• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଏକ୍ସପ୍ରେସ ୱେ ନିର୍ମାଣର ଅଗ୍ରଗତି ସଂପର୍କୀତ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
November 12, 2020
in ଓଡ଼ିଶା, ବରଗଡ଼, ହୋମ୍
0
ବିଜୁ ଏକ୍ସପ୍ରେସ ୱେ ନିର୍ମାଣର ଅଗ୍ରଗତି ସଂପର୍କୀତ ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ନଭେମ୍ବର ,ଗୁରୁବାର ) ପଦ୍ମପୁର :- ସୋହେଲା ଠାରୁ ପାଇକମାଲ ବ୍ଲକ ସୀମା ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ସଂପର୍କୀତ ଅଗ୍ରଗତି ଉପରେ ଏକ ସମୀକ୍ଷା ବୈଠକ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ବରଗଡ଼ ଜିଲ୍ଲାପାଳ ଶ୍ରୀ ଦିପକ ରଞ୍ଜନ ଦାଶ ଯୋଗଦାନ କରି ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ପାଇଁ ବିଭିନ୍ନ ସ୍ଥାନରେ ରହିଥିବା ସମସ୍ୟା ବିଭାଗୀୟ ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିବା ସହିତ ସମସ୍ୟାର ନିରାକରଣ ପାଇଁ ପଦକ୍ଷେପ ନେବା ଉପରେ ଆଲୋଚନା କରିଥିଲେ । ବିଭିନ୍ନ ସ୍ଥାନରେ ବାକି ରହିଥିବା ଜମି ହସ୍ତାନ୍ତର ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ସହ ତତ୍ ସଂଲଗ୍ନ ଅନ୍ଯାନ୍ୟ ସମସ୍ୟାକୁ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଉପସ୍ଥିତ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୈଠକରେ ବରଗଡ଼ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ବିରଞ୍ଚି କୁମାର ମହାନ୍ତି, ପଦ୍ମପୁର

ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଶ୍ରୀ ଜିତେନ୍ଦ୍ରିୟ ମେହେର,ବିଜୁ ଏକ୍ସପ୍ରେସ ୱେ ନିର୍ମାଣର ଅଗ୍ରଗତି ଏବଂ ଜମି ହସ୍ତାନ୍ତର ସଂପର୍କୀତ ସମସ୍ୟା ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଉକ୍ତ ବୈଠକରେ ଅନ୍ଯ ମାନଙ୍କ ମଧ୍ୟରେ ପଦ୍ମପୁର ଉପ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ସୋହେଲା ତହସିଲଦାର ଶ୍ରୀ ମାନସ ରଞ୍ଜନ ସ୍ବାଇଁ, ପଦ୍ମପୁର ଭାରପ୍ରାପ୍ତ ତହସିଲଦାର ସରିତା ଗୁପ୍ତା,ପାଇକମାଲ ତହସିଲଦାର ଶ୍ରୀ ମନୋଜ କୁମାର ମେହେର,ପଦ୍ମପୁର ପୂର୍ତ୍ତ ବିଭାଗ ଜୁନିୟର ଇଞ୍ଜିନିୟରିଂ ଶ୍ରୀ ରାଜେନ୍ଦ୍ର କିଷାନ,ସବରେଜିଷ୍ଟ ଦୀପ୍ତିମୟୀ ଭୁଏ,ପାଇକମାଲ ପୂର୍ତ୍ତ ବିଭାଗ ଜୁନିୟର ଇଞ୍ଜିନିୟରିଂ ଦିଲ୍ଲୀପ କୁମାର ସାହୁ,ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।   (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version