• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବତନ ବାଚସ୍ପତି ବାଗ୍ମୀ ଶରତ କର ଙ୍କୁ କୁଆଁପାଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ

Proprietor Abhimanyu Maharana by Proprietor Abhimanyu Maharana
October 13, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପୂର୍ବତନ  ବାଚସ୍ପତି ବାଗ୍ମୀ ଶରତ କର ଙ୍କୁ କୁଆଁପାଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଅକ୍ଟୋବର ମଙ୍ଗଳବାର ) କଟକ, ମାହାଙ୍ଗା :- ପୂର୍ବତନ ବାଚସ୍ପତି ତଥା ମାହାଙ୍ଗାର କର୍ମବୀର ସ୍ବର୍ଗତ ଶରତ କରଙ୍କ ବିୟୋଗରେ ଆଜି ତାଙ୍କର କର୍ମସ୍ଥଳ କଟକ ଜିଲ୍ଲା ମାହାଙ୍ଗା ବ୍ଲକର କୁଆଁପାଳ ଠାରେ ଶରତ କର ସ୍ମୃତି କମିଟି ଓ କୁଆଁପାଳ ବଜାର କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି , ବଜାର କମିଟି ର ଉପଦେଷ୍ଟା ଶିକ୍ଷାବିତ ଅଭୟ ଚରଣ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମାହାଙ୍ଗା ବ୍ଲକ ଅଧକ୍ଷ ଶରତ ନାୟକ, ସାହିତ୍ୟିକ ଭକ୍ତ ଚରଣ ସାହୁ, ରାମଚନ୍ଦ୍ର ବେହେରା

, ଶିକ୍ଷାବିତ ଭାବଗ୍ରାହୀ ରାଉତ, ପ୍ରଶାନ୍ତ ପଟନାୟକ, ରୁଦ୍ରନାରାୟଣ ସିଂହ, ରାମଚନ୍ଦ୍ର ବେହେରା, ଡ଼ଃ ଭୁବନାନନ୍ଦ ସାହୁ ନିରଞ୍ଜନ ସ୍ୱାଇଁ, ବିଶେଶ୍ୱର ମହାନ୍ତି ନାଟ୍ୟକାର ମନୋଜ ପଣ୍ଡା, ସୁବାସ ବେହେରା, ସମାଜ ସେବି ଦେବରଞ୍ଜନ ମହାନ୍ତି, ଆଇନୀଜୀବୀ ଦୀପକ ମହାନ୍ତି, ସମେତ ବହୁ ଆନୁଗତ୍ୟ ଶରତ ପ୍ରେମୀ ଯୋଗଦେଇ ସେ ରାଜ୍ୟ ରାଜନୀତିର ଅନ୍ୟତମ ବାଗ୍ମୀ ପ୍ରତିଭାଧର ଥିଲେ ।

ସ୍ୱର୍ଗତ କର ମାହାଙ୍ଗା ଅଂଚଳରେ ନିଜର ବଦାନ୍ୟତା ପାଇଁ ଘରେ ଘରେ ସୁପରିଚ ଥିଲେ । ଜଣେ ବିଶିଷ୍ଟ ଶିକ୍ଷାବିତ୍ , ସାହିତ୍ୟିକ , ସଂଗ୍ରାମୀ ନେତା , ସୁବକ୍ତା ଭାବରେ ସାରା ରାଜ୍ୟରେ ଖ୍ୟାତି ଅର୍ଜନ କରି ମାହାଙ୍ଗା ପାଇଁ ଯେଉଁ ଗୌରବ ଆଣିଦେଇଛନ୍ତି ତାହା ଚିର ଅବିସ୍ମରଣୀୟ । ମାହାଙ୍ଗା ଅଂଚଳର ବିକାଶ ପାଇଁ ତାଙ୍କର ଅବଦାନ ସବୁଦିନ ମନେ ରହିବ ବୋଲି କହିଥିଲେ ।

ଏଥିରେ କୁଆଁପାଳ ବଜାର କମିଟିର ସଭ୍ୟ ଯାଦବ ଚନ୍ଦ୍ର ଦାଶ , ଆଲୋକ ବାରିକ, ବଟକୃଷ୍ଣ ସାମଲ, ରମେଶ ସାମଲ, ସୁରେଶ ପ୍ରଧାନ, ରମେଶ ପ୍ରଧାନ , ଅମୀୟ ନାୟକ, କହେଁଇ ଦାସ, ନିରଞ୍ଜନ ବିଶ୍ୱାଳ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପାର୍ଥନା କରିଥିଲେ । (ମାହାଙ୍ଗା /ଲଷ୍ମୀଧର ଖୁଣ୍ଟିଆ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version