• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜୁମ୍ ଆପ୍ ମାଧ୍ୟମରେ ଓଡ଼ଗାଁ ବ୍ଲକ ର ଜୋନ୍ -୨ ରେ ବିଜେଡି ର ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 22, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଜୁମ୍ ଆପ୍ ମାଧ୍ୟମରେ ଓଡ଼ଗାଁ ବ୍ଲକ ର ଜୋନ୍ -୨ ରେ ବିଜେଡି ର ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଅକ୍ଟୋବର ଗୁରୁବାର ) ଓଡ଼ଗାଁ :- ନୟାଗଡ଼ ଓଡ଼ଗାଁ ଜୋନ୍ -୨ ରେ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ୱେବିନାର ରେ ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ପ୍ରତିବର୍ଷ ପଦଯାତ୍ରାର ସ୍ମୃତିକୁ ମନ ପକେଇଥିଲେ ଏବଂ କିପରି କରୋନା ସମୟରେ ଏହାର ଉଚିତ ମୁକାବିଲା କରିବା ବିଭିନ୍ନ ଉପଦେଶ ଦେଇଥିଲେ । ଏହି ମିଟିଂ ୮ ଟି ଫେଜ ରେ ହେବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଛନ୍ତି । ଜନସଚେତନତା କାର୍ଯ୍ୟକ୍ରମ ଅଭିଯାନର ଚତୁର୍ଥ ଦିନରେ ଆଜି ଓଡ଼ଗାଁ ଜୋନ୍ -୨ ରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକ ଆରମ୍ଭରେ ଜୋନ୍ ୨ ର ଜିଲ୍ଲା ପରିଷଦ ସଭ୍ୟ ବିଭୁ ପ୍ରସାଦ ସାହୁ ପ୍ରଥମେ ସାଂସଦ ପିନାକୀ ମିଶ୍ର ଏବଂ ମନ୍ତ୍ରୀ ଡ଼ଃ ସାହୁଙ୍କୁ ଧନ୍ୟବାଦ ଜଣାଇଥିଲେ। କରୋନା ମହାମାରୀ ସମୟରେ ଆଜି ଜୁମ ଆପ ମାଧ୍ୟମରେ ମିଟିଂ ହେଇପାରୁଛି ଏବଂ ସମ୍ପର୍କ ସ୍ଥାପନା ହୋଇପାରୁଛି । ବ୍ଲକ ସଭାପତି ସୂର୍ଯ୍ୟନାରାୟଣ ଚୌଧୁରୀ ଏହି କରୋନା ମହାମାରୀ ସମୟରେ ଜନସଚେତନତା କାର୍ଯ୍ୟକ୍ରମ କିପରି ଚାଲୁଛି ତାହା କହିଥିଲେ। କରୋନା ସମୟରେ କିପରି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ ତାହା ଉଲ୍ଲେଖ କରିଥିଲେ ।

ବୈଠକରେ ସାଂସଦ ପିନାକୀ ମିଶ୍ର ଭରଚୁଆଲ ମିଟିଙ୍ଗରେ ଯୋଗ ଦେଇ ବହୁତ ଖୁସିବ୍ୟକ୍ତ କରିଥିଲେ। ସାଂସଦ ପିନାକୀ ମିଶ୍ର ମନ୍ତ୍ରୀ ଡ଼ଃ ସାହୁଙ୍କ ସହ ନଖ ମାଂସ ର ସମ୍ପର୍କ ବୋଲି କହିବାକୁ ପଛେଇନଥିଲେ । ନୟାଗଡ଼ ନିର୍ଵାଚନ ମଣ୍ଡଳୀକୁ କେତେ ଭଲ ପାଆନ୍ତି ଏଥିରୁ ଜଣାପଡିଥିଲା । ଓଡ଼ିଶାର କରୋନା ମୁକାବିଲା କିପରି ସାରା ବିଶ୍ୱରେ ଏକ ମଡେଲ ଭାବେ ଉପସ୍ଥାପନା ହୋଇପାରିଛି ତାହା ଉଲ୍ଲେଖ କରିଥିଲେ। ମନ୍ତ୍ରୀଙ୍କର ପରିଶ୍ରମ ଓ କାର୍ଯ୍ୟକୁ ବାଧା ସୃଷ୍ଟି କରିପାରିନି କରୋନା ବୋଲି କହିଛନ୍ତି । ପୂଜା ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁରକ୍ଷିତ ଭାବେ ରହିବା ପାଇଁ ପରାମର୍ଶ ଦେଇ ବକ୍ତବ୍ୟ ଶେଷ କରିଥିଲେ।

ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ଜୁମ ଆପ ମାଧ୍ୟମରେ ସମସ୍ତେ ଯୋଡି ହୋଇଥିବାରୁ ଧନ୍ୟବାଦ ଦେଇଥିଲେ। ରାଜ୍ୟ ସରକାର କୋଭିଡ ମୁକାବିଲା ଉଚିତ ସମୟରେ ହୋଇପାରିଥିବାରୁ ଆଜି କରୋନା କୁ ନିୟନ୍ତ୍ରଣ କରିପାରିଛନ୍ତି। ରାଜନୀତି ହେଉଛି ସମାଜସେବା । ଏହିଭଳି ଅସୁବିଧା ସମୟରେ ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ କର୍ମୀମାନେ ଆଗଭର ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। କୌଣସି ବି ଅବହେଳା କରନ୍ତୁ ନାହିଁ। ଯଦି ବି କେହି ଭୁବନେଶ୍ୱର ଡାକ୍ତରଖାନା ଆସୁଛନ୍ତି ତେବେ ଦୟାକରି ମୋତେ କୁହନ୍ତୁ ନଚେତ ମୋ କାର୍ଯ୍ୟାଳୟକୁ ସୂଚନା ଦିଅନ୍ତୁ , ଫଳରେ ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିପାରିବି, କେହି ବି ଖାମଖିଆଲି ନିଅନ୍ତୁ ନାହିଁ ବୋଲି ମନ୍ତ୍ରୀ ଅନୁରୋଧ କରିଥିଲେ ।

ମନ୍ତ୍ରୀ ନିର୍ଵାଚନ ମଣ୍ଡଳୀର କାମ କରୋନା ସମୟରେ ଟିକେ ଧିମେଇ ଯାଇଥିଲା କିନ୍ତୁ ଏବେ ଜୋରସାରରେ ଚାଲିଲାଣି ବୋଲି କହିଥିଲେ। କରୋନା ସମୟରେ ରକ୍ତ ଦାନ କରି ଆମେ ୨୦୦୦ ରୁ ଉର୍ଦ୍ଧ୍ବ ରକ୍ତ ୟୁନିଟ ସଂଗ୍ରହ କରିପାରିଛେ। ପ୍ରତିଦିନ ପାଖାପାଖି ହଜାରରୁ ଉର୍ଦ୍ଧ୍ବ ଜନସାଧାରଣ ଯୋଡି ହୋଇପାରୁଛନ୍ତି ତାହା ସାରା ଓଡ଼ିଶାରେ ବିରଳ। ଆଜିର ଏହି ବୈଠକରେ ଶହ ଶହ ସଂଖ୍ୟାରେ କର୍ମୀ ଜୁମ୍ ଆପ ମାଧ୍ୟମରେ ଯୋଡି ହୋଇଥିବାରୁ ସମସ୍ତଙ୍କୁ ମନ୍ତ୍ରୀ ଡ଼ଃ ସାହୁ ଧନ୍ୟବାଦ ଦେଇ ଭର୍ଚୁଆଲ ମିଟିଂ କୁ ଶେଷ କରିଥିଲେ । (ରିପୋର୍ଟ :- ଓଡ଼ଗାଁ / କୁରାଳରୁ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version