• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବର୍ଷା ପାଣିରେ ଉବୁଟୁବୁ ଚାଷ ଜମି ପୁଣି ଏକ ଲଘୁଚାପ ସମ୍ଭାବନା ; ଚିନ୍ତାରେ ଚାଷୀକୁଳ

Proprietor Abhimanyu Maharana by Proprietor Abhimanyu Maharana
October 18, 2020
in Uncategorized, ଓଡ଼ିଶା, ହୋମ୍
0
ବର୍ଷା ପାଣିରେ ଉବୁଟୁବୁ ଚାଷ ଜମି ପୁଣି ଏକ ଲଘୁଚାପ ସମ୍ଭାବନା ; ଚିନ୍ତାରେ ଚାଷୀକୁଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍‌ (୧୮ ଅକ୍ଟୋବର ରବିବାର ) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲ୍ଲାରେ ବିଗତ କିଛି ଦିନ ଧରି ଅବିଶ୍ରାନ୍ତ ବର୍ଷ ଯୋଗୁଁ ଧାନ ଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଛି । ନିକଟ ଭବିଷ୍ୟତରେ ଲଘୁଚାପ ସମ୍ଭାବନା ରହିଥିବାରୁ ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳର ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଗତ ୩୦ ତାରିଖ ଠାରୁ ଆଜି ସୁଦ୍ଧା ୩ଟି ଲଘୁଚାପ ଉପକୂଳବର୍ତି ଅଂଚଳରେ ବ୍ୟାପକ କ୍ଷୟକ୍ଷତି କରିଛି । ବିଶେଷ କରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସ୍ଥାନୀୟ ଅଂଚଳର ଧାନ ଓ ପରିବା ଫସଲରେ ବର୍ଷା ଜଳ ଜମି ରହିବା ଯୋଗୁଁ ଫସଲ ପଚିସଢି ଯିବାକୁ ବସିଲାଣି । ହଜାର ହଜାର ଏକର ଚାଷ ଜମି ଜଳମଗ୍ନ ହୋଇପଡ଼ିଛି । ବର୍ତମାନ ଧାନକେଣ୍ଡା ଧରିବା ବେଳକୁ ଲଗାଣ ବର୍ଷା ଯୋଗୁଁ ବ୍ୟାପକ ଫସଲ କ୍ଷତି ହେବାରଯ ଆଶଙ୍କା ରହିଛି । ଏଭଳି ବିପଦ ସମୟରେ ପୁଣିଥିରେ ସୋମବାର ଠାରୁ ବୁଧବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଚାଷୀକୁଳ ସର୍ବଶାନ୍ତ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି । ଅବିଶ୍ରାନ୍ତ ବର୍ଷାରେ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହୋଇଛି । ବିଶେଷ କରି ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିଥିବା ବେଳେ ବିଭିନ୍ନ କଟକଣା ସାଙ୍ଗକୁ ଲଗାଣ ବର୍ଷାରେ ଗରିବ, ଖଟିଖିଆ ହାତବାନ୍ଧି ବସିଛନ୍ତି ।

ଅନ୍ୟପଟେ ଲଘୁଚାପନ ଜନିତ ଲଗାଣ ବର୍ଷାରେ ବର୍ଷକର ଆହାର ନଷ୍ଟ ହେବାର ସମ୍ଭାବନା ଦେଖାଦେଇଛି । ଜଳସମ୍ପଦ ବିଭାଗର ମନମାନି ଯୋଗୁଁ ବର୍ଷାଜଳ ନିସ୍କାସିତ ହୋଇପାରୁନଥିବା ଏବଂ ଚାଷ ଜମି ଜଳାର୍ଣ୍ଣର୍ବ ହେଉଥିବା ନେଇ ସ୍ଥାନୀୟ ଅଂଚଳର ବହୁ ଚାଷୀ ଅଭିଯୋଗ କରିଛନ୍ତି । ଧାନ ବିଲରେ ଧାନକେଣ୍ଡା ବାହାରିବା ସମୟ ହୋଇଥିବାରୁ ଏଥିପ୍ରତି ବିପଦ ମୁହାଁଇଥିବା ନେଇ ଚାଷୀମାନେ କହିଛନ୍ତି । ଏଭଳି ସମୟରେ ଚାଷ ଜମିରେ ୩ରୁ ୪ ଦିନ ଧରି ବର୍ଷା ଜଳ ଜମି ରହିଲେ ଧାନଗଛ ନଷ୍ଟ ହୋଇଯିବା ଆଶଙ୍କା ରହିଥିବା କୃଷି ବିଶେଷଜ୍ଞ ମାନେ ମତ ପ୍ରକାଶ କରିଛନ୍ତି । ପ୍ରତିବର୍ଷ ଅକ୍ଟୋବର ମାସ ଆସିଲେ ଲୋକଙ୍କ ମନରେ ବନ୍ୟା, ବାତ୍ୟାର ଛନକା ପଶିଥାଏ । ୧୯୯୯ ମସହା ଅକ୍ଟୋବର ମାସ ୨୯ ତାରିଖର ମହାବରତ୍ୟା କଥା ମନକୁ ଆସିଲେ ଏବେ ବି ଲୋମ ଟାଙ୍କୁରି ଉଠୁଛି । ସେହିପରି ଫାଇଲିନ୍‌, ହୁଡ଼ହୁଡ଼, ତିତଲିରେ ବ୍ୟାପକ କ୍ଷତି ଘଟିଥିଲା । ଚଳିତ ବର୍ଷ ଅକ୍ଟୋବର ମାସ ଆରମ୍ଭରୁ ଲଘୁଚାପ ବର୍ଷା ଓଡ଼ିଶାର ପ୍ରାୟ ଅଧେ ଜିଲ୍ଲାକୁ ବୁଡ଼ାଇ ସାରିଲାଣି । ସୋମବାର ଠାରୁ ପୁଣିଥରେ ଆଉ ଏକ ଲଘୁଚାପ ବର୍ଷା କେନ୍ଦ୍ରଭୂତ ହେଉଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯିବା ପରେ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି । (ରିପୋର୍ଟ : ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version