• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ବିଶ୍ୱ ଏଡସ୍ ଦିବସ ପାଳିତ – ନୟାଗଡ଼

Proprietor Abhimanyu Maharana by Proprietor Abhimanyu Maharana
December 1, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲାସ୍ତରୀୟ ବିଶ୍ୱ ଏଡସ୍ ଦିବସ ପାଳିତ – ନୟାଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ଡିସେମ୍ବର ମଙ୍ଗଳବାର ) ନୟାଗଡ଼ :- ବିଶ୍ୱ ଏଡସ୍ ଦିବସ-୨୦୨୦ ପାଳନ ଅବସରରେ ଆଜି ପୂର୍ବାହ୍ନ ୧୨ଘଟିକା ସମୟରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଭାଗୃହରେ ଜିଲ୍ଲା ସ୍ୱସ୍ଥ୍ୟ ସମିତି ଆନୁକୂଲ୍ୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜିଲ୍ଲାପାଳ ଡା. ଟୁଡୁ ସମସ୍ତଙ୍କୁ ସ୍ୱାଗତ ଜଣାଇ ଏଡସ୍ ଏକ ସାମାଜିକ ସମସ୍ୟା ବୋଲି କହିଥିଲେ ା ବାହାରକୁ ଯାଉଥିବା ଶ୍ରମିକମାନେ ବିଶେଷ କରି ଏହି ରୋଗର ଶିକାର ହୋଇଥାନ୍ତି । ସଂଯମତା ରକ୍ଷା ନ କଲେ ଏହି ରୋଗ ବ୍ୟାପିଥାଏ । ଅସୁରକ୍ଷିତ ଛୁଂଚି ବ୍ୟବହାର କରିବା ଦ୍ୱାରା ଅଶୋଧିତ ରକ୍ତ ନେବା ଦ୍ୱାରା ଏବଂ ଅସୁରକ୍ଷିତ ଯୌନ ସଂପର୍କ ଦ୍ୱାରା ଏହି ରୋଗ ବ୍ୟାପୀ ଥାଏ । ଏପରିକି ଏଡସ୍ ରୋଗୀର ମାଆ ଠାରୁ ପିଲାକୁ ମଧ୍ୟ ଏହି ରୋଗ ବ୍ୟାପିଥାଏ ।

ତେଣୁ ଏହି ରୋଗ ନିରାକରଣ ପାଇଁ ସମସ୍ତ ମାନବ ସମାଜ ସଚେତନ ହେବା ଆବଶ୍ୟକ ଏବଂ ଏଡସ୍ ସଂକ୍ରମିତ ରୋଗୀକୁ ଘୃଣା ନ କରି ଚିକିତ୍ସାଳୟରେ ଚିକିତ୍ସା କରାଇବା ଆବଶ୍ୟକ । ତେଣୁ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ବହୁଳ ଭାବରେ ପ୍ରଚାର ପ୍ରସାର ଆବଶ୍ୟକ । ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱ ଏଡସ୍‌ ଦିବସ ଉପଲକ୍ଷେ ମାନ୍ୟବର ବିଧାୟକ ରଣପୁର ତଥା ଅଧ୍ୟକ୍ଷ, ଜିଲ୍ଲା ଯୋଜନା ବୋର୍ଡ, ନୟାଗଡ଼ ଶ୍ରୀ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇ କହିଲେ ଯେ, ସଂଯମତା ଦ୍ୱାରା ଏହି ରୋଗ ନିରାକରଣ ହୋଇପାରିବ । ପ୍ରତିବର୍ଷ ଡିସେମ୍ବର ୦୧ ତାରିଖରେ ଏହି ଦିବସ ପାଳନ କରାଯାଉଛି । ଏ ବର୍ଷର ବିଷୟବସ୍ତୁ ରହିଛି ବିଶ୍ୱ ଏକତା ଏବଂ ସହଭାଗୀ ଦାୟିତ୍ୱ । ଲୋକମାନଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାରୁ ଏକ ସଚତେନତା ରଥ ବାହାରିଛି ।

ଏହା ଜିଲ୍ଲାସାରା ପରିକ୍ରମା କରି ଏଡସ୍ ସମ୍ବନ୍ଧରେ ପ୍ରଚାର କରିବ । ସେହିପରି ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚ.ଡି. ଏହି ରୋଗ ଏକ ଭୂତାଣୁ ଜନିତ ରୋଗ ବୋଲି ପ୍ରକାଶ କରିଥିଲେ । ଏଚ.ଆଇ.ଭି ଭାଇରସ ଦ୍ୱାରା ଏହି ରୋଗ ସଂକ୍ରମିତ ହୋଇଥାଏ । ଏହି ରୋଗରୁ ରକ୍ଷା ପାଇବା ପାଇଁ ସଚେତନତା ହିଁ ଏକାନ୍ତ ଆବଶ୍ୟକ ବୋଲି କହିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶକ୍ତିପ୍ରସାଦ ମିଶ୍ର , ନୋଡାଲ ଅଧିକାରୀ ଡା. ଶରତ କୁମାର ଦାଶ ପ୍ରମୁଖ ଡାକ୍ତରମାନେ ଏଡସ୍ ରୋଗର ନିରାକରଣ ସଂପର୍କରେ ବକ୍ତବ୍ୟ ରଖିଥିଲେ । ଏହି ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ,ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନେ ଉପସ୍ଥିତ ଥିଲେ । ଶେଷରେ ଡି.ପି.ଏମ. ଶ୍ରୀ ନିତ୍ୟରଂଜନ ବରାଳ ଧନ୍ୟବାଦ ଦେଇଥିଲେ । (ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ , ନୟାଗଡ଼) (ଜିଲ୍ଲା ରିପୋର୍ଟ-ରାମ କୃଷ୍ଣ ରଥ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version