• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅଖିଳ ଭାରତୀୟ କିଶାନ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ – ବ୍ରହ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
October 14, 2020
in Uncategorized, ଓଡ଼ିଶା, ହୋମ୍
0
ଅଖିଳ ଭାରତୀୟ କିଶାନ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ – ବ୍ରହ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଅକ୍ଟୋବର ବୁଧବାର ) ବ୍ରହ୍ମପୁର:- ସରକାରୀ ନିୟନ୍ତ୍ରିତ ମଣ୍ଡି ବ୍ୟବସ୍ଥା କୁ ସୁଦୃଢ କରାଯାଉ, ଧାନ କୁଇଣ୍ଟାଲ ପିଛା ୩ ହଜାର ଟଙ୍କା ଦିଆଯାଉ, ଡ଼. ସ୍ୱମୀନାଥନ ଜାତୀୟ କୃଷକ କମିଶନ -୨୦୦୬ ସୁପାରିଶ ଅନୁଯାଇ ସମସ୍ତ କୃଷି ଯାତାଦ୍ରବ୍ୟ ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି )ପ୍ରଦାନ କରାଯାଉ ଦାବିରେ ଆଜି ଅର୍ଥାତ ଅକ୍ଟୋବର ୧୪ ତାରିଖରେ ଦେଶବ୍ୟାପି ପ୍ରତିବାଦ ଓ ବିକ୍ଷୋଭ ଅବସରରେ ଗଞ୍ଜାମ ଜିଲ୍ଳା ର ବ୍ରହ୍ମପୁର ସ୍ଥିତ କାମାପଲ୍ଲୀ ଠାରେ ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ୱୟ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନହୋଇଯାଇଛି. କେନ୍ଦ୍ର ବି ଜେ ପି ସରକାର ର କୃଷି ଓ କୃଷକ ସର୍ବନାଶ କାରି କର୍ପୋରେଟ ସପକ୍ଷବାଦୀ କୃଷି ଆଇନର ତୀଵ୍ର ପ୍ରତିବାଦ କରାଯାଇଥିଲା. ଆଜି ର ଏ ପ୍ରତିବାଦ କାର୍ଯ୍ୟକ୍ରମ ରେ ଓଡିଶା କୃଷକ ସଭା ଗଞ୍ଜାମ ଜିଲ୍ଳା ସଭାପତି ଗୋପାଳ ପାଣିଗ୍ରାହୀ, ସମ୍ପାଦକ ପି. ହରିକୃଷ୍ଣ ରେଡି,ସଂଗଠନ ସମ୍ପାଦକ ବସନ୍ତ ନନ୍ଦ, ବିଜୟ ବିଷୋୟୀ, ବାବୁଲି ନାୟକ, ମଙ୍ଗୁଲୁ ଡାକୁଆ, ଶ୍ୟାମ ବେହେରା, ଏ ଆଇ କେ ଏସ ର ଜିଲ୍ଳା ନେତା ନୀଳକଣ୍ଠ ଦାସ, ଦୁର୍ୟୋଧନ ନାହାକ, ଗୁରୁଦେବ ବେହେରା, ମୁନା ପାତ୍ର ଓ ଏ ଆଇ କେ ଏ ମ ଏସ ଜିଲ୍ଲା ନେତା ଭାଲ ଚନ୍ଦ୍ର ଷଡ଼ଙ୍ଗୀ, ଲଡ଼ୁ କିଶୋର ଡାକୁଆ, ନାରାୟଣ ବିଶୋଇ ପ୍ରମୁଖ ନେତୃତ୍ୱ ନେଇଥିଲେ । (ରିପୋର୍ଟ: ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version