• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସଂକ୍ରମିତ ସତ୍ତ୍ଵେ ରୋଗୀ ସେବା ଜାରି ରଖିଛନ୍ତି : ଡାକ୍ତର ସରୋଜ

Proprietor Abhimanyu Maharana by Proprietor Abhimanyu Maharana
October 13, 2020
in Uncategorized, ଓଡ଼ିଶା, ହୋମ୍
0
ସଂକ୍ରମିତ ସତ୍ତ୍ଵେ ରୋଗୀ ସେବା ଜାରି ରଖିଛନ୍ତି : ଡାକ୍ତର ସରୋଜ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଅକ୍ଟୋବର ମଙ୍ଗଳବାର )  ବେଲଗୁଣ୍ଠା :- ମହାମାରୀ କରୋନା ମୁକାବିଲାରେ କରୋନା ଯୋଦ୍ଧାଙ୍କ ଅବଦାନ ଅତୁଳନୀୟ I ସଫେଇ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ଡାକ୍ତର, ପୋଲିସ୍, ପ୍ରଶାସନିକ ଅଧିକାରୀ, ସ୍ଵାସ୍ଥ୍ୟ କର୍ମୀ ପ୍ରମୁଖ କରୋନା ଯୋଦ୍ଧା ନିଜ ଜୀବନକୁ ପାଣି ଛଡାଇ ଦୀର୍ଘ ଆଠ ମାସ ହେବ କରୋନା ବିରୁଦ୍ଧରେ ଅନବରତ ଲଢ଼େଇ ଜାରି ରଖିଛନ୍ତି I ସେହିପରି ଜଣେ ନିଃସ୍ୱାର୍ଥପର ଯୁବ ଡାକ୍ତର ହେଉଛନ୍ତି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ପାଇଲି ପଡ଼ା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସରୋଜ ପ୍ରଧାନ I ପ୍ରବାସୀମାନେ ବେଲଗୁଣ୍ଠା ବ୍ଲକ୍ କୁ ଫେରିବା ପରେ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ଯାଇ ସେମାନଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଜାଞ୍ଚ କରିବା , କୋଭିଡ କେୟାର୍ ହୋମ ଦାୟିତ୍ଯ ତୁଲାଇବା , ବେଲଗୁଣ୍ଠା ବ୍ଲକ୍ ରେ କୋଭିଡ ନମୂନା ପରୀକ୍ଷଣରେ ସହଯୋଗ କରିବା, ପୋଜିଟିଉଵ ଙ୍କ ଘରକୁ ଜାଇ କଣ୍ଟାକ୍ଟ ଟ୍ରେସିଣ୍ଗ ଭଳି ପ୍ରତି କାର୍ଯ୍ୟରେ ଡାକ୍ତର ପ୍ରଧାନ ଅଗ୍ରଣୀ ଭୂମିକା ନିର୍ବାହ କରିଛନ୍ତି I

