• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କ୍ରାନ୍ତିକାରୀ କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ପଦଯାତ୍ରା ୧୦ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେରେ ସ୍ମାରକ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
October 9, 2020
in Uncategorized, ଓଡ଼ିଶା, ହୋମ୍
0
କ୍ରାନ୍ତିକାରୀ କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ପଦଯାତ୍ରା ୧୦ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେରେ ସ୍ମାରକ ପତ୍ର ପ୍ରଦାନ

??????

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୯ ଅକ୍ଟୋବର ଶୁକ୍ରବାର ) ହିଞ୍ଜିଳିକାଟୁ :- ନରେଗା କ୍ଷେତ୍ରରେ ନିଯୁକ୍ତ ଶ୍ରମିକ ମାନଙ୍କୁ ଅବହେଳା ଓ ସରକାରଙ୍କ ଶ୍ରମିକ ଶୋଷଣ ନୀତିକୁ ବିରୋଧ କରି କ୍ରାନ୍ତିକାରୀ କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟିି ପକ୍ଷରୁ ଗୁରୁବାର ଗାଁରୁ ହିଞ୍ଜିଳିକାଟୁକୁ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ନରେଗା କାର୍ଯ୍ୟରେ ନିଯୁକ୍ତ ଶ୍ରମିକ ମାନଙ୍କ ୧୦ ଦଫାକୁ କାର୍ଯ୍ୟକାରୀ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଏକ ସ୍ମାରକ ପତ୍ର ହିଞ୍ଜିଳିକାଟୁ ବିଡ଼ିଓ ପ୍ରସନ କୁମାର ପାତ୍ରଙ୍କ ଜରିଆରେ ପ୍ରଦାନ କରାଯାଇଛି । ନରେଗା କାର୍ଯ୍ୟରେ ନିଯୁକ୍ତ ଶ୍ରମିକ ମାନଙ୍କୁ ଅବହେଳା ଓ ଶୋଷଣ ନୀତିକୁ ନେଇ କ୍ରାନ୍ତିକାରୀ କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟିି ପକ୍ଷରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପରେ ଚଳିତ ଏପ୍ରିଲ ପହିଲାରୁ ରାଜ୍ୟ ସରକାର ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୨୦୭ ଟଙ୍କାକୁ ବୃଦ୍ଧି କରିଥିଲେ । ମଜୁରୀ ବୃଦ୍ଧି ହେବା ପରେ ମଧ୍ୟ ଶ୍ରମିକ ମାନଙ୍କୁ ଦୈନିକ ୧୩୮ରୁ ୧୪୦ ଟଙ୍କା ପ୍ରଦାନ କରାଯାଉଥିବା ଅଭିଯୋଗ କରାଯାଇଥିଲା । ଜୁନ ୧୦ ତାରିଖରେ ଏ ନେଇ ସଂଘ ପକ୍ଷରୁ ହିଞ୍ଜିଳିକାଟୁ ବିଡ଼ିଓଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପରେ ଅଧିକ ୧୦ ଟଙ୍କା ବୃଦ୍ଧି କରାଯାଇଥିଲା । ୨୦୭ ଟଙ୍କା ଦୈନିକ ମଜୁରୀ ପ୍ରଦାନ କରାଯିବା ପରିବର୍ତେ ୧୪୮ରୁ ୧୫୨ ଟଙ୍କା ମଜୁରୀ ପ୍ରଦାନ କରାଯାଉଛି । ଏ ନେଇ ବିଡ଼ିଓଙ୍କୁ କହିବା ପରେ କାମ ବନ୍ଦ କରିବାର ଧମକ ଦିଆଯାଉଥିବା ନେଇ ସଂଘ ପକ୍ଷରୁ କୁହାଯାଇଛି ।

