• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନର୍ଲା ସିଡିପିଓଙ୍କ ବଦଳି ଦାବିରେ ମହିଳା ଶିବଶକ୍ତି ମହାସଂଘର ଅନଶନ

Proprietor Abhimanyu Maharana by Proprietor Abhimanyu Maharana
October 14, 2020
in Uncategorized
0
ନର୍ଲା ସିଡିପିଓଙ୍କ ବଦଳି ଦାବିରେ ମହିଳା ଶିବଶକ୍ତି ମହାସଂଘର ଅନଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଅକ୍ଟୋବର ବୁଧବାର ) କଳାହାଣ୍ଡି :- ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସି ଯାଇଥିବା କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର କାର୍ଯ୍ୟରତ ସିଡିପିଙ୍କ ବଦଳି ପାଇଁ ଶିବ ଶକ୍ତି ମହାସଂଘର ମହିଳା ମାନେ ବ୍ଲକ ସମ୍ମୁଖରେ ଅନଶନ ଆରମ୍ଭ କରିଛନ୍ତି । ମହାସଂଘ ର ସଭାନେତ୍ରୀ ଡାଳିମ୍ବ ବିହାରୀ, ସମ୍ପାଦିକା ରୀନାରାଣୀ ପଟ୍ଟନାୟକ, ସବିତା ଭୋଇ, ବାସନ୍ତି ରଣା,ପଙ୍କଜିନୀ ନାଏକ,ନଳିନୀ ଦୀପ ଓ ସେବାକାରୀ କିନ୍ନର ସଂଘ ନର୍ଲା ସହ ବିଭିନ୍ନ ପଞ୍ଚାୟତରୁ ଆସିଥିବା ମହିଳା ମାନେ ଏଥିରେ ସାମିଲ ହୋଇ ନର୍ଲା ସିଡିପିଓଙ୍କ ଦୁର୍ନୀତିଖୋର ଓ ଭ୍ରଷ୍ଟାଚାର ଚରମ ସୀମାରେ ପହଞ୍ଚି ଥିବାର ଅଭିଯୋଗ ଆଣି ନର୍ଲା ବ୍ଳକ ସମ୍ମୁଖରେ ଅନଶନରେ ବସିଛନ୍ତି । ନର୍ଲା ସିଡିପିଓ ଗୋଟିଏ ବ୍ଳକରେ ୮ବର୍ଷ ଧରି ରହି ଆସିବା, ଅର୍ଥ ଲାଳସା ଓ ଦୁର୍ନୀତିଖୋର ଅଭିଳାଷ ଯୋଗୁଁ ଅତି ନିମ୍ନମାନର ଛତୁଆ ପ୍ରସ୍ତୁତିରେ ପ୍ରୋତ୍ସାହନ ଦେବା,ଶିବ ଶକ୍ତି ମହାସଂଘ ନାମରେ ବେନିୟମ ଭାବେ ଶକ୍ତି ବାର୍ତ୍ତାର ମହିଳା ମାନଙ୍କୁ ନେଇ ସମାନ୍ତରାଳ ଭାବେ ସିଡିପିଓ ଅନ୍ୟ ଏକ ମହାସଂଘ ଗଠନ କରିବା ଦ୍ଵାରା ରାଜ୍ୟ ସରକାରଙ୍କ ମିଶନ ଶକ୍ତିକୁ ପ୍ରହସନ କରିଥିବା ଅଭିଯୋଗ ଆଣି ମହିଳା ମାନେ ଅନଶନ ଆରମ୍ଭ କରିଛନ୍ତି ।

ଏଠାରେ ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ସ୍ଥାନୀୟ ସିଡିପିଓଙ୍କ ନାମରେ ତୁଲାଗାଁସ୍ଥିତ ମାଣିକେଶ୍ଵରୀ ଛତୁଆ ପ୍ରସ୍ତୁତକାରୀ ମହିଳାଙ୍କ ଅନେକ ସଙ୍ଗୀନ ଅଭିଯୋଗ ସହ ବିଭିନ୍ନ କେନ୍ଦ୍ରରେ ନିମ୍ନମାନର ଛତୁଆ ବଣ୍ଟନ ଆଦି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଗତ ୨୦୧୫ ମସିହାରେ ନର୍ଲା ବ୍ଳକରେ ଛତୁଆ ପ୍ରସ୍ତୁତିରେ ଦୁର୍ନୀତି ଅଭିଯୋଗ ନେଇ ବାରମ୍ବାର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସେହି ସମୟରେ ମା ଦୁର୍ଗା ଏସ୍ଏଚଜିର ନର୍ଲା ଗୋଦାମରେ ଖାଦ୍ୟ ନିରିକ୍ଷକଙ୍କ ଉପସ୍ଥିତରେ ଚଢ଼ାଉ କରାଯାଇଥିଲା । ଉକ୍ତ ସମୟରେ ନର୍ଲା ଆଇସିଡିଏସ ରେ ଛତୁଆ ଦୁର୍ନୀତି ଓ ଭିଜିଲାନ୍ସ ଚଢ଼ାଉର ଖବର ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଥିଲା । ପୁଣି ସେହି ସମୟରେ ନର୍ଲା ସିଡିପିଓ ଦିପ୍ତି ମାର୍ଗାରେଟ ଖଣ୍ଡପାଣି ମା ଦୁର୍ଗା ଏସ୍ଏଚଜିକୁ ଶିଶୁ ଖାଦ୍ୟ ବଣ୍ଟନ ବନ୍ଦ କରିବାକୁ ବାଧ୍ୟ ହୋଇ ଜିଲ୍ଲା ପ୍ରଶାସନ ପକ୍ଷକୁ ଜଣାଇଥିଲେ । ମା ଦୁର୍ଗା ଏସ୍ଏଚଜିର ପ୍ରସ୍ତୁତିମାନ ଠିକ ନ ଥିବା ଦର୍ଶାଇ ବଣ୍ଟନ ଦାୟିତ୍ଵ ବନ୍ଦ କରି ଦିଆଯାଇଥିଲା । (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version