• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରିୟ ଭାଇ ଓ ଭଉଣୀମାନେ ; ଆପଣମାନକୁ ସମସ୍ତ କୁ ନମସ୍କାର ଏବଂ ପୂଜା ପାଇଁ ଅଭିନଦନ

Proprietor Abhimanyu Maharana by Proprietor Abhimanyu Maharana
October 20, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ପ୍ରିୟ ଭାଇ ଓ ଭଉଣୀମାନେ ; ଆପଣମାନକୁ ସମସ୍ତ କୁ ନମସ୍କାର ଏବଂ ପୂଜା ପାଇଁ  ଅଭିନଦନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅକ୍ଟୋବର ମଙ୍ଗଳବାର) ଭୁବନେଶ୍ୱର :- ଗତ ସାତ ମାସ ହେଲା ଓଡିଶା କରୋନା ବିରୋଧରେ ଲଢେଇ ଜାରି ରଖିଛି । ମୁଁ ଜାଣେ ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ଅନେକ ତ୍ୟାଗ ସ୍ବୀକାର କରିବାକୁ ହେଉଛି। ବିଶେଷକରି ଆମର ପିଲାମାନେ ଓ ବୟସ୍କ ଲୋକମାନଙ୍କୁ ଘରେ ରହିବାକୁ ପଡୁଛି । ପିଲାମାନେ ସ୍କୁଲ ସାଙ୍ଗସାଥି ଓ ଖେଳିବାର ମଜା ନେଇ ପାରୁନାହାନ୍ତି । ବୟସ୍କ ଲୋକ ଏବଂ ପିଲାମାନେ ଘରେ ରହିବା ଦ୍ବାରା ଆମେ କରୋନା ବିରୋଧରେ ଲଢେଇକୁ ଭଲ ଭାବରେ ଲଢି ପାରିବା । ମୁଁ କହିବାକୁ ଚାହେଁ ଯେ, ଆପଣମାନଙ୍କ ତ୍ୟାଗ ବୃଥା ଯାଇ ନାହିଁ । ଓଡିଶା ଗତ ୬ ମାସରେ କରୋନା ସଂକ୍ରମଣକୁ ରୋକିବାରେ ସଫଳ ହୋଇଛି । ଏଥିରେ ରାଜ୍ୟର ସବୁ ନାଗରିକଙ୍କ ସହଯୋଗ ରହିଛି । ଆପଣମାନେ ମୋର ଅନୁରୋଧ ରକ୍ଷା କରି ମାସ୍କ ପିନ୍ଧୁଛନ୍ତି । ହାତ ଧୋଉଛନ୍ତି ଏବଂ Social Distance maintain ମଧ୍ୟ କରୁଛନ୍ତି ।

ଆବଶ୍ୟ କିଛି ଲୋକ ଟିକେ ଅମାନିଆ ହେଉଛନ୍ତି ସେମାନେ ପରିସ୍ଥିତିକୁ ଠିକ୍‌ ଭାବରେ ବୁଝିବା ଦରକାର । ଗତ ଦୁଇ ସପ୍ତାହ ହେଲା ରାଜ୍ୟରେ covid positive case କମିବା ଆରମ୍ଭ କରିଛି। 26 Septemberରେ ରାଜ୍ୟରେ positive ସଂଖ୍ୟା ଚାରି ହଜାର ରୁ ଅଧିକ ଥିବାବେଳେ ଆଜି ସକରମଣ ଦୁଇ ହଜାର ତଳକୁ ଖସିଛି Positivity rate ମଧ୍ୟ କମିଛି ଏବଂ ଆଗକୁ ଆହୁରି କମିବ । ଆପଣ ଗଞ୍ଜାମ ଓ ଗଜପତି କଥା ଦେଖନ୍ତୁ । ଦୁଇ ମାସ ତଳେ ଗଞ୍ଜାମ hotspot ଥିଲା । ପ୍ରତିଦିନ ଶହ ଶହ positive case ବାହାରୁଥିଲା । ଲୋକଙ୍କ ସହଯୋଗ, community participation ଏବଂ କୋଭିଡ ଯୋଦ୍ଧାଙ୍କ ପରିଶ୍ରମ ସଫଳ ହୋଇଛି । ଗଞାମ ଓ ଗଜପତି ରେ ସକରମଣ ବହୁତ କମିଯାଇଛି ଏବଂ ସେମାନେ ଏବେ ଅନ୍ୟ ଜିଲ୍ଲା ପାଇଁ ପେରଣା ହୋଇଛନ୍ତି।

