• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାର୍କେଟ କମ୍ପ୍ଲେକ୍ସ ଜାଗାରୁ ଜବର ଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 30, 2020
in Uncategorized, ଓଡ଼ିଶା, ହୋମ୍
0
ମାର୍କେଟ କମ୍ପ୍ଲେକ୍ସ ଜାଗାରୁ ଜବର ଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଅକ୍ଟୋବର ଶୁକ୍ରବାର) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ସର୍ବ ବୃହତ ଜନବହୁଳ ସହର ହିଞ୍ଜିଳିକାଟୁ କୁ ପୌରପରିଷଦ ଭାବେ ମାନ୍ୟତା ପ୍ରଦାନ କରାଯାଇଛି । ବିଶେଷତଃ ହିଞ୍ଜିଳି ବିଧାୟକ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ନିର୍ବାଚନର ଅଂଶ ବିଶେଷ ଏହି ସହରର ଉନ୍ନତି ଦିଗରେ ତାଙ୍କ ଅବଦାନ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି।କରୋନା ମହାମାରୀ ଓ ଅନ୍ୟାନ୍ୟ କାରଣରୁ ସହରର ବହୁ ଉନ୍ନୟନ ପ୍ରକଳ୍ପ ଅସମ୍ପୂର୍ଣ୍ଣ ହୋଇ ଅଧପନ୍ତରିଆ ଭାବେ ଅଟକି ରହିଛି । ତନ୍ମଧ୍ୟରେ ସହରର ପ୍ରମୁଖ କେନ୍ଦ୍ର ସ୍ଥଳରେ ପ୍ରସ୍ତାବିତ ଥିବା ମାର୍କେଟ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ବିଳମ୍ବିତ ହୋଇ ଚାଲିଥିଲା । ସମ୍ପୃକ୍ତ ସ୍ଥାନରୁ ଉଚ୍ଛେଦ ନେଇ ବ୍ୟବସାୟୀ ଓ ପୌର ପରିଷଦ ମଧ୍ୟରେ ଆଲୋଚନା ହୋଇଥିଲା ଏବଂ ଦଶହରା ପର୍ବ ପରେ ହଟାଇବା ନେଇ ସହମତି ପାଇଥିଲା । ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ପୌର ପରିଷଦ ପକ୍ଷରୁ ମାର୍କେଟ କମ୍ପ୍ଲେକ୍ସର ନିରୁପିତ ଅଞ୍ଚଳରେ ଗୁରୁବାର ଜବର ଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଉଚ୍ଛେଦ ପ୍ରକ୍ରିୟା ବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରତି ସତର୍କ ଦୃଷ୍ଟି ଦେଇ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ ମନୋରଞ୍ଜନ ସାହୁଙ୍କ ସମେତ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ, ଅତିରିକ୍ତ ତହସିଲଦାର ଦେବରାଜ ପାତ୍ର, ସହକାରୀ ଯନ୍ତ୍ରୀ ଇଂ ଉମା ଚରଣ ପାଢ଼ୀ ଓ ଠିକାଦାର ସରୋଜ କୁମାର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଶାସନକୁ ସହଯୋଗ କରି ବ୍ୟବସାୟୀ ମାନେ ନିଜ ନିଜ ଦଖଲରେ ଥିବା ସ୍ଥାନକୁ ଖାଲି କରି ଦେଇଥିଲେ । ଉକ୍ତ ସ୍ଥାନରେ ୧.୫୦ କୋଟି ଟଙ୍କା ବ୍ୟୟ ଅଟକଳରେ ୧୮ ଶହ ବର୍ଗ ଫୁଟ ପରିମିତ ଜାଗାରେ ଏକ ଉନ୍ନତ ମାନର ମାର୍କେଟ କମ୍ପ୍ଲେକ୍ସ ନିର୍ମିତ ହେବା ଲକ୍ଷ୍ୟ ରହିଛି ବୋଲି ଡ଼ ସାହୁ ସୂଚନା ଦେଇଛନ୍ତି । ଉଚ୍ଛେଦ ପ୍ରକ୍ରିୟା ବେଳେ କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ମିଶ୍ର, ବିବେକାନନ୍ଦ ମହାପାତ୍ରଙ୍କ ସମେତ ପୁଲିସ ଓ ପୌର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ମୋଟା ମୋଟି ଉପରେ ଶାନ୍ତିପୂର୍ଣ ଭାବେ ଉଛେଦ ପ୍ରକ୍ରିୟା ଚାଲିଥିଲା ବୋଲି ଥାନା ଅଧିକାରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି ।
( ରିପୋର୍ଟ : ଶୁସାନ୍ତ ପ୍ରଧାନ
)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

May 10, 2026
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version