• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୁରୀ ଶ୍ରୀମନ୍ଦିର ର ଉନ୍ନତିକରଣ କାର୍ଯ୍ୟ କୁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : କୋଭିଡି କଟକଣା କୋହଳ ହେବା ପରେ ଜୋରଦାର ପ୍ରସ୍ତୁତି ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 17, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପୁରୀ ଶ୍ରୀମନ୍ଦିର ର ଉନ୍ନତିକରଣ କାର୍ଯ୍ୟ କୁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : କୋଭିଡି କଟକଣା କୋହଳ ହେବା ପରେ ଜୋରଦାର ପ୍ରସ୍ତୁତି ଆରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ଶନିବାର ) ପୁରୀ /ରିପୋର୍ଟ ସୋନାଲି :- ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ର ପରୀକ୍ଷଣ ହେତୁ ରାଜ୍ୟସରକାର ତଥା ମୁଖ୍ୟମନ୍ତ୍ରୀ ଆଜି ପୁରୀ ଗ୍ରସ୍ତ କରି ଶ୍ରୀମନ୍ଦିର ଐତିହ୍ୟ,ସୌନ୍ଦର୍ଯ୍ୟକରଣ ଡ୍ରିମ୍ ପ୍ରୋଜେକ୍ଟ କରିଡରର ଉନ୍ନତିକରଣ କାର୍ଯ୍ୟକୁ ନିଜେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଠିଆ ହୋଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୫-ଟି ସଚିବ ଭି.କେ ପାଣ୍ଡିଆନ୍ , ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସହ ପୁରୀ ଜିଲ୍ଲାପାଳ ଓ ଏସପି ପ୍ରମୁଖ ଉପସ୍ଥିତ ଥିଲେ । ପୋଲିସ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଗ୍ରସ୍ତକୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । କୋଭିଡି କଟକଣା କୋହଳ ହେଲା ପରେ ସୌନ୍ଦର୍ଯ୍ୟକରଣ କାମ କୁ ଆରମ୍ଭ କରଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁସାରେ ସବୁ କାମ ଚାଲିଛି ବୋଲି ମତ ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାର । ଆଜି ଶ୍ରୀମନ୍ଦିିରର ଚତୁଃପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟକୁ ତଦାରଖ କରିବା ସହିତ କାର୍ଯ୍ୟ ର ସୁପରିଚାଳନା ନିମନ୍ତେ ମୁଖ୍ୟ ପ୍ରଶାସକ ଙ୍କୁ ଦାୟିତ୍ୱ ଦିଆଯାଇଛି । ପଞ୍ଜାବୀ ମଠ, ନେପାଳ ଭବନ, ମେଘନାଦ ପ୍ରାଚୀର କୁ ଲାଗି ୭୫ ମିଟର ପରିଧି ମଧ୍ୟରେ ଥିବା ଇଲେକ୍ଟ୍ରି ଅଫିସ କୁ ଯାଇ କାହିଁକି ଏତେ କମ୍ ପରିଧି ମଧ୍ୟରେ ଅଫିସ୍ ରହିଛି ବୋଲି ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ର ଶ୍ରୀଜଗନ୍ନାଥ ହେରିଟେଜ କରିଡର ଡ୍ରିମ ପ୍ରୋଜେକ୍ଟର କାର୍ଯ୍ୟ ଆରମ୍ଭ ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ।

ଯେଉଁଥିରେ ୭୫ ମିଟରର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ କରିଡରର ଉନ୍ନତିକରଣ କରାଯିବ ବୋଲି ଲକ୍ଷ୍ୟ ରହିଛି ତେବେ ଏହି ଉନ୍ନତିକରଣ ପାଇଁ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଉ ମାତ୍ର ୩ ମାସ ଭିତରେ ଭୂମି ଅଧିଗ୍ରହଣ କାର୍ଯ୍ୟ ସରିଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏହା ଛଡ଼ା ପୁରୀର ଅନ୍ୟ ସବୁ ପ୍ରୋଜେକ୍ଟକୁ ମଧ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନିଜେ ବଡ଼ ଦାଣ୍ଡ ଉପରେ ପ୍ଲାନର ବ୍ଲୁ ପ୍ରିଣ୍ଟ ଦେଖିଥିଲେ ।

ଦୁଇଟି ପ୍ରୋଜେକ୍ଟର କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ବେଳେ ଅନ୍ୟ ୩ଟି ପ୍ରୋଜେକ୍ଟର କାର୍ଯ୍ୟ ଆଉ ୩ ମାସ ମଧ୍ୟରେ ଆରମ୍ଭ ହୋଇଯିବ ବୋଲି ସୂଚନା ମିଳିଛି ପୁରୀ ରେ ମୁଖ୍ୟମନ୍ତ୍ରୀ ଙ୍କ ମାର୍ଗଦର୍ଶନରେ ସବୁ କାର୍ଯ୍ୟ ସଠିକ୍ ଭାବେ ହେବ ବୋଲି କହିଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version