• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏମ୍. କେ. ସି. ଜି ସ୍ୱତନ୍ତ୍ର ବିଦ୍ୟାଳୟ ରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ – ପାରଳଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
October 12, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଏମ୍. କେ. ସି. ଜି ସ୍ୱତନ୍ତ୍ର ବିଦ୍ୟାଳୟ ରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ  – ପାରଳଖେମୁଣ୍ଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅକ୍ଟୋବର ସୋମବାର)  ଗଜପତି :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ କଣ୍ଟେଇକୋଳିସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ,ବଧିର,ମାନସିକ ଅନଗ୍ରସର ଓ ମସ୍ତିଷ୍କ ପକ୍ଷାଘାତ ସ୍ୱତନ୍ତ୍ର ବିଦ୍ୟାଳୟ ରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡାକ୍ତର ନମିତା ପଣ୍ଡା, ସମ୍ମାନିତ ଅତିଥି ରୂପେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ବରିଷ୍ଠ ଡାକ୍ତର ଏମ୍. ଶିବରାମ ରାଓ, ଅନୁଷ୍ଠାନ ର ସଂପାଦକ ଦଣ୍ଡାସି ସାହୁ, ବଧିର ବିଭାଗ ର ପ୍ରିନ୍ସିପାଲ ଅଖିଳ ସାହୁ,

ଦୃଷ୍ଟିହୀନ ବିଭାଗର ପ୍ରିନ୍ସିପାଲ ପଦ୍ମିନୀ ମହାନ୍ତ ଓ କୋଡିନେଟର ରାମେଶ୍ଵର ପାତ୍ର, ବିଦ୍ୟାଳୟ ପରିଚାଳନା କମିଟିବୃନ୍ଦ ଓ ବିଦ୍ୟାଳୟ ର କର୍ମଚାରି ଗଣ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଡାକ୍ତର ନମିତା ପଣ୍ଡା ସମାଜରେ ମାନସିକ ଅନଗ୍ରସର ଭିନ୍ନକ୍ଷମ ଶିଶୁ ମାନଙ୍କୁ ଅବହେଳିତ ନ କରି ସେମାନଙ୍କୁ ଉପଯୁକ୍ତ ଚିକିତ୍ସା କରାଇଲେ ସେମାନେ ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ ବୋଲି କହିଥିଲେ ।

ସଂପାଦକ ଶ୍ରୀଯୁକ୍ତ ଦଣ୍ଡାସି ସାହୁ ମାନସିକ ଅନଗ୍ରସର ଶିଶୁ ମାନଙ୍କୁ ଭୋକେଶନାଲ ଟ୍ରେନିଂ ମାଧ୍ୟମରେ କିପରି ଆତ୍ମନିର୍ଭରଶୀଳ ହୋଇ ସମାଜ ରେ ବଞ୍ଚି ପାରିବେ ତାହା ମତବ୍ୟକ୍ତ କରିଥିଲେ । ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନ ର ସଂଯୋଜକ ରାମେଶ୍ଵର ପାତ୍ର ପରିଚାଳନା କରିଥିଲେ । ବ୍ୟଂଗ କବି ମଧୁସୂଦନ ନାୟକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । (ଗରୁଡ଼ ଧ୍ୱଜ ଚୌଧୁରୀ) ପାରଳଖେମୁଣ୍ଡି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version