ନିଜର ଏହି ସେବା ମନୋବୃତ୍ତି ପାଇଁ ସ୍ଵାଧୀନତା ଦିବସରେ ଡାକ୍ତର ପ୍ରଧାନଙ୍କୁ ଜିଲ୍ଲାପାଳ ବିଜୟ ଅମ୍ରୂତ କୁଲାଣ୍ଗେ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରିଥିଲେ I ସବୁଠାରୁ ବଡ଼ କଥା ହେଉଛି ଡାକ୍ତର ପ୍ରଧାନ ବର୍ତ୍ତମାନ କରୋନା ସଂକ୍ରମିତ ହୋଇଥିଲେ ମଧ୍ୟ ଥକି ନ ପଡ଼ି ରୋଗୀ ସେବା ଜାରି ରଖିଛନ୍ତି I ସୂଚନା ଅନୁଯାୟୀ ପାଇଲିପଡ଼ା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସରୋଜ ପ୍ରଧାନ କିଛିଦିନ ତଳେ ଶରୀରରେ ଜ୍ଵର ଅନୁଭବ କରି ଗତ ତିନି ତାରିଖରେ ନିଜର ସ୍ୱାବ୍ ପରୀକ୍ଷା କରାଇଥିଲେ I ପରୀକ୍ଷା ରିପୋର୍ଟ୍ ଆସିବା ପରେ ସେ କରୋନା ପଜିଟିଭ ଥିବା କଥା ଜଣା ପଡ଼ିଥିଲା I କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତର ସରୋଜ ବର୍ତ୍ତମାନ ଗୃହ ଏକାନ୍ତବାସରେ ରହିଛନ୍ତି I ଗୃହ ଏକାନ୍ତବାସରେ ରହିଥିଲେ ମଧ୍ୟ ଡାକ୍ତର ପ୍ରଧାନ ନିଜର କର୍ତ୍ତବ୍ୟକୁ ଭୁଲି ନାହାନ୍ତି I ସେ ବର୍ତ୍ତମାନ ଟେଲିଫୋନ୍ ମାଧ୍ୟମରେ ବିଭିନ୍ନ ରୋଗୀ ଏବଂ ତାଙ୍କର ସମ୍ପର୍କୀୟ ମାନଙ୍କ ସହ କଥା ହୋଇ ରୋଗଗୁଡ଼ିକର ଉପଯୁକ୍ତ ଉପଚାର କରିବା ସହ ଉପଯୁକ୍ତ ପରାମର୍ଶ ମଧ୍ୟ ଦେଉଛନ୍ତି Iଏବଂ ଭୟଭୀତ ନ ହୋଇ ଠିକ ସମୟରେ ମେଡିସିନ ଖାଇବାକୁ ପରାମର୍ଶ ଦେଉଛନ୍ତି । ଡାକ୍ତର ପ୍ରଧାନଙ୍କ ଏହିଭଳି କାର୍ଯ୍ୟକୁ ଅଞ୍ଚଳବାସୀ, ସ୍ଥାନୀୟ ପ୍ରଶାସନ, ଜନ ପ୍ରତିନିଧି ,ବୁଦ୍ଧିଜୀବୀ ମାନେ ସାଧୁବାଦ ଜଣାଇଛନ୍ତି I

ସ୍ଥାନୀୟ ଜନସାଧାରଣଙ୍କ କହିବା ଅନୁସାରେ ଡାକ୍ତର ପ୍ରଧାନ ଜଣେ ଉତ୍ତମ ଅମାୟିକ ଡାକ୍ତର I ନିଜର ନିଷ୍ଠାପର ସେବା ପାଇଁ ଗତ ସେପ୍ଟେମ୍ବର ମାସରେ ସେ ବେଲଗୁଣ୍ଠା ପ୍ରେସ୍ କ୍ଲବ ଦ୍ଵାରା. ମଧ୍ୟ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନୀତ ହୋଇଥିଲେ I ଡାକ୍ତରଙ୍କ ନିଃସ୍ୱାର୍ଥପର ସେବା ଏବଂ ସାହସୀକତା ପାଇଁ ବେଲଗୁଣ୍ଠା ତହସିଲଦାର ସରୋଜ କୁମାର ବେହେରା, ବିଡିଓ ଶଶି ଭୂଷଣ ମହାପାତ୍ର,ଏନ. ଏ. ସି.କାର୍ଯ୍ଯ ନିର୍ବାହୀ ଅଧିକାରୀ ରାକେଶ କୁମାର ପାତ୍ର , ମେଡିକାଲ ଅଫିସର ଡାକ୍ତର ବାଲୁଙ୍କେଶ୍ୱର ଷଡ଼ଙ୍ଗୀ , ବେଲଗୁଣ୍ଠା ପ୍ରେସ୍ କ୍ଲବ୍ ସଭାପତି ପ୍ରଦ୍ୟୂମ୍ନ ପାତ୍ରଙ୍କ ସମେତ ବହୁ ଗଣ ମାଧ୍ୟମ ପ୍ରତିନିଧି, ପ୍ରଶାସନିକ ଅଧିକାରୀ ଏବଂ ଜନ ପ୍ରତିନିଧି ଡାକ୍ତରଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି I (ରିପୋର୍ଟ ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version