• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରତୀମାରେ ନାହାନ୍ତି ଦୁର୍ଗା ପ୍ରତି ‘ମା’ ରେ ଅଛନ୍ତି ଦୁର୍ଗା

Proprietor Abhimanyu Maharana by Proprietor Abhimanyu Maharana
October 23, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
ପ୍ରତୀମାରେ ନାହାନ୍ତି ଦୁର୍ଗା ପ୍ରତି ‘ମା’ ରେ ଅଛନ୍ତି ଦୁର୍ଗା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିୟୁଜ୍ (୨୩ ଅକ୍ଟୋବର ଶୁକ୍ରବାର) ଭୁୁବନେଶ୍ୱର :- ସାରା ଜଗତ ଦୌଡ଼ିଛି ଦୁର୍ଗା ମାଙ୍କ ମୃଣ୍ମୟୀ ପ୍ରତିମାକୁ ପୂଜିବା ପାଇଁ ମାତ୍ର ନିଜର ମା ଭିତରେ ରହିଛନ୍ତି ମା ଦୁର୍ଗା । ଯାହାକି ଆମେ ଭୁଲିଯାଇ ମାକୁ ରାସ୍ତା କଡ ହେଉ ଅବା ବୃଦ୍ଧାଶ୍ରମରେ ଛାଡିଦେଇ ପ୍ରତିମା ଦୁର୍ଗାପୂଜା କରିବା ପାଇଁ ଉପବାସ ରହି ରାସ୍ତା ଉପରେ ଫୁଲ ଫଳର ଡାଲା ଧରି ଛିଡା ଖରାରେ ଘଣ୍ଟା ଘଣ୍ଟା ଧରି ଛିଡା ହେବାରେ କି ଆନନ୍ଦ ଥାଏ ? କି ସୁଫଳ ମିଳିଥାଏ ? ଏସବୁ କେବେ ଆମେ ତର୍ଜମା କରୁଛେ କି ? କାରଣ ଆମେ ବୁଝିବାକୁ ଅସମର୍ଥ ଯେକି ଆମ ଘର ଗୋଟିଏ ମନ୍ଦିର । ସେଠାରେ ଚଳନ୍ତି ପ୍ରତିମା ଅପେକ୍ଷା କରି ରହିଛନ୍ତି ଆମ ପାଖରୁ ଭୋଗ ନୈଵେଦ୍ୟ ପାଇବା ପାଇଁ । ମାତ୍ର କାର୍ତିକଙ୍କ ଭଳି ପୃଥିବୀ ଭ୍ରମଣ କରୁଅଛୁ ।

ଗଣେଶଙ୍କ ଭଳି ମାତା ପିତାଙ୍କ ପାଖରେ ପୃଥିବୀ ଦର୍ଶନ କରିପାରୁ ନାହୁଁ । ତାକୁ ଏଥର ସ୍ପଷ୍ଟ ପ୍ରମାଣିତ କରିଦେଇଛି ଏହି କରୋନା । ଏଥର ପ୍ରଧାନ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ଅନୁଯାୟୀ ସମସ୍ତେ ଘରେ ରହି ମାଙ୍କ ପୂଜା କରନ୍ତୁ । କାରଣ ପ୍ରତେକ ଘର ଗୋଟିଏ ମନ୍ଦିର ଆଉ ସବୁରି ଘରେ ମା ଅଛନ୍ତି । ଘରେ ମା ମାନଙ୍କୁ ପୂଜା କରନ୍ତୁ । ଏମିତିରେ ଏଥର କରୋନା କଟକଣା ସାଙ୍ଗକୁ କରୋନା ଭୟର ବାତାବରଣ ଖେଳାଇ ଦେଇଥିବା ଭିତରେ ବର୍ଷା ଦାଉ ସାଧିଛି ।

ତେଣୁ ପୂଜା ପେଣ୍ଡାଲ ସବୁ ଖାଁ ଖାଁ । ତେଣୁ ଶିକ୍ଷା ଦେଲା ଘର ଏକ ମନ୍ଦିର । ଘରେ ଅଛନ୍ତି ମା । ଆସନ୍ତୁ ଘରେ ରହି ଦୁର୍ଗା ମାଙ୍କୁ ନିଜର ମା ଭିତରେ ପୂଜା କରିବା । କରୋନାକୁ ପରାଜୟ କରିବା । ମାତୃ ଶକ୍ତିରେ କରୋନା ରୂପି ରାକ୍ଷସକୁ ପରାସ୍ତ କରି ସତ୍ୟର ପ୍ରତିଷ୍ଠା କରିବା । ଏହା ହେଉଛି ଆମ ଓଡିଶା ତାଜା ନିଉଜ ପକ୍ଷରୁ ମାଙ୍କ ନିକଟରେ ପ୍ରାର୍ଥନା । (ଚିଫ ଏଡିଟର,ସ୍ବରୂପ ଦାସ ।)

‘ଚିଫ ଏଡିଟର,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version