• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିକାଟୁରେ ଆରମ୍ଭ ହେଲା ମୋ ୱାର୍ଡ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
November 26, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିକାଟୁରେ ଆରମ୍ଭ ହେଲା ମୋ ୱାର୍ଡ ଅଭିଯାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ନଭେମ୍ବର ଗୁରୁବାର ) ହିଞ୍ଜିଳିକାଟୁ  : – ରାଜ୍ୟ ମୁଖିଆଙ୍କ ଗଡ ହିଞ୍ଜିଳିକାଟୁ ପୈାରାଞ୍ଚଳରେ ଆରମ୍ଭ ହେଲା ମୋ ୱାର୍ଡ ଅଭିଯାନ । ପୈାରାଞ୍ଚଳର ୨୧ ଟି ୱାର୍ଡ ରେ ଏହି ଅଭିଯାନ କାର୍ଯ୍ୟକ୍ଷମ କରାଯିବ । ମଙ୍ଗଳବାର ସ୍ଥାନୀୟ ପୈାରାଞ୍ଚଳର ୨ନମ୍ବର ଓ୍ବାର୍ଡରେ ପୈାର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ ସାହୁଙ୍କ ତତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ନିଜ ନିଜ ୱାର୍ଡ ର ଉନ୍ନତିକରଣ ଦିଗରେ ଜନସାଧାରଣ ସମ୍ପୁର୍ଣ୍ଣ ସହ ଯୋଗ କରିବା ଦରକାର । ଏଣୁ ଏଥିରେ ୱାର୍ଡ ବାସିନ୍ଦାଙ୍କ ଭାଗିଦାରୀ ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ ବୋଲି ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ କୁଲାଙ୍ଗେ କହିଥିଲେ ।

ଅନୁରୂପ ଭାବେ ବୁଧବାର ସନ୍ଧ୍ୟାରେ ୫ନଂ ୱାର୍ଡ ର ମୋ ୱାର୍ଡ ଅଭିଯାନ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଡିଆରଡିଏ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗଦେଇ ସଂପୃକ୍ତ ୱାର୍ଡ ର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରି ଏହାର ନିରାକରଣ କିଭଳି ହୋଇପାରିବ ସେ ସଂପର୍କରେ ମତବ୍ୟକ୍ତ କରିଥିଲେ ।

ମୁଖ୍ୟତଃ ପରିମଳ ବ୍ୟବସ୍ଥାର ଉନ୍ନତି, ପାନୀୟଜଳ,ଡଷ୍ଟବିନ୍ ବ୍ୟବହାର କରିବା ,ଷ୍ଟ୍ରିଟ ଲାଇଟ ,ବୃକ୍ଷରୋପଣ ଓ ଅନ୍ୟାନ୍ୟ ୱାର୍ଡ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିଲା । ଏଥିରେ ପୂର୍ବତନ ରାଜ୍ୟ ବିଜେପି ଉପସଭାପତି ଦେବାନନ୍ଦ ମହାପାତ୍ର, ପୂର୍ବତନ ଅଧ୍ୟକ୍ଷା କସ୍ତୁରୀ ସେଠି, ନକୁଳ ସେଠି, ଦ୍ବିତୀକୃଷ୍ଣ ସାବତ, କାଶିନାଥ ଦାଶ, ରଶ୍ମିତା ସେନାପତି, ପ୍ରଦିପ ପଣ୍ଡା, ଶଙ୍କର ଗଉଡଙ୍କ ସମେତ ସଂପୃକ୍ତ ସାହିର ବହୁ ଜନସାଧାରଣ ଉପସ୍ଥିତ ଥିଲେ ।     (ରିପୋର୍ଟ ଶୁସାନ୍ତ ପ୍ରଧାନ ହିଞ୍ଜିଳିକାଟୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version