• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପାଇଁ ରୋଡ ଶୋ’ : ରିକ୍ସାରେ ବସି ପ୍ରଚାର କଲେ ଅଭିନେତ୍ରୀ ରାନୀ ପଣ୍ଡା

Proprietor Abhimanyu Maharana by Proprietor Abhimanyu Maharana
October 25, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପାଇଁ ରୋଡ ଶୋ’ : ରିକ୍ସାରେ ବସି ପ୍ରଚାର କଲେ ଅଭିନେତ୍ରୀ ରାନୀ ପଣ୍ଡା
Share on FacebookShare on TwitterWhatsapp

ବାଲେଶ୍ୱର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ପାଇଁ ପ୍ରଚାର କରିଛନ୍ତି ଅଭିନେତ୍ରୀ ରାନୀ ପଣ୍ଡା । ରାନୀ ବେଣୁଧରଙ୍କ ଗୋଡି ସାହି ସ୍ଥିତ ଘରେ ପହଞ୍ଚି ସାକ୍ଷାତ କରିବା ସହ ତାଙ୍କ ପାଇଁ ରୋଡ ଶୋ’ କରିଛନ୍ତି । ବେଣୁଙ୍କ ସହ ରିକ୍ସାରେ ବସି ରାନୀ ବିଭିନ୍ନ ବସ୍ତି ଏବଂ ଓ୍ୱାର୍ଡରେ ଭୋଟ୍‌ ଭିକ୍ଷା କରିଛନ୍ତି ।ରାନୀଙ୍କୁ ଫୁଲ ତୋଡ଼ା ଦେଇ ବେଣୁଧର ନିଜ ଘରକୁ ସ୍ୱାଗତ କରିଥିଲେ । ବେଣୁଧର ବାରିକଙ୍କ ଘରେ ପହଞ୍ଚି ରାନୀ ସେଠି ପଖାଳ ଖାଇଲଓ ତାପରେ ପ୍ରଚାରକୁ ବାହାରିଲେ । ଯାହାକୁ ନେଇ ଏବେ ସୋସିଆଲ ମିଡିଆରେ ଢ଼େର ଚର୍ଚ୍ଚା ଚାଲିଛି । ସେହି ପଖାଳ ମୁଠିଏ ରାନୀ ବେଶ୍‌ ଆନନ୍ଦରେ ଖାଉଥିବା ଦେଖାଯାଇଥିଲା ।

ଅନ୍ୟପଟେ ବେଣୁଧର ବାରିକଙ୍କ ଭଳି ଜଣେ ଗରିବ ପ୍ରାର୍ଥୀ କ’ଣ ବା ଆଉ ଦେଇଥାନ୍ତେ । ସେ ତାଙ୍କ ସକ୍ଷମ ଅନୁଯାୟୀ ରାନୀଙ୍କୁ ଖାଇବା ପାଇଁ ଦେଇଛନ୍ତି ବୋଲି ସୋସିଆଲ ମିଡିଆରେ ଅନେକ ମତ ଦେଇଛନ୍ତି । ସଜ ପଖାଳ ସାଙ୍ଗରେ ଥିଲା ଚିକେନ୍‌ କସା, ଆଳୁ ଭଜା, ବାଇଗଣ ଭଜା, କାକୁଡ଼ି ସାଲଡ୍‌ ଆଉ ଲୁଣ-ଲଙ୍କା-ଲେମ୍ବୁ-ପିଆଜ ।ବେଣୁଧରଙ୍କ ପେସା ତାଙ୍କର ଚୁଟି କାଟିବା । ଆଉ ନିଶା ହେଉଛି ସମାଜରେ ପରିବର୍ତ୍ତନ ଆଣିବା । 90 ବର୍ଷୀୟ ବେଣୁଧର ଦୀର୍ଘଦିନ ଧରି ବାଲେଶ୍ୱର ତଳି ଅଞ୍ଚଳରେ ରହୁଥିବା ଲୋକଙ୍କ ପାଇଁ ଲଢେଇ କରୁଥିଲେ । ଆଉ ଏବେ ଲୋକପ୍ରତିନିଧି ଭାବେ ନିର୍ବାଚିତ ହୋଇ ବସ୍ତି ବାସିନ୍ଦାଙ୍କ ପାଇଁ କାମ କରିବାକୁ ମନ ବଳାଇଛନ୍ତି ।

ଗୋଟିଏ ପଟେ ଦଳୀୟ ପ୍ରାର୍ଥୀମାନେ ଭୋଟ ଭିକ୍ଷା କରୁଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକଙ୍କ ଗୋଡ଼ ଧରୁଛନ୍ତି ଭୋଟର । ସହଯୋଗୀଙ୍କ ସହିତ ଘରକୁ ଘର ବୁଲି ସେ ଭୋଟ ପାଇଁ ନିବେଦନ କରୁଛନ୍ତି । ବିଜୟୀ ହେଲେ କଣ କରିବେ ସେ କଥା ମଧ୍ୟ ବୁଝାଇ ଦେଉଛନ୍ତି । ବେଣୁଙ୍କ ଚିହ୍ନ ହେଉଛି କେଟିଲ୍ । ଚୁଟି କାଟିବାକୁ ପେସା କରିଥିବା ବେଣୁଧର ସମାଜରେ ପରିବର୍ତ୍ତନ ଆଣିବା ଲାଗି ବାଲେଶ୍ୱର ସଦର ବିଧାନସଭା ଆସନ ଲାଗି ଉପ ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି । (ଦୀପ୍ତିମାନ ପତି ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version