• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
October 30, 2020
in Uncategorized, ଓଡ଼ିଶା, ହୋମ୍
0
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ତ ଝାରବନ୍ଦ ଡାକ୍ତରଖାନା ପ୍ରାଙ୍ଗଣରେ ଡାକ୍ତର ମଧୁସ୍ମୀତା ମେହେରଙ୍କ ଅଧ୍ୟକ୍ଷତାରେ କରୋନା ଯୋଦ୍ଧା ଡାକ୍ତର, ନର୍ସ,ଏ ଏନ ଏମ ,ଅଙ୍ଗନୱାର୍ଡି କର୍ମୀ, ଆଶା ଦିଦିଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ ମୁଖ୍ଯଅତିଥି ଭାବେ ଯୋଗଦାନ କରି ଉପସ୍ଥିତ ଥିବା ଡାକ୍ତରଖାନା ର ସମସ୍ତ ଷ୍ଟାପ, ଝାରବନ୍ଦ, ଅମଠି,ଚଣ୍ତିଭଟା,ଗଠୁଗୁଡା ଆଦି ଗ୍ରାମ ପଞ୍ଚାୟତ ର ସମସ୍ତ ଆଶା ଦିଦି ଓ ଅଙ୍ଗନୱାର୍ଡି କର୍ମୀଙ୍କୁ ପାଦ ଧୋଇ ସମ୍ବର୍ଦ୍ଧିତ କରିଥିଲେ ।

ଉପସ୍ଥିତ ଅଙ୍ଗନୱାର୍ଡି କର୍ମୀ, ଆଶା ଦିଦି ମାନେ ତାଙ୍କର କେତେକ ସମସ୍ୟାକୁ ପୂର୍ବତନ ବିଧାୟକ ଶ୍ରୀ ପୁରୋହିତଙ୍କୁ ଅବଗତ କରିଥିଲେ । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅନ୍ଯ ମାନଙ୍କ ମଧ୍ୟରେ ଝାରବନ୍ଦ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀମତୀ କୁମୁଦିନୀ ସାହୁ, ଝାରବନ୍ଦ ସରପଞ୍ଚ ଶ୍ରୀମତୀ ଧନମତି ପାଣ୍ତେ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ହରିହର ସାହୁ, ଦୁର୍ଗା ପ୍ରସାଦ ଅଗ୍ରୱାଲ, ମାନ ଭଞୀନ ମିର୍ଦ୍ଧା, ଡା ଲମ୍ବୋଦର ପଣ୍ତା, ସୁମନ୍ତ ମୁନା,ଆଇନଜୀବୀ ଜୟ ନିଗମ,ମିଳନ ପାଣ୍ତେ ପ୍ରମୁଖ ଉପସ୍ଥିତ ରହି କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିଥିଲେ । ( ରିପୋର୍ଟ  – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱାସ କଲେଜ ଅଫ୍ ନର୍ସିଙ୍ଗ ପକ୍ଷରୁ ପୂଜ୍ୟ ସ୍ୱାମୀଜୀ ଶ୍ରୀ ସଦାନନ୍ଦ ସରସ୍ୱତୀଜୀଙ୍କୁ ସାଦର ସ୍ୱାଗତ ଜଣାଯାଇଥିଲା

ବିଶ୍ୱାସ କଲେଜ ଅଫ୍ ନର୍ସିଙ୍ଗ ପକ୍ଷରୁ ପୂଜ୍ୟ ସ୍ୱାମୀଜୀ ଶ୍ରୀ ସଦାନନ୍ଦ ସରସ୍ୱତୀଜୀଙ୍କୁ ସାଦର ସ୍ୱାଗତ ଜଣାଯାଇଥିଲା

July 9, 2026
ଦଧିଚି କଲେଜ ଅଫ୍ ଫାର୍ମାସି ପକ୍ଷରୁ AI ଉପରେ କର୍ମଶାଳା ଆୟୋଜିତ

ଦଧିଚି କଲେଜ ଅଫ୍ ଫାର୍ମାସି ପକ୍ଷରୁ AI ଉପରେ କର୍ମଶାଳା ଆୟୋଜିତ

July 9, 2026
କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଥାନା ଅଧିକାରୀ   ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘେରରେ

ବିୟୁଟି ମହାନ୍ତି ମୃତ୍ୟୁ ମାମଲାରେ ବଡ଼ ଖୁଲାସା , ପୋଷ୍ଟମର୍ଟମ ରିପୋର୍ଟରେ ଶ୍ୱାସରୁଦ୍ଧରୁ ମୃତ୍ୟୁ

July 9, 2026
ଗୋସେବାରୁ ଆରମ୍ଭ ହେଲା ଦଶମ ବାର୍ଷିକ ସେବା ମହୋତ୍ସବ

ଗୋସେବାରୁ ଆରମ୍ଭ ହେଲା ଦଶମ ବାର୍ଷିକ ସେବା ମହୋତ୍ସବ

July 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱାସ କଲେଜ ଅଫ୍ ନର୍ସିଙ୍ଗ ପକ୍ଷରୁ ପୂଜ୍ୟ ସ୍ୱାମୀଜୀ ଶ୍ରୀ ସଦାନନ୍ଦ ସରସ୍ୱତୀଜୀଙ୍କୁ ସାଦର ସ୍ୱାଗତ ଜଣାଯାଇଥିଲା

ବିଶ୍ୱାସ କଲେଜ ଅଫ୍ ନର୍ସିଙ୍ଗ ପକ୍ଷରୁ ପୂଜ୍ୟ ସ୍ୱାମୀଜୀ ଶ୍ରୀ ସଦାନନ୍ଦ ସରସ୍ୱତୀଜୀଙ୍କୁ ସାଦର ସ୍ୱାଗତ ଜଣାଯାଇଥିଲା

July 9, 2026
ଦଧିଚି କଲେଜ ଅଫ୍ ଫାର୍ମାସି ପକ୍ଷରୁ AI ଉପରେ କର୍ମଶାଳା ଆୟୋଜିତ

ଦଧିଚି କଲେଜ ଅଫ୍ ଫାର୍ମାସି ପକ୍ଷରୁ AI ଉପରେ କର୍ମଶାଳା ଆୟୋଜିତ

July 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version