• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜହ୍ନା କାର୍ଯ୍ୟାଳୟ ଠାରେ ଜିଲ୍ଲା  ବିଜେପିର ପ୍ରଶିକ୍ଷଣ ଶିବିର ପ୍ରଧାନମନ୍ତ୍ରୀଙ୍କ ଜନ ହିତକର ଯୋଜନା ତ୍ରୁଣମୂଳ ସ୍ତରରେ ପହଂଚାଇବାକୁ କର୍ମୀଙ୍କୁ ପରାମର୍ଶ : ଗୌତମ ରାୟ

Proprietor Abhimanyu Maharana by Proprietor Abhimanyu Maharana
November 29, 2020
in ଓଡ଼ିଶା, ଯାଜପୁର, ହୋମ୍
0
ଜହ୍ନା କାର୍ଯ୍ୟାଳୟ ଠାରେ ଜିଲ୍ଲା  ବିଜେପିର ପ୍ରଶିକ୍ଷଣ ଶିବିର ପ୍ରଧାନମନ୍ତ୍ରୀଙ୍କ ଜନ ହିତକର ଯୋଜନା ତ୍ରୁଣମୂଳ ସ୍ତରରେ ପହଂଚାଇବାକୁ କର୍ମୀଙ୍କୁ ପରାମର୍ଶ : ଗୌତମ ରାୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ନଭେମ୍ବର ,ରବିବାର ) କୋରାଇ :- ଯାଜପୁର ଜିଲ୍ଲା ଭାରତୀୟ ଜନତା ପାର୍ଟିର ଏକ ପ୍ରଶିକ୍ଷଣ ଶିବିର କୋରାଇ ବ୍ଲକ ଅନ୍ତର୍ଗତ ଜହ୍ନା ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲା ସଭାପତି ଗୌତମ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାର ସମସ୍ତ ପଦାଧିକାରୀ, ମଣ୍ଡଳ ସଭାପତି, ସାଧାରଣ ସଂପାଦକଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ଜିଲାରେ ତ୍ରୁଣମୂଳ ସ୍ତରରେ ଦଳୀୟ ସଂଗଠନ ସୁଦୃଢ଼ ସହିତ ପ୍ରଧାନମବୀ ନରେନ୍ଦ୍ର ମୋଦିଙ୍କ ଜନ ହିତକର ଯୋଜନା ସାଧାରଣ ଲୋକଙ୍କ ନିକଟରେ ପହଂଚାଇବା ପାଇଁ କାର୍ଯ୍ୟକର୍ତାମାନେ ପରିଶ୍ରମ କରିବାକୁ ଜିଲା ସଭାପତି ଶ୍ରୀ ରାୟ ପରାମର୍ଶ ଦେବା ସହିତ ସମସ୍ତ ମଣ୍ଡଳରେ ପ୍ରଶିକ୍ଷଣ ଶିବିର ହେବାକୁ ତାରିଖ ଧାର୍ଯ୍ୟ କରାଯାଇଥିଲା । ଜିଲା ପ୍ରଭାରୀ ସାରଦା ଶତପଥୀ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ବିଜେପିର ଇତିହାସ, ବିକାଶ, ବିଚାର, ପରିବାର ଆମର ଦାୟିତ୍ୱ, ଭାରତର ବୈଚାରିକ, ମୁଖ୍ୟଧାରା ଓ ଆରମ ବିଚାର ଧାରା, ବ୍ୟକ୍ତିତ୍ୱ ଶେଷ ୬ବର୍ଷରେ ପ୍ରଧାନମବୀ ମୋଦିଙ୍କର