• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋହନା ଉନ୍ନୟନ ପରିଷଦ ପକ୍ଷରୁ ଗଜପତି ଜିଲ୍ଲାର ଜିଲ୍ଲାପାଳଙ୍କୁ ତହସିଲଦାର ଓ ବିଡିଓଙ୍କ ଜରିଆରେ ଦାବିପତ୍ର

Proprietor Abhimanyu Maharana by Proprietor Abhimanyu Maharana
October 18, 2020
in Uncategorized, ଓଡ଼ିଶା, ହୋମ୍
0
ମୋହନା ଉନ୍ନୟନ ପରିଷଦ ପକ୍ଷରୁ ଗଜପତି ଜିଲ୍ଲାର ଜିଲ୍ଲାପାଳଙ୍କୁ ତହସିଲଦାର ଓ ବିଡିଓଙ୍କ ଜରିଆରେ ଦାବିପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅକ୍ଟୋବର ରବିବାର ) ମୋହନା :- ମୋହନା ଉନ୍ନୟନ ପରିଷଦ ପକ୍ଷରୁ ଗଜପତି ଜିଲ୍ଲାର ଜିଲ୍ଲାପାଳ ଙ୍କୁ ୧୩ ଗୋଟି ଦାବିପତ୍ର ପ୍ରଦାନ ଦାବିଗୁଡିକ ହେଲା …..
୧.ମୋହନାକୁ ଏନ୍. ଏ. ସି ଘୋଷଣା
୨.ମୋହନାକୁ ଏକ ରାଜସ୍ୱ ଉପଖଣ୍ଡ ର ମାନ୍ୟତା ପ୍ରଦାନ
୩.ମୋହନା ହିଲଟପ୍ କଲେଜ ଠାରୁ ଏମ୍. କେ. ସି. ଜି ବିଦ୍ୟାଳୟ ପର୍ଯ୍ୟନ୍ତ ଦୁଇ ଲାଇନ୍ ରୋଡ ର ବ୍ୟବସ୍ଥା .
୪.ମୋହନା ବଜାର ର ଦୁଇ ସାଇଡ ରେ ଡ୍ରେନ ନିର୍ମାଣ .ଓ ବଜାର ଠାରେ ଶୌଚାଳୟ ନିର୍ମାଣ ପାଇଁ ବ୍ୟବସ୍ଥା କରିବା
୫.ପିଇବା ପାଣିର ବ୍ୟବସ୍ଥା, ବସୁଧା ଯୋଜନାରେ ମୋହନା ରେ ୨ ଟି ଓଭର ହେଡ ଟାଙ୍କି ନିର୍ମାଣ
୬.ମୋହନା ତହସିଲ ଅନ୍ତର୍ଗତ ସମସ୍ତ ଆର୍. ଆଇ ଅଫିସ ଗୁଡିକୁ ଜନସାଧାରଣ ଙ୍କ ସୁବିଧା ନିମନ୍ତେ ସେଗୁଡିକୁ ସଂପ୍ରସାରିତ କରି ନୂତନ ୨୦ ଟି ଆର୍. ଆଇ ଅଫିସ ଖୋଲିବା .
୭.ମୋହନା ରେ ଏକ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ .

୮.ମୋହନାର ସବ୍ ରେଜିଷ୍ଟର ଅଫିସ୍ କୁ ସବୁଦିନ ଚଲାଇବା ପାଇଁ ଦାବି .
୯.ମୋହନାରେ ୩ ଗୋଟି ଅତ୍ୟାଧୁନିକ ଯାତ୍ରୀ ବିଶ୍ରାମାଗାର ନିର୍ମାଣ ପାଇଁ ଦାବି। (ସିଂହ ଦ୍ୱାର ଛକ, ଥାନା ଛକ, ହାଇସ୍କୁଲ ଛକ)
୧୦.ମୋହନା ର ଜନସାଧାରଣଙ୍କ ସୁବିଧା ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏଠାରେ ସପ୍ତାହକୁ ୨ ଦିନ ସାଟେଲାଇଟ ଅଫିସ କରିବା ପାଇଁ ଦାବି।
୧୧.ମୋହନାରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟଳୟ ଖୋଲିବା ପାଇଁ ଦାବି .
୧୨.ମୋହନା ଠାରେ ଉପଖଣ୍ଡ ସ୍ତରୀୟ ନିର୍ମାଣ ଶ୍ରମିକ କାର୍ଯ୍ୟଳୟ (ଲେବର ଅଫିସ) ଖୋଲିବା ପାଇଁ ଦାବି
୧୩.ମୋହନା ଢେପସାହି ଓ ଗୁଣ୍ଡିବାଡି ଯିବା ରାସ୍ତାରେ ନଦୀ ଠାରେ ଏକ ହାଇଲେବୁଲ ବ୍ରିଜ୍ ନିର୍ମାଣ ଦାବି ।

ମୋହନା ଉନ୍ନୟନ ପରିଷଦ ପକ୍ଷରୁ ସଭାପତି ଦଣ୍ଡାସି ସାହୁ, ଉପସଭାପତି ସୀମାଞ୍ଚଳ କାର୍ଯୀ,ସଂପାଦକ ରସାନନ୍ଦ ପାଣି, ଉପଦେଷ୍ଟା ମଧୁସୂଦନ ପାଢ଼ୀ, ସଭ୍ୟ ରବି ସାମନ୍ତରା, ଭିକାରୀ ନାୟକ ଓ ମହିଳା ମହାସଂଘ ର ସଭାପତି ,ସମ୍ବାଦ ସାହିତ୍ୟ ଘର ର ସଭାପତି ଦୁରଯ୍ୟଧନ କରାଡ ନିର୍ମାଣ ସଂଘ ,ଯୁବକ ସଂଘ ମୋହନା , ଓକିଲ ସଂଘ,ସାମ୍ବାଦିକ ସଂଘ, କୃଷକ ସଂଘର ସଭାପତି ଓ ମୋହନା ର ବୁଦ୍ଧିଜୀବୀ ମାନେ ଉପସ୍ଥିତ ରହି ସ୍ଥାନୀୟ ତହସିଲଦାର ଓ ବିଡିଓ ଙ୍କୁ ଜିଲ୍ଲାପାଳ ଙ୍କ ଉଦେଶ୍ୟରେ ଦାବିପତ୍ର ଦେଇଥିଲେ। ଜିଲ୍ଲା ପ୍ରଶାସନ ଖୁବଶୀଘ୍ର ଯଦି ଏହି ଦାବି ଗୁଡ଼ିକ ପୂରଣ ନ କରେ ତେବେ ମୋହନା ଉନ୍ନୟନ ପରିଷଦ ପକ୍ଷରୁ ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଧାରଣା ଦିଆଯିବ ବୋଲି ସଭାପତି ଦଣ୍ଡାସି ସାହୁ ଜଣାଇଛନ୍ତି । ( ରିପୋର୍ଟ: ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version