• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦିଲୀପ ରାୟଙ୍କୁ ବଡ ଆଶ୍ବସ୍ତି ! ସ୍ବତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ

Proprietor Abhimanyu Maharana by Proprietor Abhimanyu Maharana
October 27, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଙ୍କୁ ମିଳିଲା ଜାମିନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅକ୍ଟୋବର ମଙ୍ଗଳବାର) ଦିଲ୍ଲୀ :- ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀ ଦିଲୀପ ରାୟଙ୍କୁ ସିବିଆଇ ଦେଇଥିବା 3 ବର୍ଷ ଜେଲ୍ ଦଣ୍ଡାଦେଶକୁ ସସପେଣ୍ଡ କରିଛନ୍ତି । ସୂଚନା ଯୋଗ୍ୟ 1999 ଝାଡ଼ଖଣ୍ଡ କୋଲ ବ୍ଲକ ଆବଣ୍ଟନ ଅନିୟମିତତା ଅଭିଯୋଗରେ ସୋମବାର ସିବିଆଇ ଶ୍ରୀଯୁକ୍ତ ରାୟଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଥିଲେ । ଜେଲ ଦଣ୍ଡାଦେଶ ଶୁଣାଇବାର କିଛି ସମୟ ପରେ ଜଣେ ଜାମିନଦାର 1 ଲକ୍ଷ ଟଙ୍କା ମୁଚାଳିକା ବଦଳରେ ଦିଲୀପଙ୍କୁ ସ୍ପେସାଲ ସିବିଆଇ କୋର୍ଟ ଜମାନତ ମଂଜୁର କରିଥିଲେ । ସୂଚନା ମୁତାବକ 1999 ମସିହାରେ ଝାଡ଼ଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିହା ଆବଣ୍ଟନ କୋଇଲା ଖଣି ଅନିମିୟତତା ଅଭିଯୋଗରେ ଦିଲୀପଙ୍କ ସମେତ 4 ଜଣ ଦୋଷୀ ସାବ୍ୟସ୍ତ ହୋଇ ଥିଲେ । ଅକ୍ଟୋବର 6 ତାରିଖ ଏମାନଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର 14 ତାରିଖରେ ସ୍ପେସାଲ ସିବିଆଇ କୋର୍ଟରେ ଓ ଏମାନଙ୍କ ତରଫରୁ ଓକିଲ ମାନଙ୍କ ଦ୍ଵାରା ଦଣ୍ଡବିଧାନ ଉପରେ ଯୁକ୍ତି ଉପସ୍ଥାପନ କରାଯାଇଥିଲା ।

ସିବିଆଇ ଓକିଲ ଅଭିଯୁକ୍ତ ମାନଙ୍କୁ ଆଜୀବନ କାରାଦଣ୍ଡ ଦେବାକୁ ଯୁକ୍ତି ଦର୍ଶାଇଥିଲେ । ପ୍ରତିପକ୍ଷ ଓକିଲ ଅଭିଯୁକ୍ତ ମାନଙ୍କର ବୟସ ଓ ପୂର୍ବରୁ କୌଣସି ରେକର୍ଡ ନ ଥିବା ଦର୍ଶାଇ ଦଣ୍ଡାଦେଶକୁ କୋହଳ କରିବା ପାଇଁ ନିବେଦନ କରିଥିଲେ । ସିବିଆଇ ସ୍ପେସାଲ କୋର୍ଟର ବିଚାରପତି ଭରତ ପରାସର ଉଭୟଙ୍କ ପକ୍ଷ ଶୁଣିଲା ପରେ ରାୟ ସଂରକ୍ଷିତ ରଖିବା ସହିତ ସମସ୍ତଙ୍କୁ କୋର୍ଟରେ ଉପସ୍ଥିତ ହେବାପାଇଁ ନିର୍ଦେଶ ଦେଇଥିଲେ । ଏମାନଙ୍କ ବ୍ୟତୀତ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କୁ ଦୋଷୀ ସାବ୍ୟସ୍ତ ସହ 3 ବର୍ଷ ଜେଲ୍ ଓ 25 ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଘୋଷଣା କରାଯାଇଥିଲା । ସେହିଭଳି ପୂର୍ବତନ ଖଣି ସଚିବ ଏଚସି ଗୁପ୍ତାଙ୍କୁ ମଧ୍ୟ 3 ବର୍ଷ ଜେଲ୍ ଓ 1 ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଦିଆଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version