• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗତସିଂହପୁର ଜିଲ୍ଲାରେ ନିରାଡ଼ମ୍ବର ଭାବେ ସେଶ ହେଲା କାର୍ତ୍ତିକ ବ୍ରତ ଓ ଡଙ୍ଗା ଭସା – ଜଗତସିଂହ ପୁର

Proprietor Abhimanyu Maharana by Proprietor Abhimanyu Maharana
November 30, 2020
in ଓଡ଼ିଶା, କଟକ, ଜଗତସିଂହପୁର, ହୋମ୍
0
ଜଗତସିଂହପୁର ଜିଲ୍ଲାରେ ନିରାଡ଼ମ୍ବର ଭାବେ ସେଶ ହେଲା କାର୍ତ୍ତିକ ବ୍ରତ ଓ ଡଙ୍ଗା ଭସା – ଜଗତସିଂହ ପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ନଭେମ୍ବର ସୋମବାର )ଜଗତସିଂହପୁର : – ମାସ ମଧ୍ୟରେ କାର୍ତ୍ତିକ ମାସକୁ ହିନ୍ଧୁ ଧର୍ମର ପୁଣ୍ୟ ମାସ ଭାବେ ମାସସାରା ପ୍ରାୟ ୮୦ଭାଗ ଲୋକ ଆମିଷ ପରିତ୍ୟାଗ କରି ବ୍ରତ ରଖି ମନ୍ଦିର ମାନଙ୍କରେ ଓ ଗ୍ରାମ ଦାଣ୍ଡରେ ପ୍ରତେକ ଦିନ ପ୍ରଭାତରେ ନାମ ସଂକୀର୍ତ୍ତନରେ ହରିପ୍ରେମରେ ନିଜକୁ ହଯାଇଦେଇ ଥାଆନ୍ତି । ମାସସେସରେ ପୁର୍ନମୀ ଦିନ ପୋଖରୀ ଓ ନଦୀରେ ଦଙ୍ଗା ଭସାଇ ବ୍ରତ ଶେଷ କରିଥାନ୍ତି । ବନ୍ଧୁଗଣ ଆମେ ଆପଣଙ୍କୁ ଦେଖାଉଛୁ ଜଗତସିଂହପୁର ଜିଲ୍ଲାର ରଘୁନାଥପୁର ବ୍ଲକ ବାରାଗୋଳ ଓ ଜଗନାଥପୁର ପଞ୍ଚୟତର ଗୋଠିଣା ନାରାୟଣୀ ଓ ଶିବ ମନ୍ଦିର,ସିଦ୍ଧହରିହର ମନ୍ଦିର ଓ ବରାଗୋଳ ଇସାନେଶ୍ୱର ମନ୍ଦିର ସମେତ ଜିଲ୍ଲାର ସମସ୍ତ ଗ୍ରାମରେ ୩୦ ତାରିଖ ରବିବାର ପୁର୍ନମିରେ ପ୍ରଭାତରୁ ଗ୍ରାମରେ ଭଜନ କୀର୍ତ୍ତନ ଉଛୁଳି ଉଠୁଛି ଗ୍ରାମ ।

ସେହିପରୀ ପ୍ରତେକ ନଦୀ ପୋଖରୀରେ ଦାଙ୍ଗା ଭସାଇ ବ୍ରତ ସେଶ କରିଥିବା ଦେଖିବାକୁ ମିଳିଛି । କୋଭିଡି ୧୯ କଟକଣାକୁ ଦୃଷ୍ଟିରେ ରଖି ସରକାରଙ୍କ ନିର୍ଦେଶ ପାଳନ କରି ଏସବୁ କାର୍ଯ୍ୟକ୍ରମ ହେଉଥିବାବେଳେ ଜିଲ୍ଲାର ପ୍ରତେକ ଦେବାଦେବୀ ମନ୍ଦିର ମାନଙ୍କରେ ମନ୍ଦିର ପକ୍ଷ୍ୟରୁ ପ୍ରସାଦ ସେବନ ବେବସ୍ଥା କରାଯାଇଥିବା ଦେଖିବାକୁ ମିଳିଥିଲା । ଗୋପାଳପୁର ଚନ୍ଦନ ପୋଖରୀରେ ସମାଜସେବୀ ଦେବାଶିଷ ବୋଷ ଓ ପରାମିତା ବୋଷ ଦଙ୍ଗା ଭାସାଉଥିବା ଦେଖିବାକୁ ମିଳିଥିଲା । (ଜଗତସିଂହପୁର ଜିଲ୍ଲାରୁ /ଭାସ୍କର ପଟନାୟକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁମନ ଦିଦିଙ୍କ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

ଗାଁରେ କଙ୍ଗାରୁ କୋର୍ଟ : ବୁଲୁଛି ଖଟ, ନଖ ଦର୍ପଣ କରେ ଚୋର ଚିହ୍ନଟ, ବିଧବା ମହିଳାଙ୍କ ଉପରେ ଛାଟ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version