• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକରେ ପିସି ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତାଗିତ ଅକାମୀ ବିଡିଓ ଓ ଅନ୍ୟ ଅଧିକାରୀଙ୍କ ପିସି ବିରୋଧରେ ସରପଞ୍ଚ ସଂଘ ଫେରାଦ

Proprietor Abhimanyu Maharana by Proprietor Abhimanyu Maharana
November 20, 2020
in ଓଡ଼ିଶା, ବରଗଡ଼, ହୋମ୍
0
ବ୍ଲକରେ ପିସି ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତାଗିତ ଅକାମୀ ବିଡିଓ ଓ ଅନ୍ୟ ଅଧିକାରୀଙ୍କ ପିସି ବିରୋଧରେ ସରପଞ୍ଚ ସଂଘ ଫେରାଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ନଭେମ୍ବର ଶୁକ୍ରବାର ) ପଦ୍ମପୁର :- ଗତ ୩ବର୍ଷ ତଳେ ବ୍ଲକ ମାନଙ୍କରେ ଚାଲିଥିବା ବ୍ଯାପକ ପିସି କାରବାରକୁ ପୂର୍ଣ୍ଣଚ୍ଛେଦ ପକାଇବା ପାଇଁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ଲକରେ ପିସି ବନ୍ଦ ପାଇଁ ଅଧିକାରୀ ମାନଙ୍କୁ କଡା ତାଗିତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ତାଗିତ ସେ ସମୟରେ ଓଡିଶାରେ ଏକ ବଡ ରାଜନୈତିକ ବାଦ ବିବାଦ ତିଆରି କରିଥିଲା । ମୁଖ୍ୟମନ୍ତ୍ରୀଙ୍କ ତାଗିତ ସତ୍ତ୍ବେ ବିଡିଓ,ଜେଇ, ଅନ୍ୟ ଅଧିକାରୀ ମାନେ କାହାକୁ ଖାତିର ନ କରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଠୁ ଆରମ୍ଭ କରି ବିଭିନ୍ନ ପ୍ରକାର ଉନ୍ନୟନ ମୂଳକ କାର୍ଯ୍ୟରେ ବ୍ଯାପକ ପିସି କାରବାର ହେଉଥିବା ଅଭିଯୋଗ ହୋଇ ଆସୁଛି । ଉନ୍ନୟନ ମୂଳକ କାମ ଅତି ନିମ୍ନ ମାନର କରି ସାରା ରାଜ୍ୟରେ ବ୍ଲକ ମାନଙ୍କରେ ବ୍ଯାପକ ପିସି କାରବାର ଚାଲିଛି ।

ଏ ଭଲି ଏକ ଗୁରୁତର ଅଭିଯୋଗ ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକର ସରପଞ୍ଚ ସଂଘ ଅଭିଯୋଗ କରିବା ସହ ଗତ ତା ୧୯ ୵ ୧୧ ୵ ୨୦ ରିଖ ଦିନ ପାଇକମାଲ ବ୍ଲକ ସରପଞ୍ଚ ସଂଘର ପ୍ରତିନିଧି ମଣ୍ତଳି ପଦ୍ମପୁର ଉପ ଜିଲ୍ଲାପାଳଙ୍କୁ ଭେଟି ଏକ ଲିଖିତ ଅଭିଯୋଗ କରିଛନ୍ତି । ଗ୍ରାମ ପଞ୍ଚାୟତରେ ଚାଳିଥିବା ଉନ୍ନୟନ କାମରେ ବିଡିଓ ଙ୍କ ୨% ଜିପିଓ ଙ୍କ ୧% ଓ ସେହି ହିସାବରେ ଆସିଷ୍ଟାଣ୍ଟା ଇଂଜିନିୟର,ଜେଇ ମାନଙ୍କୁ ନିର୍ଦ୍ଦିଷ୍ଟ ଭାଗ ନ ଦେଲେ ଫାଇଲ ରେ ଦସ୍ତଖତ କରୁ ନାହାନ୍ତି ବୋଲି ସରପଞ୍ଚ ମାନେ ଅଭିଯୋଗ କରିଛନ୍ତି । ସବୁଠୁ ବଡ ଆଶ୍ଚର୍ୟ୍ଯ ର କଥା ଯେ ଅଭିଯୋଗ କରିଥିବା ସରପଞ୍ଚ ମାନେ ଶାସକ ବିଜୁ ଜନତା ଦଳକୁ ପ୍ରତିନିଧିତ୍ବ କରୁଛନ୍ତି ।

ଉପ ଜିଲ୍ଲାପାଳଙ୍କ ଠାରେ ଲିଖିତ ଅଭିଯୋଗ କରିଥିବା ପାଇକମାଲ ବ୍ଲକ ସରପଞ୍ଚ ସଂଘର ସଭାପତି ଶ୍ରୀ ଧବଳେଶ୍ବର ସାହୁ ବିଜେଡି ର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ ବିଜେଡି ର ଅନ୍ଯ ସରପଞ୍ଚ ଭେଙ୍ଗରାଜପୁର ସରପଞ୍ଚ ଭୀଷ୍ମଦେବ ସାହୁ, ଝିଟିକି ସରପଞ୍ଚ ସୁନିତା ପ୍ରଧାନ, ମିଠାପାଲ ସରପଞ୍ଚ ସହଦେବ ଧରୁଆ, ମାଣ୍ତୋସିଲ ସରପଞ୍ଚ ହିମାଦ୍ରୀ ପୁଟା, ଜାମସେଠ ସରପଞ୍ଚ ତମ୍ବା ତାଣ୍ତି, ପଲସଦା ସରପଞ୍ଚ ଅଞୀନି ବାଗ ଆଦି ଉପ ଜିଲ୍ଲାପାଳଙ୍କୁ ଭେଟି ପାଇକମାଲ ବ୍ଲକ ପିସି କାରବାର ର ତଦନ୍ତ ପାଇଁ ଦାବି କରିଛନ୍ତି ।(ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version