• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପେନ୍ଦ୍ର ପାଢ଼ୀଙ୍କୁ ଚଳିତ ବର୍ଷର ମହତାବ ସମ୍ମାନ ମହତାବ ଏକାଡେମୀ ପକ୍ଷରୁ ୧୨୧ତମ ମହତାବ ଜୟନ୍ତୀ ପାଳିତ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
November 23, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଉପେନ୍ଦ୍ର ପାଢ଼ୀଙ୍କୁ ଚଳିତ ବର୍ଷର ମହତାବ ସମ୍ମାନ ମହତାବ ଏକାଡେମୀ ପକ୍ଷରୁ ୧୨୧ତମ ମହତାବ ଜୟନ୍ତୀ ପାଳିତ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୨ ନଭେମ୍ବର ରବିବାର) ଭୁବନେଶ୍ୱର :- ନବ ଉତ୍କଳର ନିର୍ମାତା ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅବିଭକ୍ତ ବମ୍ବେ ପ୍ରଦେଶର ପୂର୍ବତନ ରାଜ୍ୟପାଳ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୧ତମ ଜୟନ୍ତୀ ଉତ୍ସବ ଆଜି ଅପରାହ୍ନରେ ଜୁମ୍ ଭିଡିଓ ଯୋଗେ ମହତାବ ଏକାଡେମୀ, ଓଡିଶା ପକ୍ଷରୁ ଅଧ୍ୟକ୍ଷ ଡକ୍ଟର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ପାଳିତ ହୋଇଯାଇଛି । ଡକ୍ଟର ମହତାବଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ପରେ ବିଶିଷ୍ଟ ସନ୍ଥ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି କହିଲେ ଯେ ଡ. ହରେକୃଷ୍ଣ ମହତାବଙ୍କ ତ୍ୟାଗର ପଟାନ୍ତର ନାହିଁ । ଓଡିଶାରେ ଯଦି କେହି ଜଣେ ଭାରତରତ୍ନ ପାଇବା ପାଇଁ ଯୋଗ୍ୟ ସେ ହେଲେ ସ୍ୱର୍ଗତ ମହତାବ ।

ଜୀବିତାବସ୍ଥାରେ ତାଙ୍କର ସ୍ୱପ୍ନକୁ ସାକାର କରିବା ପାଇଁ ସେ ଓଡିଶାକୁ ଏକ ଉନ୍ନତ ରାଜ୍ୟରେ ପହଂଚାଇବା ପାଇଁ ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଚେଷ୍ଟା କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ କୁଳପତି ଡ. ବିମଳେନ୍ଦୁ ମହାନ୍ତି କହିଲେ ଯେ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠା ଡ. ମହତାବଙ୍କ ଦୂରଦୃଷ୍ଟିର ଏକ ଉଦାହରଣମାତ୍ର । ଓଡିଶା ଓ ଓଡିଶାବାସୀଙ୍କୁ ସର୍ବତ୍ର ଭାବେ ସୁରକ୍ଷିତ ରଖିବା ପାଇଁ ହୀରାକୁଦ ବନ୍ଧ ଥିଲା ତାଙ୍କର ଏକ ଅଭିନବ ପରିକଳ୍ପନା । ଅନ୍ୟତମ ଅତିଥି କିସ୍ ବିଶ୍ୱବିଦ୍ୟାଳୟର ଉପଦେଷ୍ଟା ଡ. ହରେକୃଷ୍ଣ ଶତପଥି କହିଲେ ଯେ ଓଡିଶାର ଯୁବଶକ୍ତିକୁ ଉପଯୋଗ କରିବା ପାଇଁ ରାଉରକେଲା ଇସ୍ପାତ କାରଖାନା ଭଳି ପ୍ରକଳ୍ପର ପ୍ରତିଷ୍ଠା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ଡ. ବଦ୍ରିନାଥ ପଟ୍ଟନାୟକ, ଡ. ସୌରେନ୍ଦ୍ର କୁମାର ମହାପାତ୍ର, ଡ. ଯୁଧିଷ୍ଠିର ଖଟୁଆ, ଅଧ୍ୟାପକ ପ୍ରଣବ ପାଟ୍ଟଯୋଶୀ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ ଡ. ମହତାବଙ୍କୁ ଓଡିଆ ଜାତି ଯଥୋଚିତ ସମ୍ମାନ ଦେବାରେ ଅବହେଳା କରିଛି ।

ଏଥିପାଇଁ ଓଡିଶାର ଉତରପୀଢ଼ୀ ଓଡିଆ ଜାତିକୁ କ୍ଷମା ଦେବେ ନାହିଁ । ଶ୍ରଦ୍ଧାଞ୍ଜଳି ଜଣାଇ ସମାଜସେବୀ ନିବେଦିତା ଭଞ୍ଜ, ତନୁଜା ରଥ, ଦେବଜାନୀ ରାଉତରାୟ, ଚିତ୍ରଲେଖା ମହାନ୍ତି ପ୍ରମୁଖ ମହାନ୍ ଜନନେତା ଡ. ମହତାବଙ୍କ କାର୍ଯ୍ୟର ଭୁରି ଭୁରି ପ୍ରଶଂସା କରିଥିଲେ । ଚଳିତ ବର୍ଷ ମହତାବ ଏକାଡେମୀ ପକ୍ଷରୁ ମହତାବ ସମ୍ମାନ ଓଡିଶାର ବିଶିଷ୍ଟ ସାମ୍ବାଦିକ ତଥା ଡ. ହରେକୃଷ୍ଣ ମହତାବଙ୍କ ପ୍ରତି ସମର୍ପିତ ବ୍ୟକ୍ତିତ୍ୱ ଉପେନ୍ଦ୍ର କୁମାର ପାଢ଼ୀଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଡ. ଜ୍ଞାନେନ୍ଦ୍ର ଘୋଷଣା କରିଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା ବେଦପାଠ କରିଥିଲେ ଏବଂ ଇଂ. ବିବେକାନନ୍ଦ ପାତ୍ର ସ୍ୱାଗତ ଭାଷଣ ଓ ବାସ୍ତୁବିତ୍ ଡ. ମନୋଜ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026
ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ

ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version