• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସରକାରୀ ହତା ପାଲଟିଛି ସାଧାରଣଙ୍କ ପରିସ୍ରାସ୍ଥଳୀ

Proprietor Abhimanyu Maharana by Proprietor Abhimanyu Maharana
October 22, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସରକାରୀ ହତା ପାଲଟିଛି ସାଧାରଣଙ୍କ ପରିସ୍ରାସ୍ଥଳୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଅକ୍ଟୋବର ଗୁରୁବାର) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ସହରକୁ ଏକମାତ୍ର ପୋୖରାଞ୍ଚଳ ଭାବେ ମାନ୍ୟତା ପ୍ରଦାନ କରାଯାଇଛି । ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଏହି ସହର ଯାହାକି ବିଭିନ୍ନ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ରାଜ୍ୟ ମୁଖ୍ୟମନ୍ତ୍ରୀ ନିଜ ପ୍ରିୟ ହିଞ୍ଜିଳି ବାସୀଙ୍କ ଆଶା ଆକାଂକ୍ଷାକୁ ପ୍ରାଥମିକତା ଦେଇ ବିକାଶ କାର୍ଯ୍ୟକ୍ରମକୁ ଜାରୀ ରଖିଛନ୍ତି । ଏଥିପାଇଁ ସହରରେ ବହୁ ଉନ୍ନୟନ ଯୋଜନା କାର୍ଯ୍ୟକାରୀ ହେବା ସହିତ ସରକାରୀ ଦପ୍ତରର ସୌନ୍ଦର୍ଯ୍ୟ କରଣ ପାଇଁ ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ଅର୍ଥ ବ୍ୟୟ କରାଯାଇଛି । ସାଧାରଣ ଲୋକଙ୍କ ଜରୁରୀ ଆବଶ୍ୟକତାକୁ ପ୍ରାଧାନ୍ୟ ଦେଇ ସ୍ଥାନୀୟ ମ୍ୟୁନିସିପାଲିଟି ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଶୌଚାଳୟ ଏବଂ ପରିସ୍ରାଗାର ସ୍ଥାପିତ ହୋଇଛି ।

ଏତଦ ବ୍ୟତୀତ କିଛି ସରକାରୀ କାର୍ଯ୍ୟାଳୟରେ ମଧ୍ୟ ସାଧାରଣ ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ଏସବୁ ସୁବିଧା ଉପଲବ୍ଧ କରାଯାଇଛି । ଏଭଳି ପର୍ଯ୍ୟାପ୍ତ ସୁବିଧା ସୁଯୋଗ ଉପଲବ୍ଧ ହୋଇଥିଲେ ମଧ୍ୟ ସ୍ଥାନୀୟ ସହରରେ ଅବସ୍ଥାପିତ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡ କାର୍ଯ୍ୟାଳୟ ଏବେ ସାଧାରଣ ଲୋକଙ୍କ ପରିସ୍ରାସ୍ଥଳୀ ପାଲଟିଥିବା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ସବୁଠାରୁ ଆଲୋଚ୍ୟ ପ୍ରସଙ୍ଗଟି ହେଲା ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ଏସବୁ ସୁବିଧା ଉପଲବ୍ଧ ଥିଲେ ମଧ୍ୟ ଏହାର ପାର୍ଶ୍ଵରେ ଥିବା ସମ୍ପୃକ୍ତ ବିଭାଗର ହତା ଏବେ ସର୍ବ ସାଧାରଣଙ୍କ ପରିସ୍ରାସ୍ଥଳୀ ପାଲଟିଥିବା ସାଧାରଣରେ ଉଦବେଗର କାରଣ ହୋଇଛି । ପରିସ୍ରାସ୍ଥଳୀର ଉତ୍କଟ ଦୁର୍ଗନ୍ଧରେ ଲୋକଙ୍କ ନାକ ଫାଟି ପଡୁଥିଲା ବେଳେ ଅଞ୍ଚଳରେ ଏକ ଅସ୍ବାସ୍ଥ୍ୟ କର ପରିବେଶ ସୃଷ୍ଟି ହେବା ଚିନ୍ତାଜନକ ହୋଇଛି । ଦୈନନ୍ଦିନ ଏଭଳି ଅଶୋଭନୀୟ ଘଟଣା ରୋଗୀଙ୍କ ଦୃଷ୍ଟି ଗୋଚର ହେଉଥିଲେ ମଧ୍ୟ ଭୟ ଓ ଲଜ୍ଜାରେ ନୀରବ ରହିବା ଜରୁରୀ ହୋଇଛି ।

ସ୍ୱଚ୍ଛ ଭାରତ ମିଶନର ସଫଳତା ପାଇଁ ପ୍ରଶାସନ ଯେଭଳି ତତ୍ପରତା ଦେଖାଉଛି ଗ୍ରାମ୍ୟ ଉନ୍ନୟନ ବିଭାଗ ହତାରେ ଚାଲିଥିବା ଏଭଳି କାର୍ଯ୍ୟକଳାପରୁ ସ୍ପଷ୍ଟ ସଂକେତ ମିଳିଛି । ସବୁଠାରୁ ଉଲ୍ଲେଖନୀୟ ପ୍ରସଙ୍ଗ ହେଲା ଏଭଳି କୁସ୍ଚିତ ଘଟଣାପ୍ରତି ପ୍ରଶାସନ ପକ୍ଷରୁ କୌଣସି ଠୋସ ପଦକ୍ଷେପ ଗ୍ରହଣ କରିବା ପରିବର୍ତ୍ତେ ନୀରବତା ପ୍ରକାଶ କରିବା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଏନେଇ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ପାଢୀଙ୍କ ପ୍ରତିକ୍ରିୟା ପାଇଁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ । ହିଞ୍ଜିଳିକାଟୁ,(ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

September 22, 2026
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version