• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମିଷ୍ଟ୍ରି ଅଫ୍ ମଦରସ୍ (MOM) ଟ୍ରଷ୍ଟ ର ବାର୍ଷିକ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
October 19, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
ମିଷ୍ଟ୍ରି ଅଫ୍ ମଦରସ୍ (MOM) ଟ୍ରଷ୍ଟ ର ବାର୍ଷିକ ଦିବସ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅକ୍ଟୋବର ସୋମବାର) କଟକ,ଟାଙ୍ଗୀ :- ମିଷ୍ଟ୍ରି ଅଫ୍ ମଦରସ୍ (MOM) ଟ୍ରଷ୍ଟ ତା’ର ପ୍ରଥମ ବାର୍ଷିକ ଦିବସ, କନକଗିରି ଆଶ୍ରମ,ଟାଙ୍ଗୀ, କଟକଠାରେ ୫୦ ଆଦିବାସୀ ପିଲାମାନଙ୍କ ସହିତ ପାଳନ କରିଥିଲା । ଟ୍ରଷ୍ଟର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ୍ ସୁଜତା ନାୟକ, ସଚିବ ମଧୁସମିତା ନାୟକ, ଯୁଗ୍ମ ସଚିବ ଅର୍ଚ୍ଚନା ମିଶ୍ର, ଟ୍ରଷ୍ଟର କୋଷାଧ୍ୟକ୍ଷ ମଧୁସମିତା ଜେନା, ସାମାଜିକ କାର୍ଯ୍ୟକର୍ତ୍ତା ମIନସ ରଂଜନ ବିଶ୍ଵାଳ ଏବଂ ସତ୍ୟ ବିଶ୍ଵାଳ , ପିଲା ମାନଙ୍କ ସହିତ ବାର୍ଷିକ ଦିବସ ପାଳନ କରିଥିଲେ । ଏହି ବାର୍ଷିକ ଉତ୍ସବରେ ପିଲାମାନଙ୍କୁ କାହାଣୀ କହିବା, ଖେଳ ଓ କୁଦ କରାଇବା , ଯୋଗ ବର୍ଣ୍ଣମାଳା ଶିଖିବା ଏବଂ ସେମାନଙ୍କ ନାମ ଲେଖି ଶିଖିବା ଭଳି ବିଭିନ୍ନ କାର୍ଯ୍ୟକ୍ରମ କରଯାଇଥିଲା ।

ଆଶ୍ରମର ନିକଟତମ ଗ୍ରାମରେ ରହୁଥିବା ଆଦିବାସୀ ପିଲାମାନେ ସେମାନଙ୍କର ଶିକ୍ଷା ତଥା ସେମାନଙ୍କର ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା ଅଧିକାରଠାରୁ ବହୁ ଦୂରରେ ଥିବା ଭଳି ମନେହୋଇଥିଲା । ଟ୍ରଷ୍ଟର ଚେୟାରମ୍ୟାନ୍ ତଥା ପ୍ରତିଷ୍ଠାତା ଶିକ୍ଷା ଅଧିକାର ଆଇନ ଉପରେ ସଚେତନ କରାଇଥିଲେ ଏବଂ ନିକଟସ୍ଥ ସରକାରୀ ବିଦ୍ୟାଳୟରେ ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷା ପାଇବାକୁ ଆୱାହାନ ସେଇଥିଲେ I ଯଦିଓ COVID -19 ମହାମାରୀ ଅବସ୍ଥା ବା ପରିସ୍ଥିତି, ପିଲାମାନଙ୍କୁ, ବିଦ୍ୟାଳୟକୁ ଯିବା ବନ୍ଦ କରିଦେଇଛି କିନ୍ତୁ ପିଲାମାନେ ଅନଲାଇନ୍ କ୍ଲାସ୍ ଏବଂ ସରକାରୀ ବିଦ୍ୟାଳୟଗୁଡିକ ଦ୍ୱାରା ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଉପାୟରୁ ବଞ୍ଚିତ ନ ହେବା ପାଇଁ ପରାମର୍ଶ ଦେଇଥିଲେ I

ମହାବିଦ୍ୟାଳୟ କୁ ଯାଉଥିବା ଝିଅ ମାନେ , ଯେଉଁମାନେ ସେଦିନ ଆଶ୍ରମ କୁ ଆସିଥିଲେ ,ସେମାନଙ୍କୁ ଶ୍ରୀମତୀ ନାୟକ ଅନୁରୋଧ କରିଥିଲେ ଯେ ଫାଙ୍କା ସମୟରେ ଏହି ଗରୀବ ଆଦିବାସୀ ପିଲାମାନଙ୍କୁ ଶିକ୍ଷା ଦେବI ପାଇଁ I MOM ଟ୍ରଷ୍ଟର ଏହି ବାର୍ଷିକ କାର୍ଯ୍ୟ ଉତ୍ସବ ପାଳନ ଅବସର ରେ ଏହି ପିଲାମାନେ ଆନନ୍ଦ ଉପଭୋଗ କରିଥିଲେ I ଗତ ୧୭ ତାରିଖ ରେ କରଜିଥିବା ଏହି କାର୍ଯ୍ୟକ୍ରମରେ ଅନ୍ଯୁନ 50 ରୁ ଅଧିକ ଆଦିବାସୀ ପିଲା ଯୋଗ ଦେଇଥିଲେ I (ରିପୋର୍ଟ ରଶ୍ମିତା ମହାପାତ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

September 7, 2026
କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version