• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାକ୍ଷରତା ଅଭିଯାନ ଉପରେ ଆଧାରିତ ନାଟକ ଆଏଁକ୍ ଥାଉ ଥାଉ କଣା ଉନ୍ମୋଚିତ।

Proprietor Abhimanyu Maharana by Proprietor Abhimanyu Maharana
November 14, 2020
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ସାକ୍ଷରତା ଅଭିଯାନ ଉପରେ ଆଧାରିତ ନାଟକ ଆଏଁକ୍ ଥାଉ ଥାଉ କଣା ଉନ୍ମୋଚିତ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ(୧୪ ନଭେମ୍ବର ଶନିବାର) କଳାହାଣ୍ଡି  : –  ପବିତ୍ର ଦିପାବଳୀ ଅବସରରେ ନର୍ଲା ବ୍ଳକ ଅନ୍ତର୍ଗତ ଲମସିଂହା ବାପୁଜୀ ୟଙ୍ଗ କ୍ଲବ ଆନୁକୂଲ୍ୟରେ ଆଏଁକ୍ ଥାଉ ଥାଉ କଣା ପୁସ୍ତକ ଉନ୍ମୋଚିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ମନୋଜ କୁମାର ପଟ୍ଟନାୟକ, ମୁଖ୍ୟ ବକ୍ତା ରୂପେ ନର୍ଲା ସମାଜ ଖବରକାଗଜ ପ୍ରତିନିଧି ମନୋଜ ଷଡ଼ଙ୍ଗୀ,ବରିଷ୍ଠ ଶିକ୍ଷାପ୍ରେମୀ ତଥା ବଂଶୀବାଦକ ବିଶେଶ୍ଵର ପଧାନ, ପୂର୍ବତନ ନର୍ଲା ବ୍ଳକ ଅଧ୍ୟକ୍ଷ ନୀଳମଣି ସାହୁଙ୍କ ଉପସ୍ଥିତରେ ପୁସ୍ତକଟି ଉନ୍ମୋଚିତ ହୋଇଛି ।

ସାକ୍ଷରତା ଅଭିଯାନ ଉପରେ ଆଧାରିତ ନାଟକଟିକୁ କନ୍ଧ ସଂସ୍କୃତିର ଗବେଷକ ମେଦିନୀଧର ଜାନି ରଚନା କରିଛନ୍ତି। ଉକ୍ତ ନାଟକଟି ୧୯୯୩ ମସିହାରେ ଲମସିଂହାର ତରୁଣ କଳାକାରଙ୍କୁ ନେଇ ମଞ୍ଚସ୍ଥ ହୋଇଥିଲା ଏବଂ ସେହି ସମୟରେ ନାଟକଟି ବେଶ ଲୋକପ୍ରିୟ ହୋଇଥିଲା ।

ଉନ୍ମୋଚନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଶତାବ୍ଦୀ ପୁରୁଷ ଧନେଶ୍ଵର ପଧାନ , ନିତ୍ୟାନନ୍ଦ ପଧାନ, ଅବସରପ୍ରାପ୍ତ ଶିକ୍ଷକ ଭଗବାନ ପଧାନ,କବି କୁମୁଦ ନାଏକ,ଦେଶରାଜ ଗଡତିଆ,ଚତୃଭୂଜ ସାହୁ,ବ୍ୟଙ୍ଗ କଳାକାର ଓମପ୍ରକାଶ ମାଝୀ, ଉମାଶଙ୍କର ପଧାନ,ଗଗନ ବିହାରୀ ସା ପ୍ରମୁଖ ଯୋଗଦାନ କରି ନାଟ୍ୟକାର ଶ୍ରୀ ଜାନୀଙ୍କ ଆନ୍ତରିକ ଉଦ୍ୟମକୁ ପ୍ରଶଂସା କରିଥିଲେ। ପୁସ୍ତକଟିକୁ କବି କୁଳମଣି ସାହୁଙ୍କ ଦ୍ଵାରା ପରିଚାଳିତ କୁଳଦୀପ ପବ୍ଳିକେଶନରେ ପ୍ରକାଶନ ହୋଇ ପ୍ରଚାର ପ୍ରସାର କରାଯାଇଛି। ଉତ୍ସବରେ ପୁଣି କୋଭିଡ ୧୯ ନିୟମକୁ ପାଳନ ପୂର୍ବକ ମାସ୍କ ବଣ୍ଟନ କରାଯାଇଛି। ଶେଷରେ ସୁନାମଧନ୍ୟ ଉଦଘୋଷକ ଯାଜ୍ଞସେନ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।      (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version