• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ପ୍ରଶ୍ନ କଲେ ବାଲେଶ୍ୱର ଭୋଟର, ଭୋଟ ବେଳେ ଆସିଲ, ଜିତିବା ପରେ ଦିଲ୍ଲୀ ଚାଲିଗଲ : ମନ୍ତ୍ରୀଙ୍କ ଉତ୍ତର, ସାରା ଦେଶର ମନ୍ତ୍ରୀ କେବଳ ବାଲେଶ୍ୱରର ନୁହେଁ

Proprietor Abhimanyu Maharana by Proprietor Abhimanyu Maharana
October 27, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ପ୍ରଶ୍ନ କଲେ ବାଲେଶ୍ୱର ଭୋଟର, ଭୋଟ ବେଳେ ଆସିଲ, ଜିତିବା ପରେ ଦିଲ୍ଲୀ ଚାଲିଗଲ : ମନ୍ତ୍ରୀଙ୍କ ଉତ୍ତର, ସାରା ଦେଶର ମନ୍ତ୍ରୀ କେବଳ ବାଲେଶ୍ୱରର ନୁହେଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅକ୍ଟୋବର ମଙ୍ଗଳବାର) ବାଲେଶ୍ୱର :- ବାଲେଶ୍ୱର ସଦର ଉପନିର୍ବାଚନୀ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ପ୍ରଶ୍ନ କଲେ ବାଲେଶ୍ୱର ଭୋଟର । କହିଲେ, ୨୦୧୯ ଭୋଟ ବେଳେ ମନ୍ତ୍ରୀ ଭୋଟ ମାଗିବା ପାଇଁ ଆସିଥିଲେ, ଜିତିବା ପରେ ଦିଲ୍ଲୀ ଚାଲିଗଲେ । ହେଲେ ଏଥର ଆଉ କାମ କରିବ ନାହିଁ ମିଛ ପ୍ରତିଶ୍ରୁତି । ଜନତା ଭାବି ଚିନ୍ତି ନେତା ବାଛିବେ । ସେପଟେ ଜନତାଙ୍କ ପ୍ରଶ୍ନର ଉତର ରଖି ମନ୍ତ୍ରୀ କହିଛନ୍ତି ସେ ସାରା ଦେଶର ମନ୍ତ୍ରୀ, କେବଳ ବାଲେଶ୍ୱରର ନୁହେଁ । ତେଣୁ ସବୁ ବେଳେ ସବୁ ସ୍ଥିତିରେ ବାଲେଶ୍ୱରରେ ପହଂଚିବା ସମ୍ଭବ ହେଉନାହିଁ ।

ଉପନିର୍ବାଚନ ପାଇଁ ବାଲେଶ୍ୱରରେ ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ଘର ଘର ବୁଲି ଭୋଟ ପାଇଁ ଲୋକଙ୍କୁ ମନେଇବାକୁ ଚେଷ୍ଟା କରୁଛନ୍ତି । ସେହିପରି ଲୋକମାନେ ମଧ୍ୟ ନେତାମାନଙ୍କୁ ପାଖରେ ପାଇ ପ୍ରଶ୍ନ କରୁଛନ୍ତି । ଏଥର ବାଲେଶ୍ୱର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ଛିଡା ହୋଇଥିବା ବେଣୁଧର ବାରିକ ଚର୍ଚ୍ଚାରେ ରହିଛନ୍ତି । ସେ ସବୁ ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଅଧିକ ବୟସ୍କ ପ୍ରାର୍ଥୀ । ତାଙ୍କ ପାଇଁ ଅଭିନେତ୍ରୀ ରାନୀ ପଣ୍ଡା, ରାନୀ ପ୍ରିୟଦର୍ଶିନୀ ଆସି ପ୍ରଚାର କରିଛନ୍ତି । (ଦୀପ୍ତିମାନ ପତି /ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version