• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବଭାରତୀୟ ବନ୍ଦ ଡାକରାରେ ଅଙ୍ଗନବାଡ଼ୀ ସଂଗଠନର ରାଜ୍ୟ ସାଧାରଣ ସମ୍ପାଦିକାଙ୍କ ନେତୃତ୍ଵରେ ୫୫ନଂ ଜାତୀୟ ରାଜପଥ ଅବରୋଧ ; ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
November 26, 2020
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ସର୍ବଭାରତୀୟ ବନ୍ଦ ଡାକରାରେ ଅଙ୍ଗନବାଡ଼ୀ ସଂଗଠନର ରାଜ୍ୟ ସାଧାରଣ ସମ୍ପାଦିକାଙ୍କ ନେତୃତ୍ଵରେ ୫୫ନଂ ଜାତୀୟ ରାଜପଥ ଅବରୋଧ ; ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ନଭେମ୍ବର ଗୁରୁବାର) ଢେଙ୍କାନାଳ :- କେନ୍ଦ୍ର ସରକାର ଶ୍ରମିକମାନଙ୍କୁ ଅଣଦେଖା କରି ଶ୍ରମକୋର୍ଡକୁ ବାତିଲ, କୃଷି ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଆଜି ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନର ଦେଶବ୍ୟାପୀ ବନ୍ଦ ଡାକରାରେ ଅଙ୍ଗନବାଡ଼ୀ ସଂଗଠନର ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ହରପ୍ରିୟା ସ୍ଵାଇଁଙ୍କ ନେତୃତ୍ବରେ ଜିଲ୍ଲା ଅଙ୍ଗନବାଡ଼ୀ କର୍ମୀମାନେ ଢେଙ୍କାନାଳ ଜିଲ୍ଲା ୫୫ନଂ ଜାତୀୟ ରାଜପଥ ଅବରୋଧ କରି ଆମ୍ବୁଲାନ୍ସ ଓ ଦୁଇ ଚକିଆ ଛଡ଼ା ଅନ୍ୟ ଯାନ ବନ୍ଦ ରଖିଥିଲେ ଏବଂ କେନ୍ଦ୍ର ସରକାରଙ୍କ ଦ୍ଵାରା ପାରିତ ଆଇନ ବିରୋଧରେ ୧୭ ଦଫା ଦାବି ନେଇ ଧାରଣାର ନାରା ଦେଇଥିଲେ ।

ଏହି ବନ୍ଦ ଡାକରାରେ ଜିଲ୍ଲାର ବିଭିନ୍ନ ବ୍ୟାଙ୍କ ଓ ଡାକ ବିଭାଗ କର୍ମଚାରୀ ମାନେ ନିଜ ନିଜ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ନିଜର ଦାବି ଉପସ୍ଥାପନ କରୁଥିବା ବେଳେ ଜିଲ୍ଲା କଂଗ୍ରେସ କମିଟି, କିଛି ଛାମୁଆ ସଂଗଠନ ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କୁ ସହଯୋଗ କରି ଆଜିର ଭାରତ ବନ୍ଦ ଡାକରା ପୂର୍ଣ୍ଣ ମାତ୍ରାରେ ସମର୍ଥନ କରିଥିଲେ । ଏଥିପ୍ରତି ଜିଲ୍ଲା ପୁଲିସ ବିଭାଗ ବିଭିନ୍ନ ସ୍ଥାନରେ କଡ଼ା ନଜର ରଖିଥିବା ବେଳେ ଅନ୍ୟପଟେ ଜନସାଧାରଣ ବିଶେଷ କରି ବସ୍ ଯୋଗେ ଦୂରବାଟ ଯିବାକୁ ଥିବା ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ ।                         (ରିପୋର୍ଟ୍ /ଅମର ରଞ୍ଜନ ଦାସ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version