• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାଲଗୋଦାମରୁ ଜବତ ହେଲା ଲକ୍ଷାଧିକ ଟଙ୍କାର ଭେଜାଲ ସାମଗ୍ରୀ ,ତିନି ଗିରଫ  

Proprietor Abhimanyu Maharana by Proprietor Abhimanyu Maharana
November 12, 2020
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ମାଲଗୋଦାମରୁ ଜବତ ହେଲା ଲକ୍ଷାଧିକ ଟଙ୍କାର ଭେଜାଲ ସାମଗ୍ରୀ ,ତିନି ଗିରଫ  
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ନଭେମ୍ବର ଗୁରୁବାର )କଟକ  :- କଟକ ମାଲଗୋଦାମରୁ ନକଲି ଗ୍ରୋସରୀ ସାମଗ୍ରୀକୁ , ବୁଧବାର ଦିନ ଜବତ କରିଛି ମାଲଗୋଦାମ ଥାନା ପୋଲିସ୍ । ଏହି କାରବାରରେ ସଂପୃକ୍ତ ତିନି ଜଣଙ୍କୁ ଅଟକ ରଖି ଅଧିକ ତଥ୍ୟ ଜାଣିବା ପାଇଁ ପଚରାଉଚରା ଚଳାଇଛି ପୋଲିସ । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ଧରାପଡିଥିବା ବ୍ୟକ୍ତିମାନେ ହେଲେ , କଟକ ଜିଲ୍ଲା ଗୋବିନ୍ଦପୁର ଥାନା, ନାହାଳପୁର ନିକଟସ୍ଥ ଗୁଣାଦୋଳ ଗ୍ରାମର, ୩୪ ବର୍ଷୀୟ ସଚ୍ଚିଦାନନ୍ଦ ସାହୁ , ସଚ୍ଚିଦାନନ୍ଦ କଟକର ସାର୍ତ୍ତୋଳରେ ରହୁଥିଲା । ଅନ୍ୟ ଦୁଇ ଜଣ ହେଲେ ଗଞ୍ଜାମ ଜିଲ୍ଲା ବାଲିପଦରର ଥାନା ଗୌଡିଆବରଦା ଗ୍ରାମର ୬୬ ବର୍ଷର ଯୁଦ୍ଧିଷ୍ଟିର ଜେନା , ଯୁଦ୍ଧିଷ୍ଟିର କଟକ ର ଶିଖରପୁର ବଟ ସାହିରେ ରହୁଥିଲେ । ଅନ୍ୟ ଜଣେ ହେଲେ କଟକ ଜଗତପୁର ଥାନା ନିମପୁର ଗ୍ରାମର ସେକ୍ ମିର୍ଜା , ମିର୍ଜା ଯୋବ୍ରା ଅଞ୍ଚଳର ମୁରାଦପାଟଣାରେ ରହୁଥିଲା । କଟକ ମାଲଗୋଦାମର ନା ଓଡିଆ ଏବଂ ବାହାର ରାଜ୍ୟରେ ରହିଛି । ଏଠାକୁ ଦୈନଦିନ ଓଡ଼ିଶା ଏବଂ ବିଭିନ୍ନ ରାଜରୁ ଖାଉଟି ସାମଗ୍ରୀ ବିକ୍ରୀ ପାଇଁ ଆସିଥାଏ ।

ଏଠାରୁ ଅନ୍ୟ ସ୍ଥାନକୁ ଖାଉଟି ସାମଗ୍ରୀ ବିକ୍ରି ପାଇଁ ବ୍ୟବସାୟୀ ମାନେ ଆସି କିଣି ଥାନ୍ତି । ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟକ୍ତି ନିଜର ଲାଭପାଇଁ ନିମ୍ନମାନର ସାମଗ୍ରୀକୁ ଅସଲି ଦାମରେ ବିକ୍ରୀ କରିଥାନ୍ତି । କଟକ ମାଲଗୋଦାମରେ ନକଲି ସାମଗ୍ରୀ ପ୍ରସ୍ତୁତ ହେଉଥିବା ବହୁ ପୁର୍ବରୁ ଅଭିଯୋଗ ହୋଇ ଆସୁଥିଲା । ତେବେ ବିଶେଷ ସୁତ୍ରରୁ ଖବର ପାଇ ଏ ସି ପି ଅମରେନ୍ଦ୍ର ପଣ୍ଡା ଏବଂ ଆଇ ଆଇ ସି ରବି ନାରାୟଣ ଭଞ୍ଜ ତାଙ୍କ ଟିମ୍ ସହ ଘଟଣା ସ୍ଥଳରେ ପହଞ୍ଚି , ଭେଜାଲ କାରବାର ଚାଲିଥିବା ଗୋଦାମ ଉପରେ ହଠାତ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ବିପୁଳ ପରିମାଣରେ ହଳଦୀଗୁଣ୍ଡ, ଲଙ୍କା ଗୁଣ୍ଡ, ଜିରା, ଧନିଆ, ବିଭିନ୍ନ ପ୍ରକାର ମସଲା ଗୁଣ୍ଡ ଆଦି ଅପମିଶ୍ରିତ ସାମଗ୍ରୀ କୁ ଜବତ କରିଛି ମାଲ ଗୋଦାମ ପୋଲିସ୍ । ଏହିସବୁ ସାମଗ୍ରୀ ମାଲଗୋଦାମ ସମେତ ଅନ୍ୟ ସ୍ଥାନକୁ ବିକ୍ରି ପାଇଁ ପଠାଯାଉଥିବାର ଖବର ପାଇଛି ପୋଲିସ୍ । ଜବତ ସାମଗ୍ରୀର ମୁଲ୍ୟ ଲକ୍ଷାଧିକ ଟଙ୍କା ହୋଇଥିବା ବେଳେ ଘଟଣାରେ ତିନିଜଣକୁ ଅଟକ ରଖି ଅଧିକ ତଦନ୍ତ କରୁଛି ମାଲଗୋଦାମ ଥାନା ପୋଲିସ୍ ।  (ରିପୋର୍ଟ -ଅମୂଲ୍ୟ କୁମାର ବାରିକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version