• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାଲେଶ୍ୱର ବିଜେଡ଼ିର ଆୟୋଜିତ ମହାମିଶ୍ରଣ ରାଜନୀତିରରେ ଯୋଗଦେଲେ ଅରୁଣ ଦେ

Proprietor Abhimanyu Maharana by Proprietor Abhimanyu Maharana
October 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବାଲେଶ୍ୱର ବିଜେଡ଼ିର ଆୟୋଜିତ  ମହାମିଶ୍ରଣ ରାଜନୀତିରରେ ଯୋଗଦେଲେ ଅରୁଣ ଦେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୭ ଅକ୍ଟୋବର ବୁଧବାର ) ବାଲେଶ୍ୱର :- ବିଜେଡିରେ ଯୋଗଦେଲେ ବାଲେଶ୍ୱର ରାଜନୀତିର ଭୀଷ୍ମ କୁହାଯାଉଥିବା ବରିଷ୍ଠ ନେତା ଅରୁଣ ଦେ । ଉପ-ନିର୍ବାଚନ ପୂର୍ବରୁ ଦାଦା ଶଙ୍ଖ ଧରିବା ଦଳର ଶକ୍ତି ବଢାଇବ ବୋଲି କୁହାଯାଉଛି । ଗଲା ନିର୍ବାଚନରେ ସଦର ଆସନ ଥିଲା ବିଜେପି ହାତରେ । ହେଲେ ସଦର ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦକୁ ବିଜେଡି ଦଖଲ କରିଥିଲା । ଆଜିର ଏହି ମିଶ୍ରଣ ପର୍ବରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତି ହିଁ ବୟାନ କରୁଛି, ବିଜେଡି କୌଣସି ହାଲ୍‌ତରେ ପୁଣି ଥରେ ବାଲେଶ୍ୱର ହାତଛଡ଼ା କରିବା ମୁଡ୍‌ରେ ନାହିଁ । ୫୦ ବର୍ଷର ଲମ୍ବା ରାଜନୈତିକ କ୍ୟାରିୟର । ପାଞ୍ଚ ପାଞ୍ଚଥରର ବିଧାୟକ ଅରୁଣ ଦେ ଏବେ ବିଜେଡିରେ । ଉପନିର୍ବାଚନ ପୂର୍ବରୁ ବିରୋଧିଙ୍କୁ ବିଜେଡି ଦେଇଛି ଚକ୍‌ମା । କାରଣ ସଦର ନିର୍ବାଚନ ମଣ୍ଡଳିର ୩୭ଟି ପଞ୍ଚାୟତରେ ଦାଦାଙ୍କ ରହିଛି ସ୍ୱତନ୍ତ୍ର ସଂଗଠନ ।

ଏହି ସାଂଗଠନିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଜି ଅରୁଣ ବିଜେଡିରେ ଯୋଗ ଦେଇଛନ୍ତି । ସେହିପରି ବାଲେଶ୍ୱର କଂଗ୍ରେସର ଆଗଧାଡ଼ିର କର୍ମକର୍ତ୍ତାମାନେ ମଧ୍ୟ ବିଜେଡିକୁ ଆସିଛନ୍ତି । ତେବେ ସଦରରେ ବାମପନ୍ଥୀ ଭୋଟ ବ୍ୟାଙ୍କକୁ ଦାଦା ହାଇଜାକ୍ କରି ବିଜେଡିକୁ ଦେବା ଏଥିରୁ ସୁନିଶ୍ଚିତ ହୋଇଯାଇଛି ।ବାଲେଶ୍ୱରରେ ଆୟୋଜିତ ଏହି ମହାମିଶ୍ରଣ କାର୍ଯ୍ୟକ୍ରମ ଥିଲା ଖୁବ୍ ଗୁରୁତ୍ୱପୂର୍ଣ୍ଣ । କାରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ, ବିଜେଡିର ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ବିଧାୟକ ଦେବୀ ମିଶ୍ର, ବରିଷ୍ଠ ନେତା ପ୍ରତାପ ଦେବ, ଜିଲ୍ଲା ବିଜେଡି ସଭାପତି ରବିନ୍ଦ୍ର କୁମାର ଜେନା, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଓ ପୂର୍ବତନ ପୌରାଧ୍ୟକ୍ଷ ଆଲୋକ ସାହୁ ।

ବରିଷ୍ଠ ନେତାଙ୍କ ଉପସ୍ଥିତି ହିଁ ବୟାନ କରୁଥିଲା, ବିଜେଡିର ବାଏ ଇଲେକ୍ସନ୍ ଷ୍ଟ୍ରାଟେଜି କେତେ ମଜବୁତ୍ ୨୦୧୯ ନିର୍ବାଚନରେ ୧ ଲକ୍ଷ ୮୩ ହଜାର ୧୩ ଜଣ ଭୋଟର ମତଦାନ କରିଥିଲେ । ଫଳାଫଳ ଅନୁସାରେ ବିଜେପି ୧୩ ହଜାର ୪୦୬ ଖଣ୍ଡ ଅଧିକ ଭୋଟ ପାଇ ଜିତିଥିଲା । ତେବେ ସଦର ପଞ୍ଚାୟତ ସମିତି ଓ ବାଲେଶ୍ୱର ଜିଲ୍ଲା ପରିଷଦ ବିଜେଡି ଦଖଲରେ ରହିଛି । ଏପରିକି ବାଲେଶ୍ୱର ପୌର ପରିଷଦ ମଧ୍ୟ ଅଛି ବିଜେଡି କବ୍‌ଜାରେ । ଏଭଳି ସ୍ଥିତିରେ ଅରୁଣ ଦେଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବା ସହ ବିଜୟ ବ୍ୟବଧାନକୁ ବୃଦ୍ଧି କରିବ ବୋଲି ରାଜନୈତିକ ବିଶେଷଜ୍ଞ ଆକଳନ କରିଛନ୍ତି । (ଦୀପ୍ତିମାନ ପତି /ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version