• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

।। ଚାଷୀ ମାନଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ବାରଙ୍ଗରେ ସଂହତି ଦିବସ ପାଳନ କଲା ଏ ଆଇ ଡି ଏସ ଓ ।।

Proprietor Abhimanyu Maharana by Proprietor Abhimanyu Maharana
December 5, 2020
in ଓଡ଼ିଶା, କଟକ, ହୋମ୍
0
।। ଚାଷୀ ମାନଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ବାରଙ୍ଗରେ ସଂହତି ଦିବସ ପାଳନ କଲା ଏ ଆଇ ଡି ଏସ ଓ ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ଡିସେମ୍ବର ଶନିବାର ) କଟକ  :- ବାରଙ୍ଗ ଦାଢ଼।ପାଟଣା ସ୍ଥିତ କୁଞ୍ଜବିହାରୀ କଲେଜ ଛକ ଠାରେ ଶନିବାର ସକାଳ ୧୦ ଟାରେ ଏଆଇଡିଏସଓ ର କର୍ମୀ ମାନେ , ଦିଲ୍ଲୀ ସୀମାରେ ଚାଲିଥିବା ଐତିହାସିକ ଚାଷୀ ଆନ୍ଦୋଳନ ପ୍ରତି ସଂହତି ଜ୍ଞାପନ କରି ପ୍ଲାକାର୍ଡ ପ୍ରଦର୍ଶନ କରିଥିଲେ । ଏଠାରେ ସୂଚନାଯୋଗ୍ୟ କେନ୍ଦ୍ର ସରକାର ଅତ୍ୟନ୍ତ ଅନ୍ୟାୟ ଭାବେ ୩ଟି ଚାଷୀ ବିରୋଧି କୃଷି ଆଇନକୁ ପ୍ରଣୟନ କରିଛନ୍ତି । ଏହି କୃଷି ଆଇନ ଗୁଡିକ ଲାଗୁ ହେଲେ କୃଷକମାନେ ସେମାନଙ୍କର ସାମ୍ବିଧାନିକ ଓ ମୌଳିକ ଅଧିକାର ହରାଇବେ । ଯାହାଦ୍ୱାରା ପୁଞ୍ଜିପତି, ବ୍ୟବସାୟୀ ଏବଂ କର୍ପୋରେଟ ସଂସ୍ଥା ମାନେ ଲାଭବାନ ହେବେ । କୃଷି ବଜାରରେ ସେମାନେ ସମ୍ପୁର୍ଣ୍ଣଭାବରେ ବିନା ବାଧାରେ ପ୍ରବେଶ କରି , ସମଗ୍ର ଦେଶରେ ଦଖଲ କରିବାର ଆଇନଗତ ଅଧିକାର ପାଇବେ । କୃଷକମାନଙ୍କର ନୁହେଁ ପୁଞ୍ଜିପତିମାନଙ୍କ ବ୍ୟବସାୟ ପାଇଁ ଦେଶରେ ଗୋଟିଏ ବଜାର ତିଆରି ହେବ ।

