• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫ଟି ଅଧାରରେ ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟାବଳୀକୁ ଅଧିକରୁ ଅଧିକ ତ୍ୱରାନ୍ୱିତ କରାଯିବ – ସୂଚନା ଓ ଲୋକସମ୍ପର୍କ ବିଭାଗ

Proprietor Abhimanyu Maharana by Proprietor Abhimanyu Maharana
January 8, 2020
in ଓଡ଼ିଶା, ହୋମ୍
0
୫ଟି ଅଧାରରେ ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟାବଳୀକୁ ଅଧିକରୁ ଅଧିକ ତ୍ୱରାନ୍ୱିତ କରାଯିବ – ସୂଚନା ଓ ଲୋକସମ୍ପର୍କ ବିଭାଗ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଲୋକସମ୍ପର୍କ ବିଭାଗ :- ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟାବଳୀକୁ ୫ଟି ଆଧାରରେ ତ୍ୱରାନ୍ୱିତ କରିବା ଓ ଅଧିକରୁ ଅଧିକ ଜନାଦୃତ କରବି । ପାଇଁ ସୂଚନା ଓ ଲୋକ ସମ୍ପର୍କ, ଜଳ ସମ୍ପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏ ସଂକ୍ରାନ୍ତୀୟ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଦାସ କହିଲେ ଯେ ବିଭାଗରେ ବହୁବର୍ଷରୁ ସଂରକ୍ଷିତ ଥିବା ଫଟୋଗ୍ରାଫ୍‌ ଓ ଚଳଚ୍ଚିତ୍ରଗୁଡ଼ିକୁ ଡିଜିଟାଇଜ୍‌ କରି ଭବିଷ୍ୟତ ପାଇଁ ସୁରକ୍ଷିତ କରି ରଖାଯିବା ଜରୁରୀ । ତେଣୁ ଡିଜିଟାଲ ଆର୍କାଇଭିଂ ଉପରେ ଗୁରୁତ୍ୱାରୋପ କରାଯିବ । ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ସମେତ ରାଜ୍ୟର ସମସ୍ତ ଜିଲ୍ଲାର ପ୍ରମୁଖ ସ୍ଥାନମାନଙ୍କରେ ୫୦ଟି ଏଲଇଡ଼ି ଭିଡ଼ିଓ ଓ୍ୱାଲ୍‌ ସ୍ଥାପନ କରାଯିବ । ଏଥିରେ ରାଜ୍ୟ ସରକାରଙ୍କ ର ସମସ୍ତ ଜନହିତକର ଯୋଜନା, ସଫଳତାର ଆଲେଖ୍ୟ ଓ ମୁଖ୍ୟ ସଞ୍ଚାଦ ଗୁଡ଼ିକ ପ୍ରସାରିତ ହେବ । ଗଣମାଧ୍ୟମକୁ ସରକାରଙ୍କ ସମସ୍ତ ନିଷ୍ପତ୍ତି, ବୁଝାମଣା ପତ୍ର ସ୍ୱାକ୍ଷର ଏବଂ ଅନ୍ୟାନ୍ୟ ସରକାରୀ ସଞ୍ଚାଦ ସିଧାସଳଖ ପ୍ରସାରଣ ପାଇଁ ଗୋଟିଏ ଲାଇଭ୍‌ କମନ୍‌ ଫିଡ଼୍‌ ସିଷ୍ଟମ୍‌ର ବ୍ୟବସ୍ଥା ଶୀଘ୍ର କରାଯିବ । ଗୋଟିଏ ଡ଼ିଜିଟାଲ ନୁ୍ୟଜ୍‌ ରୁମ୍‌ର ବ୍ୟବସ୍ଥା କରାଯାଇ ସଫଫେଓ୍ୱର ମାଧ୍ୟମରେ ସଞ୍ଚାଦଗୁଡ଼ିକ ତ୍ୱରିତ ପ୍ରେରଣ କରାଯିବ । ସରକାରଙ୍କ ସମସ୍ତ ବିଜ୍ଞା ପନ ସିଧାସଳଖ ସଞ୍ଚାଦ ପତ୍ରଗୁଡ଼ିକୁ ପଠାଇବା ପାଇଁ ଇ-ବିଜ୍ଞାପନ ବ୍ୟବସ୍ଥା କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରିଚାଳିତ ସୂଚନା ଅଧିକାରକୁ ସୁବ୍ୟବସ୍ଥିତ ଓ ସୁସଂହତ କରାଯିବା ପାଇଁ ସୂଚନା ଅଧିକାର ପୋର୍ଟାଲ୍‌ ଖୁବ୍‌ ଶୀଘ୍ର ଉନ୍ମେଚିତ ହେବ । ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସୁଚିନ୍ତିତ ପ୍ରସ୍ତାବମାନ ବିଭାଗୀୟ ଅଧିକାରୀମାନେ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ଦାସ ପରାମର୍ଶ ଦେଇଥିଲେ । ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ଶ୍ରୀ କୃପାସିନ୍ଧୁ ମିଶ୍ର, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିପିନ ବିହାରୀ ବାରିକି, ଶ୍ରୀ ବରଦା ପ୍ରସନ୍ନ ଦାସ ପ୍ରମୁଖ ଉପସ୍ଥିତ ଥାଇ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version