• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକରେ ଆଇଏମ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ।

Proprietor Abhimanyu Maharana by Proprietor Abhimanyu Maharana
December 8, 2020
in ଓଡ଼ିଶା, କଟକ, ହୋମ୍
0
କଟକରେ ଆଇଏମ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୮ ଡିସେମ୍ବର ମଙ୍ଗଳବାର ) କଟକ :- ସେଣ୍ଟ୍ରାଲ କାଉନସିଲ ଅଫ ଇଣ୍ଡିଆନ ମେଡିସିନ୍ ଓ ନୀତି ଆୟୋଗର ବିଜ୍ଞପ୍ତିକୁ ଦୃଢ଼ ବିରୋଧ। ଏହାକୁ ପ୍ରତ୍ୟାହାର ଦାବିର ମଙ୍ଗଳବାର ଦିନ ଭାରତୀୟ ଚିକିତ୍ସକ ସଂଘର ଡାକ୍ତରମାନେ ଆଇଏମଏ କାର୍ଯ୍ୟାଳୟରୁ , ବାହାରି ଏସସିବି ମେଡିକାଲ ପର୍ଯ୍ୟନ୍ତ ଶୋଭାଯାତ୍ରା କରି, କେନ୍ଦ୍ର ସରକାର ଓ ନୀତି ଆୟୋଗ ଙ୍କ ବିରୁଦ୍ଧରେ ନାରାବାଜି ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆୟୁର୍ବେଦିକ ଡ଼ାକ୍ତର ସମେତ ହୋମିଓପ୍ୟାଥିକ ଡାକ୍ତର ମାନେ ଅସ୍ତ୍ରୋପ୍ରଚାର କଲେ ରୋଗୀଙ୍କ ସ୍ଵାସ୍ଥ୍ୟର ଅବନତି ହେବା ସହ ଏହା ଏକ ଅସୁସ୍ଥ ପରମ୍ପରା ସୃଷ୍ଟି କରିବ।

ତେଣୁ ସରକାର ତୁରନ୍ତ ଏହି ଆଇନ୍ କୁ ପ୍ରତ୍ୟାହାର କରିବାକୁ ସେମାନେ ଦାବି କରିଛନ୍ତି। ଆନ୍ଦୋଳନରେ ଜୁନିୟର ଡାକ୍ତର, ବିଭିନ୍ନ ବିଭାଗର ସଂଘ ଏହାକୁ ସମର୍ଥନ ଜଣାଇ ସାମିଲ୍ ହୋଇଥିଲେ। ଏହାକୁ ନେଇ ଆସନ୍ତା ୧୧ ତାରିଖରେ ସବୁ ଘରୋଇ ମେଡିକାଲରେ ସକାଳ ୬ଟାରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ କାର୍ଯ୍ୟ ବନ୍ଦ କରି ପ୍ରତିବାଦ କରିବେ ବୋଲି କହିଛନ୍ତି ଚିକିତ୍ସକ ସଂଘ। ତେବେ କୋଭିଡ ହସ୍ପିଟାଲ ଏବଂ ସବୁ ଜରୁରୀ ସେବା ଚାଲୁରହିବ ବୋଲି କହିଛି ଭାରତୀୟ ଚିକିତ୍ସକ ସଂଘ ।(କଟକ ରୁ ଅମୂଲ୍ୟ କୁମାର ବାରିକଙ୍କ ରୀପୋର୍ଟ)  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version