• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପେଟ୍ରୋଲ ଟାଙ୍କି ବିଷ୍ଫୋରଣ ଘଟଣାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦାବିରେ ପୋଲିସ୍ କମିଶନରଙ୍କୁ ଭେଟିଲେ ବିଭିନ୍ନ ରାଜନୈତିକ ଦଳର ନେତୃମଣ୍ଡଳୀ – ଭୁବନେଶ୍ୱର,

Proprietor Abhimanyu Maharana by Proprietor Abhimanyu Maharana
October 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପେଟ୍ରୋଲ ଟାଙ୍କି ବିଷ୍ଫୋରଣ ଘଟଣାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦାବିରେ ପୋଲିସ୍ କମିଶନରଙ୍କୁ  ଭେଟିଲେ ବିଭିନ୍ନ ରାଜନୈତିକ ଦଳର ନେତୃମଣ୍ଡଳୀ – ଭୁବନେଶ୍ୱର,
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଅକ୍ଟୋବର ଗୁରୁବାର ) ଭୁବନେଶ୍ୱର :- ଗତ କିଛିଦିନ ତଳେ ରାଜଧାନୀ ନିକଟସ୍ଥ ପେଟ୍ରୋଲ ପମ୍ପରେ ଘଟିଥିବା ଭୟଙ୍କର ବିଷ୍ଫୋରଣ ଘଟଣାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ପୋଲିସ୍ କମିଶନରଙ୍କୁ ବିଭିନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନର ନେତୃମଣ୍ଡଳୀ ସାକ୍ଷାତ କରି ଆଲୋଚନା କରିଛନ୍ତି । ରାଜଭବନ ପେଟ୍ରୋଲ ଟାଙ୍କିରେ ଘଟିଥିବା ବିଷ୍ଫୋରଣ ଏବଂ ତତ୍‌ଜନିତ କ୍ଷୟକ୍ଷତି ସଂକ୍ରାନ୍ତରେ ଆଜି ସିପିଆଇ (ଏମ୍‌)ର ରାଜ୍ୟ ସମ୍ପାଦକ ଅଳିକିଶୋର ପଟ୍ଟନାୟକ, ସିପିଆଇ (ଏମ୍‌ଏଲ୍‌) ଲିବରେସନର ରାଜ୍ୟ ସମ୍ପାଦକ ମଣ୍ଡଳୀ ତଥା ପୂର୍ବତନ ବିଧାୟକ ରାଧାକାନ୍ତ ସେଠି, ଫରୱାର୍ଡ଼ ବ୍ଲକର ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତିରଞ୍ଜନ ମହାପାତ୍ର, ସିପିଆଇର ରାଜ୍ୟ ନେତା ଜୟନ୍ତ ଦାସ,

ସମାଜବାଦୀ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, ଏଆଇକେଏସ୍‌ର ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ, ଏଆଇସିଟିୟୁର ରାଜ୍ୟ ସମ୍ପାଦକ ମହେନ୍ଦ୍ର ପରିଡ଼ା, ଲୋହିଆ ଏକାଡ଼େମୀର ସମ୍ପାଦକ ଦେବ ପ୍ରସାଦ ରାୟ, ସିପିଆଇ (ଏମ୍‌ଏଲ୍‌) ରେଡ଼ଷ୍ଟାର ରାଜ୍ୟ ନେତ୍ରୀ ପ୍ରମିଳା ବେହେରା, ଲୋକଶକ୍ତି ଅଭିଯାନର ସମ୍ପାଦକ ମାନସ ପଟ୍ଟନାୟକ, ଛାଇ ପକ୍ଷରୁ ଅଶୋକ ସାହୁ ପ୍ରମୁଖଙ୍କୁ ନେଇ ଏକ ପ୍ରତିନିଧି ମଣ୍ଡଳୀ ପୋଲିସ୍ ସେବା ଭବନକୁ ଯାଇ ପୋଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ପେଟ୍ରୋଲ ଟାଙ୍କିର ଡ଼ିଲର ଏବଂ ମରାମତି କାର୍ଯ୍ୟ କରୁଥିବା ଠିକାଦାରଙ୍କୁ ତୁରନ୍ତ ଗିରଫ କରିବା,

ଘଟଣା ଉପରେ ବିଚାର ବିଭାଗୀୟ ତଦନ୍ତ କମିଶନ ଗଠନ, ସେଠାରେ କାର୍ଯ୍ୟରତ ଠିକା ସଂସ୍ଥାର କର୍ମଚାରୀମାନଙ୍କ ତାଲିକା ପ୍ରକାଶ କରିବା ସହ ମୃତ ବ୍ୟକ୍ତିଙ୍କୁ ୫୦ ଳକ୍ଷ ଟଙ୍କା ଏବଂ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୨୫ ଲକ୍ଷ ଟଙ୍କା ଏବଂ ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ସହ ସ୍ଥାନୀୟ ଅଞ୍ଚଳରେ ହୋଇଥିବା ସମସ୍ତ କ୍ଷୟକ୍ଷତିର ଭରଣା କରିବା ପାଇଁ ଇଣ୍ଡିଆନ ଅଏଲ କମ୍ପାନୀକୁ ନିର୍ଦ୍ଦେଶ ଦେବା, ଜନଗହଳିପୂର୍ଣ୍ଣ ଅଞ୍ଚଳରୁ ଗ୍ୟାସ୍‌ଟାଙ୍କିଗୁଡ଼ିକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଏହି ମଳିତ ପ୍ରତିନିଧି ମଣ୍ଡଳୀ ପୋଲିସ୍ କମିଶନରଙ୍କ ନିକଟରେ ଦାବି କରିଥିଲେ । ପୋଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପ୍ରତିନିଧିମାନଙ୍କ ସହ ଘଟଣା ପରବର୍ତ୍ତୀ ପୋଲିସ୍ କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତରେ ଆଲୋଚନା କରିବା ସହ ସମସ୍ତ ରିପୋର୍ଟ ଆସିବା ପରେ ଦୋଷୀଙ୍କ ବିରୁଦ୍ଧରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିନିଧି ମଣ୍ଡଳୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version