• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

।। ସମର୍ପଣ (ବୃଦ୍ଧାଶ୍ରମ) ରେ କାର୍ତ୍ତିକ ପଞ୍ଚୁକ ଉପଲକ୍ଷେ ଭଜନ କୀର୍ତ୍ତନ ।।

Proprietor Abhimanyu Maharana by Proprietor Abhimanyu Maharana
November 27, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
।। ସମର୍ପଣ (ବୃଦ୍ଧାଶ୍ରମ) ରେ କାର୍ତ୍ତିକ ପଞ୍ଚୁକ ଉପଲକ୍ଷେ ଭଜନ କୀର୍ତ୍ତନ ।।
Share on FacebookShare on TwitterWhatsapp

1. ନୟାଗଡ଼ର ଗୁରୁଜୀଗୁରୁମା ମାନଙ୍କ ଦ୍ବାରା ପବିତ୍ର କାର୍ତ୍ତିକ ପଞ୍ଚୁକ ଉପଲକ୍ଷେ ସକାଳ ୧୦ଟା ସମୟରେ ଭଜନ କୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଶା ତାଜା ନ୍ୟୁଜ (୨୬ ନଭେମ୍ବର ଗୁରୁବାର) ନୟାଗଡ଼ :- ଲେଖନପୁର ସ୍ଥିତ ସମର୍ପଣ (ବୃଦ୍ଧାଶ୍ରମ) ରେ ବାସ କରୁଥିବା ବୟସ୍କ ଅନ୍ତେବାସୀ ମାନଙ୍କୁ ନେଇ ଉକ୍ତ ଆଶ୍ରମ ପରିସରରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ଗୁରୁଜୀଗୁରୁମା ମାନଙ୍କ ଦ୍ବାରା ପବିତ୍ର କାର୍ତ୍ତିକ ପଞ୍ଚୁକ ଉପଲକ୍ଷେ ସକାଳ ୧୦ଟା ସମୟରେ ଭଜନ କୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ତଥା ସମର୍ପଣ ପରିଚାଳନା କମିଟିର କାର୍ଯ୍ଯନିର୍ବାହୀ ସଦସ୍ଯ ଶ୍ରୀଧର ସାହୁଙ୍କ ପ୍ରତ୍ଯେକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ଭଜନ କୀର୍ତ୍ତନ କାର୍ଯ୍ୟକ୍ରମରେ ବୃଦ୍ଧାଶ୍ରମର ଅନ୍ତେବାସୀମାନେ ଅତ୍ଯନ୍ତ ଭକ୍ତି ରସରେ ଭାବବିହ୍ୱଳ ହୋଇ ଭଗବାନଙ୍କୁ ପ୍ରାର୍ଥନା କରିବା ସହିତ ଖୁବ୍ ଆନନ୍ଦ ଉଲ୍ଲାସରେ କରତାଳି ମାରି ଭଜନ କୀର୍ତ୍ତନ ଗାନ କରିଥିଲେ ।

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ତରଫରୁ ଅନ୍ତେବାସୀମାନଙ୍କ ପାଇଁ ସାତ୍ତ୍ୱିକ ଭୋଜନ ବ୍ଯବସ୍ଥା କରାଯାଇଥିଲା । ଏହି ଆଧ୍ଯାତ୍ମିକ କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରି ସଭାପତି rotarian ପ୍ରମୋଦ ପଟ୍ଟନାୟକ, ସଂପାଦକଅରୁଣ ମହାନ୍ତିଙ୍କ ସମେତ କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ଓ ଧୀରେନ୍ଦ୍ର କୁମାର ପଟ୍ଟନାୟକ ଉପସ୍ଥିତ ଥିଲା ବେଳେ ଶିକ୍ଷାକେନ୍ଦ୍ରର ଟ୍ରଷ୍ଟି ଗାୟତ୍ରୀ ମହାପାତ୍ର, ପ୍ରିୟମ୍ବଦା ଗୁରୁମା,ଶୋଭା ଗୁରୁମା,ବିନୋଦିନୀ ଗୁରୁମା,ପୁଷ୍ପିତା ଗୁରୁମା,ସୁନିତା ଗୁରୁମା,ଅନ୍ନପୂର୍ଣ୍ଣା ଗୁରୁମା,ସଂଯୁକ୍ତା ଗୁରୁମା,ବସୁମତୀ ଗୁରୁମା,ସୁଜାତା ଗୁରୁମା ଓ ଶୁଭଶ୍ରୀ ଗୁରୁମା ଭଜନ କୀର୍ତ୍ତନ ରେ ଯୋଗ ଦେଇଥିଲେ  ।

ପରିବାର ସଦସ୍ଯଙ୍କ ଠାରୁ ନିଷ୍ପେଷିତ ହୋଇ କିମ୍ବା ପରିବାର ଛାଡି ନିଃସହାୟ ହୋଇ ବୃଦ୍ଧାଶ୍ରମରେ ରହୁଥିବା ଏହି ଅନ୍ତେବାସୀ ମାନଙ୍କ ପାଇଁ ହସଖୁସି ଆନନ୍ଦ ଉଲ୍ଲାସଭରା ଏହିଭଳି କାର୍ଯ୍ୟକ୍ରମକୁ ପରିଚାଳନା କମିଟିର ସଦସ୍ଯ ମାନେ ଭୂୟସୀ ପ୍ରଶଂସା କରିଥିଲେ ।(ଜିଲ୍ଲା ରିପୋର୍ଟ -ରାମକୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନି ଦଫା ଦାବିକୁ ନେଇ ମାନ୍ୟବର ରାଜ୍ୟପାଳଙ୍କୁ ଭେଟିଲେ ସାମାଜିକ କର୍ମୀ

ତିନି ଦଫା ଦାବିକୁ ନେଇ ମାନ୍ୟବର ରାଜ୍ୟପାଳଙ୍କୁ ଭେଟିଲେ ସାମାଜିକ କର୍ମୀ

July 12, 2026
ଦାସିଆ ଅଜାଙ୍କ ୧୧୯ ତମ ଜୟନ୍ତୀ ପାଳନ କଲା ପୂଜ୍ୟପୂଜା କମିଟି, ନୟାଗଡ଼

ଦାସିଆ ଅଜାଙ୍କ ୧୧୯ ତମ ଜୟନ୍ତୀ ପାଳନ କଲା ପୂଜ୍ୟପୂଜା କମିଟି, ନୟାଗଡ଼

July 12, 2026
ମୋତିଆ ବିନ୍ଦୁ ଚିହ୍ନଟ ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ମୋତିଆ ବିନ୍ଦୁ ଚିହ୍ନଟ ଓ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

July 12, 2026
ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନି ଦଫା ଦାବିକୁ ନେଇ ମାନ୍ୟବର ରାଜ୍ୟପାଳଙ୍କୁ ଭେଟିଲେ ସାମାଜିକ କର୍ମୀ

ତିନି ଦଫା ଦାବିକୁ ନେଇ ମାନ୍ୟବର ରାଜ୍ୟପାଳଙ୍କୁ ଭେଟିଲେ ସାମାଜିକ କର୍ମୀ

July 12, 2026
ଦାସିଆ ଅଜାଙ୍କ ୧୧୯ ତମ ଜୟନ୍ତୀ ପାଳନ କଲା ପୂଜ୍ୟପୂଜା କମିଟି, ନୟାଗଡ଼

ଦାସିଆ ଅଜାଙ୍କ ୧୧୯ ତମ ଜୟନ୍ତୀ ପାଳନ କଲା ପୂଜ୍ୟପୂଜା କମିଟି, ନୟାଗଡ଼

July 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version