• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜିଲ୍ଲାପାଳଙ୍କ ନେତୃତ୍ବରେ ମା ତାରାତାରିଣୀଙ୍କ ନୂତନ ଟ୍ରଷ୍ଟବୋର୍ଡ ଗଠିତ ; ମା ତାରାତାରିଣୀଙ୍କ ନବରାତ୍ର ପୂଜା ଉପଲକ୍ଷେ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
October 16, 2020
in Uncategorized, ଓଡ଼ିଶା, ହୋମ୍
0
ଜିଲ୍ଲାପାଳଙ୍କ ନେତୃତ୍ବରେ ମା ତାରାତାରିଣୀଙ୍କ ନୂତନ ଟ୍ରଷ୍ଟବୋର୍ଡ ଗଠିତ ; ମା ତାରାତାରିଣୀଙ୍କ ନବରାତ୍ର ପୂଜା ଉପଲକ୍ଷେ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶୁକ୍ରବାର )  ଗଞ୍ଜାମ :-  ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଚଳିତ ବର୍ଷ ର ମା ତାରାତାରିଣୀ ଙ୍କ ନବରାତ୍ର ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କ ଦେବୋତ୍ତର ବିଭାଗ ପକ୍ଷରୁ ନୂତନ ଭାବେ ମନ୍ଦିର ପରିଚାଳନା ଟ୍ରଷ୍ଟ ଗଠନ କରାଯାଇଛି । ଏକବର୍ଷ ସକାଶେ ଗଠନ କରାଯାଇଥିବା ଏହି ସାତ ଜଣିଆ ଟ୍ରଷ୍ଚ ବୋର୍ଡରେ ଗଞ୍ଜାମ ଜିଲ୍ଲାପାଳ ଟ୍ରଷ୍ଟି, ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ, ଛତ୍ରପୁର ଉପଜିଲ୍ଲାପାଳ, ସୁପରିନଟେଣ୍ଡେଣ୍ଟ ଇଞ୍ଜିନିୟର୍ , ପି.ଡବ୍ଲ୍ୟୁ.ଡି. ବ୍ରହ୍ମପୁର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମପୁର, ତହସିଲଦାର ପୁରୁଷୋତ୍ତମପୁର ଏବଂ ପ୍ରମୋଦ କୁମାର ପଣ୍ଡାଙ୍କୁ କମିଟିର ପ୍ରଥମ ବୈଠକ ହେତୁ ସେବାୟତ ମାନଙ୍କ ତରଫରୁ ସ୍ବାଗତ କରାଯାଇଥିଲା ।

ମନ୍ଦିରର ଉନ୍ନତି କରଣ ସକାଶେ ଯେଉଁ ସବୁ କାର୍ଯ୍ୟ ଚାଲିଛି ତାହା ତୁରନ୍ତ ସମାପନ କରିବା ସକାଶେ ଜିଲ୍ଲାପାଳ କମିଟିର ସଦସ୍ୟ ମାନଙ୍କୁ ଅବଗତ କରାଇ ଆସନ୍ତା ମାଘ ମାସରେ ନବନିର୍ମାଣ ମନ୍ଦିରର ପ୍ରତିଷ୍ଠା ଯେମିତି ହେବ ସେ ଦିଗରେ ପଦକ୍ଷେପ ନେବାକୁ ଜଣାଇଥିଲେ । ପର୍ଯ୍ୟଟନ ବିଭାଗରୁ ପ୍ରାପ୍ତ ହୋଇଥିବା ୫ କୋଟି ଅନୁଦାନ ପାଣ୍ଠି ରୁ ୨.୪୨ କୋଟିର କାର୍ଯ୍ୟ ସକାଶେ ଚଳିତ ମାସ ୨୦ ତାରିଖରେ ଟେଣ୍ଡର ଖୋଲାଯାଇ କାର୍ଯ୍ୟ ଆରମ୍ଭ କରାଯିବ । ଯୋଜନା ଓ ସମନ୍ବୟ ବିଭାଗ ଦ୍ବାରା ପ୍ରାପ୍ତ ୫ କୋଟି ଅନୁଦାନର କାର୍ଯ୍ୟ ମଧ୍ୟ ଶେଷ କରିବାକୁ କୁହାଯାଇଛି । ରାଜସ୍ବ ବିଭାଗରୁ ପ୍ରାପ୍ତ ୨ କୋଟି ଅନୁଦାନର ଦିଗନ୍ତ ଆଇ.ବି. କାର୍ଯ୍ୟ ମଧ୍ୟ ଶେଷ କରିବାକୁ କୁହାଯାଇଥିଲା ।

ପଥପ୍ରାନ୍ତ ସୁବିଧା କେନ୍ଦ୍ର ର କାର୍ଯ୍ୟ ମଧ୍ୟ ଶେଷ କରିବାକୁ କୁହାଯାଇଥିଲା । କରୋନା ସଂକ୍ରମଣରୁ ସେବାୟତ ଓ ଭକ୍ତ ମାନଙ୍କର ସୁରକ୍ଷା ଦୃଷ୍ଟିରୁ ଚଳିତ ବର୍ଷର ନବରାତ୍ର ପୂଜା ସମୟରେ ଭକ୍ତ ମାନଙ୍କର ଦର୍ଶନ ବନ୍ଦ କରାଯାଇଅଛି । ନବରାତ୍ରପୂଜା ଯେପରି ଶାନ୍ତି ଓ ଶୃଙ୍ଖଳାର ସହିତ ସମାପନ ହୋଇ ପାରିବ ସେଥି ନିମନ୍ତେ ଗଞ୍ଜାମ ଜିଲ୍ଲାପାଳ ଗୁରୁତ୍ବ ଆରୋପ କରିଥିଲେ । ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ତରଫରୁ ପୋଲିସ୍ ଅଧିକାରୀ ଉତ୍କଳ କେଶରୀ ଦାଶ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ପି.ଡବ୍ଲ୍ୟୁ.ଡି. ଅଧୀକ୍ଷଣ ଯନ୍ତ୍ରୀ ତୁଷାରକାନ୍ତ ପଣ୍ଡା, ପୁରୁଷୋତ୍ତମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ବେହେରା, ପୁରୁଷୋତ୍ତମପୁର ତହସିଲଦାର ଅରୁଣ ନାୟକ, ପ୍ରମୋଦ କୁମାର ପଣ୍ଡା, ତାରାତାରିଣୀ ମନ୍ଦିର ପ୍ରଶାସନିକ ଅଧିକାରୀ ଟି.କେ.ରେଡ୍ଡୀ ଏବଂ ତପନ କୁମାର ରଣା, ବାପୁଜୀ ରଣା ସେବାୟତ ଉପସ୍ଥିତ ଥିଲେ ।  (ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version