• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଇଂଲଣ୍ଡକୁ ଫେରିଲା ଲକଡାଉନ

Proprietor Abhimanyu Maharana by Proprietor Abhimanyu Maharana
November 1, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ଇଂଲଣ୍ଡକୁ ଫେରିଲା ଲକଡାଉନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ନଭେମ୍ବର ରବିବାର) ଭୁବନେଶ୍ୱର :- ଇଂଲଣ୍ଡକୁ ଫେରିଲା ଲକଡାଉନ । ପ୍ରଧାନମନ୍ତ୍ରୀ ବୋରିସ ଜୋନସନ ୨ ଡିସେମ୍ବର ଯାଏଁ ଲକଡାଉନ ଘୋଷଣା କରିଛନ୍ତି । ଇଂଲଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିବା ପରେ ଏହି ପଦକ୍ଷେପ ନିଆଯାଇଛି । ତେବେ ଏହି ସମୟରେ ସ୍କୁଲ ଓ କଲେଜ ଖୋଲା ରହିବ । ତେବେ ରେସ୍ତୋରାଁ, ପବ , ହୋଟେଲ ବନ୍ଦ ରହିବ । ଲୋକଙ୍କ ଯିବା ଆସିବା ଉପରେ ବି ପ୍ରତିବନ୍ଧକ ଲଗାଯାଇଛି । ଗୋଟିଏ ମାସରେ ଲକଡାଉନ ଘୋଷଣା କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମନ୍ତ୍ରୀମଣ୍ଡଳ ସଦସ୍ୟଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ । ଇଂଲଣ୍ଡରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ବୈଠକରେ ଚିନ୍ତାପ୍ରକଟ କରାଯାଇ ଲକଡାଉନ କରିବାକୁ ନିଷ୍ପତ୍ତି ହୋଇଥିଲା ।

ବ୍ରିଟେନରେ ପ୍ରତ୍ୟେକ ଦିନ ୨୦ ହଜାରରୁ ଅଧିକ ଆକ୍ରାନ୍ତ ସାମ୍ନାକୁ ଆସୁଛି । କେବଳ ଇଂଲଣ୍ଡରେ ୨୪ ଘଂଟାରେ ପାଖାପାଖି ୩୦ ହଜାର ନୂଆ ମାମଲା ସାମ୍ନାକୁ ଆସିଛି । ବ୍ରିଟେନ ପ୍ରଧାନମନ୍ତ୍ରୀ ଏ ନେଇ ନିଜର ଟ୍ୱିଟରରେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ୪ ସପ୍ତାହ ପରେ ଏ ନେଇ ସମୀକ୍ଷା କରାଯିବ । ଏଥିରେ କୁହାଯାଇଛି , ଆବଶ୍ୟକ ପଡିଲେ ଘରୁ ବାହାରନ୍ତୁ । ନ ହେଲେ ଘରୁ କାମ କରନ୍ତୁ । ଆବଶ୍ୟକ ନଥିଲେ ଯାତ୍ରା ନ କରିବାକୁ ବି ପରାମର୍ଶ ଦିଆଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ, ବ୍ୟାୟାମ ଓ ଜରୁରୀ କାମ ପଡିଲେ ହିଁ ଘରୁ ବାହାରିବାକୁ ସ୍ଥାନୀୟ ସରକାର ପରାମର୍ଶ ଦେଇଛନ୍ତି । (ଚିଫ ଏଡିଟର,ସ୍ବରୂପ ଦାସ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

September 5, 2026
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

September 4, 2026
ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

September 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

ରଘୁ ଦିବାକର ଉଚ୍ଚ ବିଦ୍ୟାଳୟବିକାଶ ପାଇଁ ସମୀକ୍ଷା କଲେ, ବ୍ଲକ ଅଧ୍ୟକ୍ଷା

September 5, 2026
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version