• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସପ୍ତମ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 1, 2020
in Uncategorized, ଓଡ଼ିଶା, ହୋମ୍
0
ସପ୍ତମ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ନଭେମ୍ବର ରବିବାର ) ଦିଗପହଣ୍ଡି :- ଶନିବାର ଦିନ ଆସିକା ଡାକମଣ୍ଡଳ ଅଧୀନ କଙ୍କୋରଡା ଉପଡାକଘର ପରିସରରେ ସପ୍ତମ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଈଯାଈଛି l ୨୦୧୪ ମସିହା ଠାରୁ ପ୍ରତି ବର୍ଷ ଅକ୍ଟୋବର ୩୧ ତାରିଖରେ ଏହା ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଈ ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ପାଳିତ ହେଉଅଛି l ଏହି ଅବସରରେ ଆଜି କଙ୍କୋରଡା ଉପଡାକପାଳ ବିଦେଶୀ ମଳିକଙ୍କ ପୌରହିତ୍ଯରେ ଆୟୋଜିତ ସଭାରେ ଶିକ୍ଷା ବିକାଶ ସମିତିର ପ୍ରାଦେଶିକ ସଂଯୋଜକ ବଳରାମ ସାହୁ ଓ ଆସିକା ଡାକ ମଣ୍ଡଳ ପ୍ରତିନିଧି ସୀମାଞ୍ଚଳ ମହାରଣା ଅତିଥି ରୂପେ ଯୋଗ ଦେଇଥିଲେ l ଏହି ଅବସରରେ ଉପସ୍ଥିତ ଅତିଥିମାନେ ନୀରବ ପ୍ରାର୍ଥନା ସହ ଲୌହ ପୁରୁଷଙ୍କର ରାଷ୍ଟ୍ରପ୍ରେମ, ରାଷ୍ଟ୍ରୀୟ ଏକତା ପ୍ରତି ଅବଦାନ,

ଗଡ଼ଜାତ ରାଜ୍ୟସମୂହର ସମ୍ମିଶ୍ରଣ, ନଦୀ ଓ କେନାଲର ସଂଯୋଗୀକରଣ ଆଦି ଅବଦାନକୁ ମନେ ପକାଇ ଥିଲେ l ଅତିଥି ଶ୍ରୀ ସାହୁ ସମସ୍ତଙ୍କୁ ରାଷ୍ଟ୍ରୀୟ ଏକତା ନିମନ୍ତେ ଶପଥ ପାଠ କରାଇଥିଲେ l ଏହି କାର୍ଯ୍ଯକ୍ରମରେ ଆଡପଡା ଶାଖାଡାକପାଳ କୃଷ୍ଣଚନ୍ଦ୍ର ରାଉତ, ଦେଙ୍ଗାଡି ଶାଖାଡାକପାଳ ମନୋଜ କୁମାର ପଟ୍ଟନାୟକ, କଉଡିଆ ଶାଖାଡା କପାଳ ଦେବାଶିଷ ପଟ୍ଟନାୟକ ଓ କୁରୁଳା ଶାଖାଡାକପାଳ ରାମଚନ୍ଦ୍ର ପଟ୍ଟନାୟକ ଉପସ୍ଥିତ ଥିଲେ l ଡାକ କର୍ମଚାରୀ ପଞ୍ଚାନନ ଡାକୁଆ କାର୍ଯ୍ଯକ୍ରମ ପରିଚାଳନା କରିଥିବା ବେଳେ କୈଳାଶ ଚନ୍ଦ୍ର ଡାକୁଆ ଓ ରବିନ୍ଦ୍ର ପାଣିଗ୍ରାହୀ ସହଯୋଗ କରିଥିଲେ (ରିପୋର୍ଟ : ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version