• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଲଗାଣ ବର୍ଷାରେ ହିଞ୍ଜିଳି ବେହାଲ : ଉଛୁଳୁଛି ଘୋଡାହାଡ

Proprietor Abhimanyu Maharana by Proprietor Abhimanyu Maharana
October 13, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଲଗାଣ ବର୍ଷାରେ ହିଞ୍ଜିଳି ବେହାଲ : ଉଛୁଳୁଛି ଘୋଡାହାଡ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଅକ୍ଟୋବର ମଙ୍ଗଳବାର )  ହିଞ୍ଜିଳିକାଟୁ :- ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଭୀଷଣ ଅବବାପ ରୂପ ନେଇଛି । ଯାହା ଫଳରେ ସୋମବାର ସନ୍ଧ୍ୟାରୁ ଭୀଷଣ ବର୍ଷା ଲାଗିରହିଛି । ଲଗାଣ ବର୍ଷା ଯୋଗୁଁ ହିଞ୍ଜିଳିକାଟୁ ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକରେ ବନ୍ୟା ଆଶଙ୍କା ଦେଖାଦେଇଛି । ହିଞ୍ଜିଳିକାଟୁ ସହର ଦେଇ ପ୍ରବାହିତ ଘୋଡାହାଡ ନଦୀର ଜଳପତ୍ତନ ସନ୍ଧ୍ୟା ସୁଦ୍ଧା ସାଢେ଼ ୧୧ ଫୁଟ ରହିଛି । ଆଜି ରାତି ତମାମ ବର୍ଷା ଲାଗିରହିଲେ ବନ୍ୟା ପରିସ୍ଥିତି ଆଶଙ୍କା ରହିଛି । ଲଗାଣ ବର୍ଷା ଯୋଗୁଁ ସ୍ଥାନୀୟ ବ୍ଳକର ବିଭିନ୍ନ ନଦୀ ଉପକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ନିକଟସ୍ଥ ବନ୍ୟା ଆଶ୍ରୟ ସ୍ଥଳୀକୁ ଆଣିବା ପାଇଁ ବ୍ୟବସ୍ଥା କରାଯାଉଥିବା ଜଣାପଡିଛି ।

ହିଞ୍ଜିଳିକାଟୁ ନିକଟସ୍ଥ ରାମଚନ୍ଦ୍ରପୁର ଗ୍ରାମ ନିକଟରେ ୫୯ ନ ଜାତୀୟ ରାଜପଥ ଉପରେ ବର୍ଷା ଜଳ ପ୍ରବାହିତ ହେଉଥିବାରୁ ବ୍ରହ୍ମପୁର- ଆସିକା ଯାତାୟତ ବାଧାପ୍ରାପ୍ତ ହୋଇଛି । ସଂପୃକ୍ତ ସ୍ଥାନରେ ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଉପସ୍ଥିତ ରହି ଘଟଣାର ତୀକ୍ଷ୍ଣ ନଜର ରଖିଛନ୍ତି । ଅନ୍ୟ ପକ୍ଷରେ କରୋନା ମହାମାରୀ ଚାଷୀଙ୍କ ଜୀବନ ଜୀବିକା ଛଡାଇ ନେଇଥିବା ବେଳେ ଏବେ ଲଗାଣ ବର୍ଷା ଚାଷୀଙ୍କ ଜୀବିକା ସମ୍ପୂର୍ଣ୍ଣ ଭାବେ ବିପର୍ଯ୍ୟସ୍ତ କରିଦେଈଛି । କରୋନା ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ ଚାଷୀ ମାନଙ୍କ ଦୁଃଖ କହିଲେ ନସରେ ।

ସ୍ଥାନୀୟ ବ୍ଳକର ବୁରୁପଡା, ସିକିରି, ରାଳବ, ଶାସନ ଆମ୍ବଗାଁ, ଆଲପୁର, ଗିରିଆ, ଖରିଡା, ଚାନ୍ଦୁଲି, ଖଣ୍ଡରା ପ୍ରଭୁତି ଅଞ୍ଚଳରେ ଲଗାଣ ବର୍ଷା ଲାଗିରହିଥିବାରୁ ଚାଷ ଜମିରେ ଧାନ ଫସଲ ସହ ବିଭିନ୍ନ ପ୍ରକାର ପନିପରିବା ଗଛ ନଷ୍ଟ ହୋଇଯାଇଛି ।ଏକର ଏକର ଜମିରେ ପାଣିଜମି ରହୁଥିବାରୁ ଚାଷମାନକଂ ଅଣ୍ଟା ଭାଙ୍ଗି ଯାଈଥିବା ସ୍ଥାନୀୟ ଚାଷୀମାନେ କହିଛନ୍ତି ।ଏକର ଏକର ପନିପରିବା ଫସଲ ନଷ୍ଟ ହୋଇଯାଇଛି । ଚାଷୀମାନଙ୍କ ସମସ୍ୟା ବୁଝି ଚାଷୀଙ୍କ କ୍ଷୟ କ୍ଷତି ଆକଳନ କରି ସମସ୍ୟା ପୁରଣ କରିବେ ବୋଲି ବୁରୁପଡା ଚାଷୀମାନେ ବହୁତ ଆଶା ବାନ୍ଧି ରହିଛନ୍ତି ।

ଜିଲ୍ଲାପାଳ, ଉପଜିଲ୍ଲାପାଳ, ବିଡ଼ିଓ ଓ ତହସିଲଦାର ଆସି ଚାଷଜମିକୁ ଦେଖି ଚାଷମାନକଂ ସମସ୍ୟା ବୁଝି କ୍ଷୟକ୍ଷତି ଆକଳନ କରିସେମାନଙ୍କୁ ସହାୟତା ରାଶି ପ୍ରଦାନ କରିବାକୁ ଦାବି ହୋଇଛି । ଅନ୍ୟପକ୍ଷରେ ହିଞ୍ଜିଳିକାଟୁ ତହସିଲଦାର ଜନ୍ମେଜୟ ସାହୁ, ବିଡ଼ିଓ ପ୍ରସନ୍ନ କୁମାର ପାତ୍ର, ପୈାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ ସାହୁ , ଥାନା ଅଧିକାରୀ ଅଭିମନ୍ୟୁ ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ବିଭିନ୍ନ ଗ୍ରାମାଞ୍ଚଳ ପରିଦର୍ଶନ କରିବା ସହ ଘଟଣା ଅନୁଧ୍ୟାନ କରୁଥିବା ଦେଖିବାକୁ ମିଳିଛି ।  (ରିପୋର୍ଟ : ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version