• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାଲେଶ୍ୱରରେ ଅପରାଜିତା ; ଚା’ ପିଇଲେ, ଦାନ୍ତକାଠି ଦୋକାନରୁ ଦାନ୍ତକାଠି, ଫୁଲ ଦୋକାନରୁ ଫୁଲ କିଣିଲେ, ଜଳଖିଆ ଦୋକାନକୁ ଯାଇ ରୁଟି ସେକିଲେ ।

Proprietor Abhimanyu Maharana by Proprietor Abhimanyu Maharana
October 28, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ବାଲେଶ୍ୱରରେ ଅପରାଜିତା ; ଚା’ ପିଇଲେ, ଦାନ୍ତକାଠି ଦୋକାନରୁ ଦାନ୍ତକାଠି, ଫୁଲ ଦୋକାନରୁ ଫୁଲ କିଣିଲେ, ଜଳଖିଆ ଦୋକାନକୁ ଯାଇ ରୁଟି ସେକିଲେ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅକ୍ଟୋବର ବୁଧବାର ) ବାଲେଶ୍ୱର :- ନଭେମ୍ୱର ୩ ତାରିଖରେ ହେବ ବାଲେଶ୍ୱର ସଦର ଉପନିର୍ବାଚନ । ସେଥିପାଇଁ ପ୍ରଚାର ଜୋରସୋର୍‌ରେ ଚାଲିଛି । ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଦ୍ୱିତୀୟ ଥର ପାଇଁ ବାଲେଶ୍ୱର ଯାଇ ବିଜେପି ପ୍ରାର୍ଥୀ ମନସ ଦତ୍ତଙ୍କ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି । ସେ ଆଜି ସକାଳେ ରାସ୍ତା କଡ଼ ଦୋକାନକୁ ଯାଇ ଚା’ ପିଇବା ସହିତ ଭର୍ଚୁଆଲ୍‌ ରାଲିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ତେଚ୍ଛା ତୀର ମାରିଛନ୍ତି । ଶ୍ରୀମତି ଷଡଙ୍ଗୀ ଆଜି ମେଡିକାଲ୍‌ ଛକ, ସିନେମା ଓ ଷ୍ଟେସନ୍‌ ଛକରେ ପ୍ରଚାର କରିଛନ୍ତି । ସେ ଚାହା କିଣି ପିଇବା ପରେ ତାଙ୍କ ସହିତ କଥା ହୋଇଥିଲେ ।

ପରେ ଦାନ୍ତକାଠି ଦୋକାନରୁ ଦାନ୍ତକାଠି, ଫୁଲ ଦୋକାନରୁ ଫୁଲ କିଣିଥିଲେ । ତା’ପରେ ଜଳଖିଆ ଦୋକାନକୁ ଯାଇ ରୁଟି ସେକିଥିଲେ । ଆଉ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ଆଉ ଦୋକନୀମାନେ ସେମାନଙ୍କ ସମସ୍ୟା ସମ୍ପର୍କରେ ସାଂସଦଙ୍କୁ ଅବଗତ କରାଇ ଥିଲେ । ଖାଲି ସେତିକି ନୁହେଁ, ସଫେଇ କର୍ମଚାରୀଙ୍କ ସହ ମଧ୍ୟ କଥା ହୋଇ ସୁବିଧା ଅସୁବିଧା ପଚାରି ବୁଝିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ୍‌ ରାଲିକୁ ସମାଲୋଚନା କରିଛନ୍ତି ଅପରାଜିତା । ସେ କହିଛନ୍ତି – “ଏହା ହାସ୍ୟାସ୍ପଦ କଥା । ରାଜ୍ୟ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହିତ ଛିଡ଼ା ହେବା କଥା ।

ମାତ୍ର ମୁଖ୍ୟମନ୍ତ୍ରୀ ତାହା ନକରି ଭର୍ଚୁଆଲ୍‌ ରାଲି କରୁଛନ୍ତି । ଏହାଠାରୁ ଦୁର୍ଭାଗ୍ୟର କଥା କଣ ଥାଇପାରେ ।” ବିଜେଡିର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ନେଇ ସେ କହିଛନ୍ତି-“ବିଜେଡି କର୍ମୀଙ୍କ କୋଭିଡ୍‌ କଟକଣା ଉଲ୍ଲଙ୍ଘନ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ୨୧ଟି ଫଟୋ ଓ ଭିଡିଓ ପଠାଇଥିଲି । ଯେଉଁଥିରେ ବିଜେଡି ବିଧାୟକ ଓ କର୍ମୀମାନେ କେମିତି କୋଭିଡ୍‌ ନିୟମକୁ ଉଲ୍ଲଙ୍ଘନ କରୁଛନ୍ତି, ତାହାର ପ୍ରମାଣ ରହିଛି । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବାର ୧୭ ଦିନ ହୋଇଗଲାଣି । ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି । ଏହା ନିଶ୍ଚିତ ଓଡ଼ିଶାବାସୀ ଦେଖୁଛନ୍ତି ।” (ଦୀପ୍ତିମାନ ପତି /ବାଲେଶ୍ୱର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version