• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ମପରିବାର ପକ୍ଷରୁ ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ୬୦ ୟୁନିଟ ରକ୍ତ ସଂଗ୍ରହ ପାରଳାଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
October 9, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ମପରିବାର ପକ୍ଷରୁ ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ୬୦ ୟୁନିଟ ରକ୍ତ ସଂଗ୍ରହ ପାରଳାଖେମୁଣ୍ଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୯ ଅକ୍ଟୋବର ଶୁକ୍ରବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ରାୟଗଡ ବ୍ଲକ ସଦର ମହକୁମା ରାୟଗଡ ସ୍ଥିତ ସରକାରୀ ଡାକ୍ତରଖାନା ପରିସର’ରେ ଆଜି ମାପରିବାର ପକ୍ଷରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ଵାନକ୍ରମେ “ରକ୍ତ ଅଭାବରୁ ଜୀବନ ହାନି ନ ହେଉ” ସଂକଳ୍ପକୁ ସଫଳ କରିବା ଉଦ୍ଦେଶ୍ୟ’ରେ ଆଜି ତା.୦୯.୧୦.୨୦୨୦ ଶୁକ୍ରବାର ଦିନ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ସରକାରୀ ଡାକ୍ତରଖାନା ଠାରେ “ଓଡିଶା ମୋ ପରିବାର”-“ଜୀବନ ବିନ୍ଦୁ” ତରଫରୁ ଏକ ରକ୍ତଦାନ ଶିବିର ଆୟୋଜନ ହୋଇ ଯାଇଛି ।

ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମ’କୁ ପାରଳାଖେମୁଣ୍ଡି ମହାରାଣୀ କୁମାରୀ କଲ୍ୟାଣୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍ ଘାଟନ କରିଥିଲେ ଓଡିଶା ମୋ ପରିବାର-ଜୀବନ ବିନ୍ଦୁ କାର୍ଯ୍ୟକ୍ରମ’ର ଗଜପତି ଜିଲ୍ଲା ସଂଯୋଜିକା ଶ୍ରୀମତୀ ଇନ୍ଦିରା ପଟ୍ଟନାୟକ’ଙ୍କ ସଂଯୋଜନାରେ ଏହି ଶିବିର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଏହି ଶିବିର’ରେ ମୋଟ ୬୦ ୟୁନିଟ ରକ୍ତ ସଂଗ୍ରହ କରା ହୋଇଅଛି । ଏହି କାର୍ଯ୍ୟକ୍ରମ’ରେ ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ସଭାପତି ଶ୍ରୀ ପ୍ରଦୀପ ନାୟକ ,

ଜିଲ୍ଲା ବିଜେଡି ଯୁବ ସଭାପତି ଶ୍ରୀ ଏସ. ଲିଙ୍ଗରାଜ , ଜିଲ୍ଲା ବିଜେଡ଼ି ଉପସଭାପତି ଶ୍ରୀ ଲକ୍ଷ୍ମୀକାନ୍ତ ପରିଚ୍ଛା , ବରିଷ୍ଠ ବିଜେଡି ନେତା ଶ୍ରୀ ବସନ୍ତ ଦାସ , ଶ୍ରୀ ଅନ୍ତର୍ଜ୍ୟାମି ଗମାଙ୍ଗ , ବିଜୁ ଛାତ୍ର ଜନତା ଦଳର ସଭାପତି ଶ୍ରୀ ବିଶ୍ଵଜିତ ତ୍ରିପାଠୀ , ପୂର୍ଣ୍ଣବାସୀ ନାୟକ , ରାୟଗଡ ବ୍ଲକ ଅଧ୍ୟକ୍ଷ ଧନେଶ୍ୱର ଭୂୟାଁ , ଶୁରେଶ ମାଝୀ , ପ୍ରମୁଖ’ଙ୍କ ସମେତ ଗଜପତି ଜିଲ୍ଲା ବିଜୁ ଜନତା ଦଳ’ର ବହୁ ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରି ଉତ୍ସାହିତ କରିଥିଲେ । (ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version