରମ ସେମାନଙ୍କ ଭବିଷ୍ୟତରେ ବିଜ୍ଞାନ ପ୍ରତି ଆଗ୍ରହ ବୃଦ୍ଧି କରିବ ବୋଲି ଆଶା ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଲେଉଟିଲା ଶୀତ, କୁହୁଡ଼ିର ଚାଦରରେ ଢାଙ୍କି ହେଲା ବାଲିଗୁଡା ସହର : ବଢ଼ିଲା ଜାଡ଼ର ପ୍ରକୋପ, ନିଆଁ ପୁଇଁବା ସହ ଚା’ ଦୋକାନରେ ଜମୁଛି ଭିଡ଼

ଲେଉଟିଲା ଶୀତ, କୁହୁଡ଼ିର ଚାଦରରେ ଢାଙ୍କି ହେଲା ବାଲିଗୁଡା ସହର : ବଢ଼ିଲା ଜାଡ଼ର ପ୍ରକୋପ, ନିଆଁ ପୁଇଁବା ସହ ଚା’ ଦୋକାନରେ ଜମୁଛି ଭିଡ଼

November 28, 2026
ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

November 28, 2026
ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ବ୍ଲକ୍‌ ସ୍ତରୀୟ ବାଲ୍‌ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ : ୫୧ ଟି ବିଦ୍ୟାଳୟର ୯୭ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

November 28, 2026
ବନବାସୀ ସେବା ସମିତି ଓ ଜିଲ୍ଲା ପ୍ରଶାସନର ମିଳିତ ଆୟୋଜନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲେଉଟିଲା ଶୀତ, କୁହୁଡ଼ିର ଚାଦରରେ ଢାଙ୍କି ହେଲା ବାଲିଗୁଡା ସହର : ବଢ଼ିଲା ଜାଡ଼ର ପ୍ରକୋପ, ନିଆଁ ପୁଇଁବା ସହ ଚା’ ଦୋକାନରେ ଜମୁଛି ଭିଡ଼

ଲେଉଟିଲା ଶୀତ, କୁହୁଡ଼ିର ଚାଦରରେ ଢାଙ୍କି ହେଲା ବାଲିଗୁଡା ସହର : ବଢ଼ିଲା ଜାଡ଼ର ପ୍ରକୋପ, ନିଆଁ ପୁଇଁବା ସହ ଚା’ ଦୋକାନରେ ଜମୁଛି ଭିଡ଼

November 28, 2026
ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

ଛଅ ବର୍ଷ ହେଲା ଅଧାପନ୍ତରିଆ ଅଙ୍ଗନବାଡ଼ି କେନ୍ଦ୍ର : ଝାଟିମାଟି ଘରେ ଭବିଷ୍ୟତ ଗଢ଼ୁଛନ୍ତି କୁନିକୁନି ଶିଶୁ

November 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version