• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡରେ ଜୁମ ଆପରେ ଜିଲ୍ଲସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 17, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡରେ ଜୁମ ଆପରେ ଜିଲ୍ଲସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ନଭେମ୍ବର,ମଙ୍ଗଳବାର ) ନୟାଗଡ :- ନୟାଗଡରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ଆଜି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ଼.ପ୍ରମୋଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜୁମ ଆପ ଦ୍ୱାରା ଆୟୋଜିତ ଭରଚୁଆଲ ମିଟିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି ।  ଭାରତୀୟ ପ୍ରେସ ପରିଷଦ ଦ୍ବାରା ପ୍ରଦତ୍ତ ପ୍ରସଙ୍ଗ “କରୋନା ମହାମାରୀ ସମୟରେ ଗଣମାଧ୍ୟମର ଭୂମିକା ଏବଂ ଏହାର ଗଣ ମାଧ୍ୟମ ଉପରେ ପ୍ରଭାବ” ଶୀର୍ଷକ ଉପରେ ଆଲୋଚନା ହୋଇଛି । ଏଥିରେ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ ମୁଖ୍ୟ ଅତିଥିଭାବେ ଯୋଗଦେଇ କିଭଳି କରୋନା ସମୟରେ ଗଣମାଧ୍ୟମ ଓ ପ୍ରଶାସନ ମଧ୍ୟରେ ସମନ୍ବୟ ଯୋଗୁଁ କରୋନା ମହାମାରୀ ମୁକାବିଲା କରିବାରେ ସହାୟକ ହେଉଛି ତାର ଅବତାରଣା କରିଥିଲେ ।

କରୋନା ସଂପର୍କିତ ଖବର ମୁଦ୍ରଣ ଓ ପ୍ରସାରଣ ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ଯଥୋଚିତ ନୀୟମ ପାଳନ ପୂର୍ବକ ନିର୍ଭିକତାର ସହ କାର୍ଯ୍ୟ କରିଛନ୍ତି । ମହାମାରୀ ମୁକାବିଲା ବେଳେ ସହଯୋଗ କରିଥିବାରୁ ଜିଲ୍ଲପାଳ ଡ଼ଃ ଟୁଡୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣେଇଥିଲେ । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ପ୍ରଦତ୍ତ ବିଷୟ ଉପରେ ସାର ଗର୍ଭକ ବକ୍ତବ୍ୟ ରଖିଥିବାବେଳେ, ପ୍ରମୋଦ ପଟ୍ଟନାୟକଙ୍କ ସମେତ ଜୁମ ଆପ ରେ ଯୋଗ ଦେଇଥିବା ଅନ୍ୟ ସମସ୍ତ ସାମ୍ବାଦିକ ମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଏ.ଡ଼ି.ଏମ. ବିଧାନ ଚନ୍ଦ୍ର ରାୟ,ଏସ.ଡି.ଏମ ଲଗ୍ନଜିତ ରାଉତ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । (ନୟାଗଡଜିଲ୍ଲା /ରିପୋର୍ଟ – ରାମକୃଷ୍ଣ ରଥ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
Odisha poised to emerge as a global investment  destination : Dr Mukesh Mahaling

Odisha poised to emerge as a global investment destination : Dr Mukesh Mahaling

October 30, 2026
ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

ଜିଲ୍ଲାପାଳଙ୍କ ପାରାଢିପି ପଞ୍ଚାୟତ ପରିଦର୍ଶନ

October 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version