• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ; ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା

Proprietor Abhimanyu Maharana by Proprietor Abhimanyu Maharana
October 26, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ; ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଅକ୍ଟୋବର ସୋମବାର) ଭୁବନେଶ୍ୱର  :– ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି । ଏହି ମାମଲାରେ ଜଡିତ ଅନ୍ୟ ଦୁଇ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ମଧ୍ୟ ସିବିଆଇ ସ୍ୱତନ୍ତ୍ର ଅଦାଲତ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ କରିଛନ୍ତି । ପୂର୍ବରୁ ଦଣ୍ଡ ଘୋଷଣା ନେଇ ସମୟ ଧାର୍ଯ୍ୟ ହୋଇଥିଲେ ମଧ୍ୟ କୌଣସି କାରଣ ଯୋଗୁ ଅଦାଲତ ଆଜି ଏହା ଘୋଷଣା କରିବେ ବୋଲି ପୁନର୍ବାର ଘୋଷଣା କରିଥିଲେ । ଏହି ମାମଲାରେ ସିବିଆଇ ଦିଲୀପଙ୍କୁ ଆଜୀବନ କାରାବାସ ପ୍ରଦାନ କରାଯିବା ନିମନ୍ତେ ସ୍ବତନ୍ତ୍ର ଅଦାଲତରେ ଯୁକ୍ତି ବାଢ଼ିଥିଲା ।

ଅନ୍ୟପକ୍ଷରେ ଦିଲିପଙ୍କ ଓକିଲ ତାଙ୍କର ବୟସ ଓ ପୂର୍ବର ଉତ୍ତମ ଛବିକୁ ଦୃଷ୍ଟିରେ ରଖି ଦଣ୍ଡ ବିଧାନ କୋହଳ କରିବାକୁ ଅଦାଲତରେ ଅନୁରୋଧ କରିଥିଲେ । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ସ୍ବତନ୍ତ୍ର ଅଦାଲତର ବିଚାରପତି ଭରତ ପରାଶର ଦଣ୍ଡାଦେଶ ଅକ୍ଟୋବର ୨୬ରେ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ । ୧୯୯୯ ମସିହାର କୋଇଲା ଦୁର୍ନୀତି ମାମଲାରେ ଦିଲୀପଙ୍କ ସହ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ଅଦାଲତ ପୂର୍ବରୁ ଦୋଷୀ ସାବ୍ୟସ୍ତ କରିଥିଲେ । ସେହିପରି କାଷ୍ଟନ୍ ଟେକନୋଲୋଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡକୁ ମଧ୍ୟ ଦୋଷୀ ସାବ୍ୟସ୍ତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version