ଏହାକୁ କେନ୍ଦ୍ର କରି ଗୁରୁବାର କ୍ରାନ୍ତିକାରୀ କୃଷକ ସଭା ଗଞ୍ଜାମ ଜିଲ୍ଲା କମିଟିି ପକ୍ଷରୁ ସ୍ଥାନୀୟ ବ୍ଳକ ବଡ଼ଖଣ୍ଡି ପଂଚାୟତ ଗୋପିନାଥପୁର ଗ୍ରାମ ଠାରୁ ସ୍ଥାନୀୟ ବ୍ଳକର ବିଭିନ୍ନ ପଂଚାୟତର ୫ଶହରୁ ଉର୍ଦ୍ଧ୍ୱ ମହିଳା ଶ୍ରମିକ ପଦଯାତ୍ରାରେ ବାହାରି ହିଞ୍ଜିଳିକାଟୁ ବ୍ଳକ କାର୍ଯ୍ୟାଳୟରେ ପହଂହଚିଥିଲେ । ନରୋଗା ଶ୍ରମିକଙ୍କ ପାଇଁ ନିର୍ଦ୍ଧାରିତ ଦୈନିକ ସର୍ବନିମ୍ନ ମଜୁରୀ ୨୦୭ ଟଙ୍କା ସୁନିଶ୍ଚିତ ପ୍ରଦାନ, ବର୍ଷକୁ ୨ଶହ ଦିନା କାମ ଯୋଗାଇ ଦେବା ଓ ଦୈନିକ ମଜୁରୀ ୮୫୫ ଟଙ୍କାକୁ ବୃଦ୍ଧି କରିବା, କୃଷି କ୍ଷେତ୍ର ସହ ଯୋଡ଼ି ମଜୁରୀ ଭରଣା କରିବା, ସମସ୍ତ ନରେଗା ଶ୍ରମିକଙ୍କୁ ତୁରନ୍ତ ନିର୍ମାଣ ଶ୍ରମିକ ପରିଚୟ ପତ୍ର, ସହାୟତା ପ୍ରଦାନ କରିବା, ଶ୍ରମିକଙ୍କ ପରିବାରକୁ ରାସନ କାର୍ଡ଼, ଆବାସ, ରୋଜଗାର ସହାୟତା, କୃଷି ଭିତିକ ଶିଳ୍ପ ପ୍ରତିଷ୍ଠା ଓ ବ୍ୟାପକ ନିଯୁକ୍ତି, ନରେଗା କାର୍ଯ୍ୟରେ ମେସିନ ବ୍ୟବହାରକୁ ସମ୍ପୁର୍ଣ୍ଣ ନିଷିଦ୍ଧ କରିବା ଏବଂ ସମସ୍ତ କୃଷକ ବିରୋଧୀ, ଶ୍ରମିକ ବିରୋଧୀ ଓ ଜନ ବିରୋଧୀ ଆଇନକୁ ରଦ୍ଧ କରିବା ଭଳି ୧୦ଟି ଦାବୀକୁ କାର୍ଯ୍ୟକାରୀ କରାଯିବା ପାଇଁ ଦାବି ଜଣାଇଥିଲେ । ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେବା ସହ ବିକ୍ଷୋଭ ପଦର୍ଶନ କରିଥିଲେ । ପରେ ନରେଗା କାର୍ଯ୍ୟରେ ନିଯୁକ୍ତ ଶ୍ରମିକ ମାନଙ୍କ ୧୦ ଦଫାକୁ କାର୍ଯ୍ୟକାରୀ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଏକ ସ୍ମାରକ

ପତ୍ର ହିଞ୍ଜିଳିକାଟୁ ବିଡ଼ିଓ ପାତ୍ରଙ୍କ ଜରିଆରେ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଟିୟୁସିଆଇ ରାଜ୍ୟ ସଭାପତି ଶିବରାମ, ମାନବ ଅଧିକାର ସୁରକ୍ଷା ମଂଚ ଆବାହକ ଅବନି ଗୟା, କ୍ରାନ୍ତକାରୀ କୃଷକ ସଭା ରାଜ୍ୟ ସମ୍ପାଦକ ଶଙ୍କର ସାହୁ, ଜନ ଜାଗରଣ ଅଭିଯାନ ଆବାହକ ମଧୁସୂଦନ, ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ଜିଲ୍ଲା ସମ୍ପାଦକ ରାମଚନ୍ଦ୍ର ବାଡ଼ତ୍ୟା, ଜିଲ୍ଲା କମିଟି ସଦସ୍ୟା ତଥା ହିଞ୍ଜିଳି ବ୍ଳକ ସଭାନେତ୍ରୀ ପି. ପାର୍ବତୀ, ନାରାୟଣ ବରଡ଼, ପି. ଯୋଗେନ୍ଦ୍ର, ଲକ୍ଷ୍ମୀ ନାଇକ, ସାବିତ୍ରୀ ବେହେରା, ଏନ. କୃଷ୍ଣମୂର୍ତିଙ୍କ ସମେତ ୫ଶହରୁ ଉର୍ଦ୍ଧ୍ୱ ମହିଳା ଶ୍ରମିକ ଅଂଶ ଗ୍ରହଣ କରିଥିଲେ । ଅନ୍ୟପକ୍ଷରେ କରୋନା ସଂକ୍ରମଣ ଭୟ ଲାଗି ରହିଥିବାରୁ ପ୍ରଶାସନ ପକ୍ଷରୁ ବିବାହ, ବ୍ରତ ଗୃହ ପ୍ରବେଶ କାର୍ଯ୍ୟରେ ଭୋଜିର ଆୟୋଜନ କରିବା ଲାଗି ସର୍ବାଧିକ ୧୦୦ ଜଣ ଓ ମୃତ୍ୟୁ ଦ୍ୱ।ଦଶାହ କାର୍ଯ୍ୟରେ ସର୍ବାଧିକ ୫୦ ଜଣ ପର୍ଯ୍ୟନ୍ତ ଉପସ୍ଥିତ ରହିବା ସକାଶେ କଟକଣା ଜାରୀ କରାଯାଇଥିବା ବେଳେ ରାଲିରେ ୫ଶହରୁ ଉର୍ଦ୍ଧ୍ୱ ମହିଳା ଶ୍ରମିକ ଏକାଠି ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ସାମାଜିକ ଦୁରତ୍ୱ ରକ୍ଷା ହୋଇନଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କିଭଳି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ, ନା ରାଲିରେ ଯୋଗଦେଲେ କରୋନା ସଂକ୍ରମିତ ହେବ ନାହିଁ । ଏ ନେଇ ବୁଦ୍ଧିଜୀବି ମହଲରେ ପ୍ରଶ୍ନବାଚି ସୃଷ୍ଟି ହୋଇଛି । ( ଋିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version