• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋରାଇ ବ୍ଲକ ଶିକ୍ଷାମଣ୍ଡଳର ନବ ନିଯୁକ୍ତ ଶିକ୍ଷାଧିକାରୀଙ୍କୁ ସମ୍ବର୍ଦ୍ଧନା ଶିକ୍ଷକ ଓ ଅଭିଭାବକଙ୍କ ସମନ୍ୱୟରେ ଶିକ୍ଷାର ବିକାଶ କରାଯିବ : ଶିକ୍ଷାଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
December 1, 2020
in ଓଡ଼ିଶା, ଯାଜପୁର, ହୋମ୍
0
କୋରାଇ ବ୍ଲକ ଶିକ୍ଷାମଣ୍ଡଳର ନବ ନିଯୁକ୍ତ ଶିକ୍ଷାଧିକାରୀଙ୍କୁ ସମ୍ବର୍ଦ୍ଧନା ଶିକ୍ଷକ ଓ ଅଭିଭାବକଙ୍କ ସମନ୍ୱୟରେ ଶିକ୍ଷାର ବିକାଶ କରାଯିବ : ଶିକ୍ଷାଅଧିକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ନଭେମ୍ବର ସୋମବାର )କୋରାଇ :- କୋରାଇ ବ୍ଲକ ଶିକ୍ଷାମଣ୍ଡଳ କାର୍ଯ୍ୟାଳୟରେ ନବ ନିଯୁକ୍ତ ବ୍ଲକ ଶିକ୍ଷାଧିକାରୀ ଜଗବନ୍ଧୁ ଶତପଥୀଙ୍କୁ ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି । ଏଥି ସହିତ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ତା’ର ତ୍ୱରିତ ସମାଧନ ପାଇଁ ସଂଘ ପକ୍ଷରୁ ଅନୁରୋଧ କରାଯାଇଥିଲା । ସଙ୍ଘର ବ୍ଲକ ସଭାପତି ଅବଦୁଲ ମୋରାଦ ଖାଁଙ୍କ ନେତୃତ୍ୱରେ ସମ୍ପାଦକ ରମାକାନ୍ତ ସାହୁ, ରାଜ୍ୟ କାର୍ଯ୍ୟକାରୀ ସଭାପତି ସହସ୍ରାଂଶୁ ଶେଖର ମହାନ୍ତି, ଜିଲା ସଂଗଠନ ସମ୍ପାଦକ କୈଳାସ ନାୟକ, ରଙ୍ଗାଧର କାଣ୍ଡି, କ୍ଷୀରୋଦ ବରଣ ହୋତା, ରମେଶ ଚନ୍ଦ୍ର ସାହୁ, ସୁରେଶ କୁମାର ପଣ୍ଡା, ସୁରେନ୍ଦ୍ର କୁମାର ବାହାଲିଆ, ଫକିର ଚରଣ ପଲେଇ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

ସୂଚନା ଯୋଗ୍ୟଯେ, ପୂର୍ବତନ ଶିକ୍ଷାଅଧିକାରୀ ସୁଶାନ୍ତକୁମାର ଶତପଥୀ ଗତ ଫେବୃଆରୀ ମାସରୁ ଅବସର ନେଇଥିଲେହେଁ ତାଙ୍କ ସ୍ଥାନରେ କହାରିକୁନିଯୁକ୍ତି ଦିଆଯାଇନଥିଲା । ଫଳରେ ଦୀର୍ଘ ୮ମାସ ହେଲା ଅନ୍ୟ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ଦ୍ୱୈତଦାୟିତ୍ୱରେ କେବଳ କାମଚଳା ଭାବେ କାର୍ଯ୍ୟାଳୟ ଚାଲୁଥିହେଁ ଅନେକ ବିଦ୍ୟାଳୟ ଗୁରତ୍ୱ ପୂର୍ଣ୍ଣ ସମସ୍ୟା ଓ କେତେକ ଶିକ୍ଷକଙ୍କ ଚାକିରି ସମ୍ବନ୍ଧୀୟ କାର୍ଯ୍ୟ ହୋଇ ପାରୁନଥିଲା । ଏଥି ସହିତ କେତେକ କର୍ମଚାରୀ ଦୀର୍ଘବର୍ଷ ଧରି କାର୍ଯ୍ୟାଳୟରେ ରହି ମେରିରାୟ ଶାସନ ଚଲାଉଥିଲା ବେଳେ ଆଉକେତେକ ଅଘୋଷିତ ଅଧିକାରୀ ଭାବେ କାର୍ଯ୍ୟାଳୟରେ ଡେରାପକାଇ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପ୍ରତି ଅନଧିକାର କ୍ଷମତା ପ୍ରୟୋଗ କରିବା ନେଇ ଶିକ୍ଷକ ଓ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲା ।

ଯାହାକି ‘ମୁରବୀ ଶୂନ୍ୟ କାର୍ଯ୍ୟାଳୟରେ କମଚାରୀ ରାଜ’ ବୋଲି ସାଧାରଣରେ ଆଲୋଚନା ହେଉଥିଲା । ନୂତନଅଧିକାରୀ ଭାବେ ଶ୍ରୀ ଶତପଥୀ ଯୋଗଦେବା ପରେ ରହିଯାଇଥିବା ଶିକ୍ଷକ ଓ ଶିକ୍ଷାୟତନ ଗୁଡିକର ସମସ୍ୟା ତ୍ୱରିତ ସମାଧନ ହେବା ନେଇ ଶିକ୍ଷକ ମହଲରେ ଅଶାର ସଂଚାର ହୋଇଛି । ନୂତନ ଅଧିକାରୀ ଶ୍ରୀ ଶତପଥୀ ଆଇନି ଅନୁଯାଇ ସମସ୍ତ ସାମାସ୍ୟର ସମାଧନ ଓ ଶିକ୍ଷକ, ଅଭିଭାବକଙ୍କ ସମନ୍ୱୟରେ ଶିକ୍ଷାର ବିକାଶ କରିବା ପାଇଁ ପ୍ରୟାଶ କରିବେ ବୋଲି ସମ୍ବର୍ଦ୍ଧନ ଅବସରରେ କହିଥିଲେ ।  (କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version