ଅପର ଦିଗରେ ଆଳୁ, ପିଆଜ, ଡ଼ାଲି, ତୈଳ ଜାତୀୟ ଦ୍ରବ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରୁ ବାଦ ପଡିବା , ଫଳରେ ବ୍ୟବସାୟୀମାନେ ଏସବୁ ମହଜୁଦ କରି କଳା ବଜାର କରିବା ପାଇଁ ଅଖଣ୍ଡ କ୍ଷମତାର ଅଧିକାରୀ ହେବେ । ସରକାର ଦର ନିୟନ୍ତ୍ରଣ କରିବାର ଅଧିକାର ହରାଇବେ । ଯାହାଫଳରେ ଆକାଶଛୁଆଁ ଦରବୃଦ୍ଧି କରିବା ପାଇଁ ପୁଞ୍ଜିପତିମାନେ ନିରଂକୁଶ କ୍ଷମତା ପାଇବେ । ଘରୋଇ ଧାନ ମଣ୍ଡି ଜରିଆରେ କର୍ପୋରେଟମାନେ ଧାନ କିଣିବାର ଅଧିକାର ପାଇବେ , ନିଜ ଇଚ୍ଛା ଅନୁସାରେ ଧାନର ମୂଲ୍ୟ ନିର୍ଦ୍ଧାରଣ କରିବେ । ଯାହାଫଳରେ ଅକ୍ଳାନ୍ତ ପରିଶ୍ରମ କରି ରକ୍ତ ନିଗାଡ଼ି ଚାଷୀ ଅମଳ କରିଥିବା ଉତ୍ପାଦିତ ଶସ୍ୟକୁ ଶାଗ-ମାଛ ମୂଲରେ ବିକିବାକୁ ବାଧ୍ୟ ହେବେ । ଆମ ଦେଶରେ ଅଧିକାଂଶ ଛାତ୍ରଛାତ୍ରୀ ଚାଷୀ ପରିବାରରୁ ଆସିଥାନ୍ତି । ତେଣୁ ଚାଷୀ ମାନଙ୍କ ସର୍ବନାଶ ପ୍ରତ୍ୟକ୍ଷ ଭାବେ ଛାତ୍ରଛାତ୍ରୀ ମାନଙ୍କର ସର୍ବନାଶ କରିବ ।

ତେଣୁ ତୁରନ୍ତ ଦେଶର ସର୍ବସ୍ତରର ଜନଗଣଙ୍କ ସ୍ୱାର୍ଥରେ ଏହି ବିନାଶକାରୀ ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ଆଜିର କାର୍ଯ୍ୟକ୍ରମରେ ଛାତ୍ରନେତା ମାନେ ତାଙ୍କ ବକ୍ତବ୍ୟ ମାଧ୍ୟମରେ ଦାବି କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଐତିହାସିକ ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ଛାତ୍ର ସଂଗଠନ ଏଆଇଡିଏସଓ ସାରା ଦେଶରେ ୩ ରୁ ୧୦ ଡିସେମ୍ବର ପର୍ଯ୍ୟନ୍ତ ସଂହତି ସପ୍ତାହ ପାଳନ କରୁଛି । ଆଜିର କାର୍ଯ୍ୟକ୍ରମକୁ ଏଆଇଡିଏସଓର ବାରଙ୍ଗ ଆଞ୍ଚଳିକ କମିଟିର ସମ୍ପାଦିକା ଭାଗ୍ୟଶ୍ରୀ ପ୍ରଧାନ, ସହ-ସମ୍ପାଦକ ରାଜେଶ ରାଉତ, ଆଲେକ କାଣ୍ଡି ପ୍ରମୂଖ ନେତୃତ୍ୱ ନେଇଥିଲେ । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

July 13, 2026
ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି  : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

July 13, 2026
ଓଡ଼ିଶା ଉପକୂଳରେ ଭୂକମ୍ପ ! କମ୍ପିଲା ବଙ୍ଗୋପସାଗରର ସମୁଦ୍ର ଗର୍ଭ, ଥରିଲା ମାଟି, ଦୌଡିଲେ ଲୋକେ

ଓଡ଼ିଶା ଉପକୂଳରେ ଭୂକମ୍ପ ! କମ୍ପିଲା ବଙ୍ଗୋପସାଗରର ସମୁଦ୍ର ଗର୍ଭ, ଥରିଲା ମାଟି, ଦୌଡିଲେ ଲୋକେ

July 12, 2026
Nippon Paint highlights Advanced Coil Coatings for a sustainable future at SMARTCOR 2026

Nippon Paint highlights Advanced Coil Coatings for a sustainable future at SMARTCOR 2026

July 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

July 13, 2026
ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି  : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

July 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version