• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ଗାଇଡ ଲାଇନ୍ ଆଧାରରେ ଚାଲିଛି କାଳୀ ପୂଜା – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
November 15, 2020
in ଓଡ଼ିଶା, ବରଗଡ଼, ହୋମ୍
0
କରୋନା ଗାଇଡ ଲାଇନ୍ ଆଧାରରେ ଚାଲିଛି କାଳୀ ପୂଜା – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର ରବିବାର ) ପଦ୍ମପୁର :- ପଦ୍ମପୁର ହନୁମାନ ପଡା ସ୍ଥିତ କାଳୀ ମଣ୍ତ ପରେ, ସାର୍ବଜନିକ କାଳୀ ପୂଜା କମିଟି ତରଫରୁ କରୋନା ଗାଇଡ ଲାଇନ୍ ଆଧାରରେ ଏକ ନିଡାରମ୍ବର ପରିବେଶ ଭିତରେ ମାଁ ଶ୍ଯାମ କାଳୀଙ୍କ ପୂଜନୋତ୍ସବ ଚାଲିଛି ।

ଗତ କାଲି ସନ୍ଧ୍ୟାରେ ସୀମିତ ସଂଖ୍ଯକ ବ୍ଯକ୍ତି ବିଶେଷଙ୍କୁ ନେଇ ଖଣ୍ତାଧୂଆ ତଥା କଳସ ଯାତ୍ରା ଶୋଭାଯାତ୍ରା ବାହାରି ଥିଲା । ଆଗାମୀ ୧୮ ତାରିଖ ଯାଏ ଏଇ ପୂଜନୋତ୍ସବ ଅନୁଷ୍ଠିତ ହୋଇ ଘଟ ବିସର୍ଜନ କରାଯିବାର କାର୍ଯ୍ୟକ୍ରମ ରହିଛି । ପୂଜା ମଣ୍ତପକୁ ମାକ୍ସ ପିନ୍ଧି, ସାମାଜିକ ଦୂରତା ରକ୍ଷା କରି ଭକ୍ତ ମାନେ ଦେବୀଙ୍କ ଦର୍ଶନ କରିବାକୁ ଯାଉଛନ୍ତି ।

ଭକ୍ତ ମାନଙ୍କର ପ୍ରଦତ୍ତ ଭୋଗ ତଥା ପୂଜା ଥାଳିରେ ଟଙ୍କା ପଇସା ହେବା ଇତ୍ୟାଦି କୁ ପୂଜା କମିଟି ତରଫରୁ ନିଷିଦ୍ଧ କରି ଦିଆ ଯାଇଛି । କରୋନା କଟକଣା ଯୋଗୁଁ ବହୁ ଚର୍ଚ୍ଚିତ ” କାକରା ଭୋଗ ” କାର୍ଯ୍ୟକ୍ରମକୁ ଏ ଥରକ ପାଇଁ ସ୍ଥଗିତ ରଖାଯାଇଛି । ସେ ଯାହାବି ହେଉ ଖାଁ ଖାଁ ପରିବେଶ ଭିତରେ ରୀତିନୀତି ଅନୁସାରେ କେବଳ ପୂଜାର୍ଚ୍ଚନା ଚାଲିଛି (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version