• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦୁଇଟି ପ୍ରେମିକାର ଅଶ୍ଳୀଳ ଫଟୋ ଫେସବୁକରେ ଭାଇରାଲ କରି ମହମ୍ମଦ ଅରମାନ ନାମକ ଯୁବକ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
December 6, 2020
in ଅପରାଧ, ଓଡ଼ିଶା, ବରଗଡ଼, ହୋମ୍
0
ଦୁଇଟି ପ୍ରେମିକାର ଅଶ୍ଳୀଳ ଫଟୋ ଫେସବୁକରେ ଭାଇରାଲ କରି ମହମ୍ମଦ ଅରମାନ ନାମକ ଯୁବକ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୬ ଡିସେମ୍ବର ରବିବାର ) ପଦ୍ମପୁର :- ପଦ୍ମପୁର ଉତ୍ତରପ୍ରଦେଶ ରାଜ୍ୟର କସଗ୍ୟଜ ଥାନା ଅଂଚଳର ଏହି ଯୁବକ ପଦ୍ମପୁର ଥାନା ଓ ବରଗଡ ଟାଉନ ଥାନା ଅଂଚଳର ଦୁଇଜଣ ଯୁବତୀଙ୍କ ସହ ଫେସବୁକରେ ବନ୍ଧୁତା ଯୋଡି ଥିଲା । ଜିସାନ ଖାନ ନାମରେ ଏକ ଫାକ ଫେସବୁକ ଖୋଲି ଏହି ଦୁଇ ଯୁବତୀଙ୍କ ଅଶ୍ମିଲ ଫଟୋ ଭାଇରାଲ କରିଥିଲା । ଏ ନେଇ ଝିଅମାନଙ୍କ ପରିବାର ପକ୍ଷରୁ ପଦ୍ମପୁର ଥାନାରେ ୦୨/୦୨/୨୦୨୦ ତାରିଖରେ ଏବଂ ବରଗଡ ଟାଉନ ଥାନାରେ ୨୧/୦୩/୨୦୨୦ ରେ ଲିଖିତ ଅଭିଯୋଗ ହେଲା ପରେ ପଦ୍ମପୁର ଥାନା ଓ ବରଗଡ ଟାଉନ ଥାନାର ଏକ ପୋଲିସ ଟିମ ୟୁପି ଯାଇ ଅଭିଯୁକ୍ତ କୁ ଗିରଫ କରିଥିଲେ ।

ଆଜି ପଦ୍ମପୁର ଥାନା କେଶ ନମ୍ବର 9r/09.09.909 U/S-67(A) IT Act /500/507/509 IPC ବରଗଡ ଟାଉନ ଥାନା କେଶ ନମ୍ବର ୧୧୬/୨୧.୦୩,୨୨୦ ଅନୁସାରେ U/S-420 IPC /66C/6D IT Act ଆଧାରରେ କୋର୍ଟ ଚାଲାଣ କରାଯାଇଥିବା ନେଇ ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ପ୍ରଦୀପ କୁମାର ସାହୁ ସାମ୍ବାଦିକ ସମ୍ମିଳନୀ ସୂଚନା ଦେଇଛନ୍ତି । ଏହି ଟିମରେ ପଦ୍ମପୁର ଥାନାଅଧୁକାରୀ ମାନସ ରଞ୍ଜନ ପ୍ରଧାନ, ଏସଆଇ ସୌମ୍ୟରଞ୍ଜନ ପାତ୍ର, ଏସଆଇ ସୌମ୍ୟକାନ୍ତୁ ବଳିଆରସିଂ , ମନଜିତ ଶତପଥ,ଦୀପକ ମହାପାତ୍ର, ଚିତ୍ତରଞ୍ଜନ କୁୟାର ପ୍ରମୁଖ ସାମିଲ ଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026
ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version