ବିଭିନ୍ନ ଜନାଭିମୁଖୀ କାର୍ଯ୍ୟକ୍ରମ, ଆତ୍ମ ନିର୍ଭରତା, ସୋସିଆଲ ମିଡିଆର ପ୍ରଭାବି ଉପଯୋଗ କାର୍ଯ୍ୟ ପଦ୍ଧତି, ସଂଗଠନରେ ଆମର ଭୂମିକା ଆଦି ଆନେକ ବିଷୟରେ ଆଲୋଚନା କରାଯାଇଥିଲା । ବୈଠକରେ ବିଜେପରି ସାଂସଦ ପ୍ରାର୍ଥୀ ଅମୀୟକାନ୍ତ ମଲ୍ଲିକ, ରାଜ୍ୟ ବିଜେପି ସଂପାଦକ ଅମର ନାୟକ, ପ୍ରଦୀପ ବଳସାମନ୍ତ, ବିଶ୍ୱରଞ୍ଜନ ମଲ୍ଲିକ, ତୁଷାର ପରିଡ଼ା, ପବିତ୍ର ଦାସ, ରବୀ ନାରାୟଣ

ବେହେରା, ଜିଲ୍ଲା ସାଧାରଣ ସଂପାଦ ସୁଦୀପ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିବା ବେଳେ ଯୁବ ନେତା ବିକ୍ରମ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁରଜଲାଲ ସାମଲ, ସୁଧାଂଶୁ ଭଞ୍ଜ, ପ୍ରଶାନ୍ତ ରାୟ, ପ୍ରକାଶ ଧଳ, ମନ୍ଦାକିନୀ ସେଠୀ ଇତିଶ୍ରୀ ଜେନା, ରବୀନ୍ଦ୍ର ବେହେରା, ଅଚ୍ୟୁତାନନ୍ଦ ଦାସ, ନିରଞ୍ଜନ ଘଡ଼ାଇ, ସରୋଜ ଦେ, ବି୩⁄୪ୁ ଚରଣ ରଥ, ବିଜୟ କୁମାର ଘଡ଼ାଇ, ଶଶିଭୂଷଣ ସେନାପତି, ଜୟନ୍ତୀ ସାହୁ, ମୋନାଲିସା ଦାସ, ଦେବଜାନୀ ପ୍ରଧାନ, ସୁଭାଶିନୀ ଶର୍ମା, ଦିପ୍ତୀମୟୀ କୂଅଁର, ସୁବାସ ମହାନ୍ତି, ଦିପ୍ତିରେଖା ମିଶ୍ର, ରମେଶ ସାମଲ, ଶ୍ରୀନିବାସ ପରିଡ଼ା, ଶର୍ମିଳା ଦେଓ, ରମାକାନ୍ତ ରାଉତ, ନିରଞ୍ଜନ ବେହୁରିଆ, ପ୍ରଭାସ ସୂତାର, ପ୍ରମୋଦ ପଣ୍ଡା, ପ୍ରଭାତ ନାୟକ, ହୃଷିକେଶ ପରିଡ଼ା, ଦୀପକ ସାମଲ, ଦୀପକ ଗନ୍ତାୟତ, ପୁଷ୍ପକ ମହାପାତ୍ର, ମନ୍ଦାକିନୀ ସେଠୀ, ମହେନ୍ଦ୍ର ପଣ୍ଡା, ରାମଚନ୍ଦ୍ର ସନ୍ଦିବିଗ୍ରହ, ସୁବାସ ନାଥ, ପ୍ରଦୀପ ରାଉତ, ରାକେଶ ଜେନା, ଅମ୍ଳାନ ସାହୁ, ଦିଲ୍ଲୀପ ରାଉତ, ସୁଶାନ୍ତ ସାହୁ, ଅମର ମଲ୍ଲିକ, ମଂଟୁ ମଲ୍ଲିକ, ଅଭିଳାସ ସାହୁ, ବିଶ୍ୱଜିତ୍ ରାଉତ, ସନ୍ଦୀପ ପରିଡ଼ା, ରୂପକ ରାଜ, ମନଦ ବାରିକ, ଚକ୍ରଧର ସାହୁ, ସୁରେନ୍ଦ୍ର କୂଅଁର ପ୍ରମୁଖ କର୍ମକର୍ତା ଓ ସଦସ୍ୟଗଣ ପ୍ରଶିକ୍ଷଣରେ ସାମିଲ ହୋଇଥିଲେ । ( ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version