କିନ୍ତୁ ଏଥିରେ ଆତ୍ମସନ୍ତୋଷ କରିବାର କିଛି ନାହିଁ । କରୋନାର character profile ବହୁତ critical । ତେଣୁ ଆମକୁ medicine ଓ vaccine ବାହାରିବା ପର୍ଯ୍ୟନ୍ତ ସାବଧାନ ରହିବାକୁ ହେବ ଆପଣ European countries କଥା ଦେଖନ୍ତୁ । UK, France, Spain ଆଦି ଦେଶର ମାର୍ଚ୍ଚ-ଅପ୍ରେଲରେ କରୋନା ଭୟଙ୍କର ରୂପ ନେଇଥିଲା । ଅନେକ ଲୋକ ଜୀବନ ହରାଇଲେ । ତା ପରେ କରୋନା ପ୍ଟିକେ କମିଲା । କିନ୍ତୁ ଏବେ ଦେଖନ୍ତୁ ସେଠାରେ ସକରମଣ ପୁଣି ଥରେ ବହୁତ ବଢ଼ି ଯାଇଛି ଆରମ ଏହା ପୂର୍ବଠାରୁ ଅଧିକ ଭୟଙ୍କର। 1 September ରେ UKରେ daily ବାରଶହରୁ ଅଧିକ positive case ଥିଲା । 8 Octoberରେ ଏହା ୧୭ ହଜାରରୁ ଅଧିକ ହେଲାଣି । ସେହିପରି Franceରେ 31 Augustରେ ତିନି ହଜାରରୁ ଅଧିକ positive case ଥିବାବେଳେ 10 Octoberରେ ଏହା 26 ହଜାରରୁ ଅଧିକ ହେଲାଣି। ଆମ ଭାରତ କଥା ଦେଖନ୍ତୁ ।

ଆମେରିକା ପରେ ଭାରତ ଏବେ ବିଶ୍ଳରେ ଦୁଇ ନମ୍ବର ରେ ରହିଛି କେରଳ ବହୁତ ସୁନ୍ଦର ଭାବରେ କରୋନା ସଂକ୍ରମଣକୁ ରୋକିଥିଲା । କିନ୍ତୁ ତାଙ୍କର ପ୍ରସିଦ୍ଧ Onam ପରବ ପରେ ଏବେ କେରଳରେ ସକରମଣ ତିନି ଗୁଣ ବଢ଼ି ଯାଇଛି । Expert ମାନେ କହୁଛନ୍ତି ଶୀତ ଋତୁରେ କରୋନା ଆହୁରି ଭୟଙ୍କର ରୂପ ନେବ । ଆଗକୁ ଦୁର୍ଗାପୂଜା ଓ ଦୀପାବଳୀ ଆସୁଛି । ମୋର ଅନୁରୋଧ, ପୂଜା ସମୟରେ public place ମାନଙ୍କରେ ଭିଡ କରନ୍ତୁ ନାହିଁ । ଘରେ ରହି ମା’ଙ୍କ ପୂଜା କରନ୍ତୁ । ପ୍ରର୍ଥନା କରନ୍ତୁ । ପରିବାର ସହ ଘରେ ରହି ପରବ ପାଳନ କରନ୍ତୁ । ବାହାରକୁ ଗଲେ mask ପିନ୍ଧନତୁ ହାତ ଧୁଅନତୁ ଏବଂ ସାମାଜିକ ଦୂରତା ରଖନ୍ତୁ ଆଉ ଥରେ ସକରମଣ ବଢ଼ି ଲେ ଆମେ ହଇରାଣ ହେବା ଆମ ପରିବାର ହଇରାଣ ହେବ ୍ ଆମେ ସାବଧାନ ହେଲେ ସକରମଣ ବଢି ବ ନାହିଁ । ତେଣୁ ସକରମଣ ଯେପରି ନ ବଢ଼ି ବ ସେଥିପାଇଁ ଆସନ୍ତୁ ମା ଙ୍କ ପାଖରେ ଶପଥ ନେଇ କାମ କରିବା ଆପଣ ଓ ଆପଣଙ୍କ ପରିବାର କୁ ପୁଣି ଥରେ ପୂଜା ପାଇଁ ଅଭିନଦନ । ବନ୍ଦେ ଉତ୍କଳ ଜନନୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version