• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି : “ଦିଶା” ଜିଲ୍ଲା ଉନ୍ନତିକରଣ ସମନ୍ୱୟ ଓ ତଦାରଖ କମିଟି ବୈଠକ ଅନୁଷ୍ଠିତ ।

Proprietor Abhimanyu Maharana by Proprietor Abhimanyu Maharana
November 18, 2020
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି : “ଦିଶା” ଜିଲ୍ଲା ଉନ୍ନତିକରଣ ସମନ୍ୱୟ ଓ ତଦାରଖ କମିଟି ବୈଠକ ଅନୁଷ୍ଠିତ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ନଭେମ୍ବର,ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଆନୁକୂଲ୍ୟ’ରେ ଭାରତ ସରକାର’ଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଅନ୍ତର୍ଗତ ପଞ୍ଚାୟତ-ରାଜ ଅଧିନସ୍ତ “ଦିଶା”ର ଗଜପତି ଜିଲ୍ଲା ଉନ୍ନତିକରଣ ସମନ୍ୱୟ ଓ ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟି’ର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ , ଏହି କାର୍ଯ୍ୟକ୍ରମ’ରେ ଅଧ୍ୟକ୍ଷତା କରି ଗଜପତି ଜିଲ୍ଲା’ରେ ଥିବା ବିଭିନ୍ନ ବିଭାଗ’କୁ ବହୁ କେନ୍ଦ୍ରୀୟ ଯୋଜନା’ରେ କୋଟି କୋଟି ଟଙ୍କା ଆସି କାର୍ଯ୍ୟକାରୀ ହେଉଛି । ଏ ଦିଗରେ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଜିଲ୍ଲା’ର ବିକାଶ ଓ ଜିଲ୍ଲା’କୁ ଉନ୍ନତି ପଥ’ରେ ଆଗେଇ ନେବା ଲକ୍ଷ ପ୍ରତି ଦୃଷ୍ଟିରେ ରଖି ସ୍ୱଚ୍ଛତା ଓ ସମନ୍ୱୟ ରଖି କାର୍ଯ୍ୟ କରିବା’କୁ ପରାମର୍ଶ ଦେଇଥିଲେ ।

ଡ଼ିଆରଡ଼ିଏ:ର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହେଶ କୁମାର ଚୌଧୁରୀ, ବୈଠକ କାର୍ଯ୍ୟକ୍ରମ ପରିଚାଳନା କରି “ଦିଶା” ହେଉଛି ଦିଗଦର୍ଶନ । ସମସ୍ତ ବିଭାଗୀୟ ଅଧିକାରୀ , ସେମାନଙ୍କ ବିଭାଗ’କୁ କେତେ ପରିମାଣ’ର କେନ୍ଦ୍ରୀୟ ଯୋଜନା ଆସିଛି, କଣ ସବୁ କାମ ହୋଇଛି ଏବଂ ଏହା ଦ୍ବାରା ଅଞ୍ଚଳବାସୀ କେତେ ପରିମାଣ’ର ଉପକୃତ ହୋଇଛନ୍ତି , ତାହା ବୈଠକ’ରେ ଅବଗତ କରାଇବା ଏହାର ମୁଖ୍ୟ ଉଦ୍ଦେଶ ବୋଲି କହିଥିଲେ । କମିଟି’ର ଆବାହକ ତଥା ଜିଲ୍ଲାପାଳ ଶ୍ରୀ ଅନୁପମ ଶାହା, ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ଲୋକାଭିମୁଖୀ କାର୍ଯ୍ୟ କରିବା, ହେଉଛି କେନ୍ଦ୍ର ସରକାର’ଙ୍କ ଏହା ଏକ ଭିଜନ । ବିଭିନ୍ନ ବିଭାଗ ମାଧ୍ୟମ’ରେ ଆସୁଥିବା କେନ୍ଦ୍ରୀୟ ଯୋଜନା ସବୁ କିଭଳି କାର୍ଯ୍ୟକାରୀ ହେଉଛି ଏବଂ ତାହା କେତେ ଓ କେଉଁଠାରେ କିଭଳି ଅଗ୍ରଗତି ହୋଇଛି, ସେସବୁ ଏହି ବୈଠକ’ରେ ଅବଗତ କରା ଯାଇଥାଏ ।

ଏହି ବୈଠକ’ରେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ: ନାରାୟଣ ରାଓ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନିତା ରାଣୀ ବେହେରା ପ୍ରମୁଖ ମଞ୍ଚଆସିନ ରହି ବିଭିନ୍ନ କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରିତା ବେଳେ ସମସ୍ତଙ୍କ ସହଯୋଗ ରହିବା ଆବଶ୍ୟକ , ଅନ୍ୟ ପକ୍ଷରେ ଯେଉଁ କାର୍ଯ୍ୟ କଲେ ଅଞ୍ଚଳବାସୀ ଉପକୃତ ହୋଇପାରିବ, ସେଭଳି କାର୍ଯ୍ୟ କରାଯିବା ଉପରେ ଗୁରୁତ୍ୱାରୋପ କରି ଏହା ହେଲେ “ଦିଶା’ର ପ୍ରକୃତ ଅର୍ଥ ଦିଗଦର୍ଶନ ସାଧିତ ହୋଇପାରିବ ବୋଲି କହିଥିଲେ । ଉପରୋକ୍ତ କାର୍ଯ୍ୟକ୍ରମ’ରେ ମୁଖ୍ୟତଃ ଭାବେ ବିଭିନ୍ନ ବିଭାଗ’କୁ ଆସିଥିବା ବିଭିନ୍ନ କେନ୍ଦ୍ରୀୟ ଯୋଜନା ଯଥା:- ଜାତୀୟ ଗ୍ରାମୀଣ ପାନୀୟ ଜଳ ଯୋଜନା କାର୍ଯ୍ୟକ୍ରମ , ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା , ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା , ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା, ଜାତୀୟ ସ୍ୱାସ୍ଥ୍ୟ ମିଶନ , ସମନ୍ୱିତ ଶିଶୁ ବିକାଶ ଯୋଜନା , ସର୍ବଶିକ୍ଷା ଯୋଜନା, ଦୀନ ଦୟାଲ ଉପାଧ୍ୟାୟ ଗ୍ରାମଜ୍ୟୋତି ଯୋଜନା , ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସ୍ୱଚ୍ଛ ଭାରତ ମିଶନ, ସାଂସଦ ଆଞ୍ଚଳିକ ବିକାଶ ପାଣ୍ଠି ପ୍ରଭୃତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ।

ଏହି କାର୍ଯ୍ୟକ୍ରମ’ରେ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇ ନିଜ ବିଭାଗ ପକ୍ଷରୁ କସର୍ଯ୍ୟକାରୀତା ହେଉଥିବା କେନ୍ଦ୍ରୀୟ ଯୋଜନା’ର କାର୍ଯ୍ୟକାରିତା ଓ ସଫଳତା ଉପରେ ବୈଠକରେ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମ’ରେ ସମସ୍ତ ବ୍ଲକ’ର ବ୍ଲକ ଅଧ୍ୟକ୍ଷ/ଅଧ୍ୟକ୍ଷା ,ଏବଂ ବିଡ଼ିଓ ମାନଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇ ଆଲୋଚନା’ରେ ଅଂଶଗ୍ରହଣ କରିଥିଲେ ।   (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version